ବରଗଡ଼ ରୋଡ୍‌ -ନୂଆପଡ଼ା ରୋଡ୍‌ ନୂଆ ରେଳ ଲାଇନ ପାଇଁ ଜମି ଅଧିଗ୍ରହଣ ଜାରି ରହିଛି: ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ

ବରଗଡ଼ ରୋଡ୍‌ -ନୂଆପଡ଼ା ରୋଡ୍‌ ନୂଆ ରେଳ ଲାଇନ ପାଇଁ ଜମି ଅଧିଗ୍ରହଣ ଜାରି ରହିଛି: ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ

ବରଗଡ଼ ରୋଡ୍‌ -ନୂଆପଡ଼ା ରୋଡ୍‌ ନୂଆ ରେଳ ଲାଇନକୁ ‘ସ୍ୱତନ୍ତ୍ର ରେଳ ପ୍ରକଳ୍ପ’ ଭାବେ ବିଜ୍ଞପିତ କରାଯାଇଛି ଏବଂ ଏହି ପ୍ରକଳ୍ପ ଲାଗି ଦ୍ରୁତ ଗତିରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଜାରି ରହିଛି ବୋଲି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଲୋକସଭାରେ ସୂଚନା ଦେଇଛନ୍ତି। ଶ୍ରୀ ବୈଷ୍ଣବ କହିଛନ୍ତି, ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଲାଗି ବରଗଡ଼ ଏବଂ ନୂଆପଡ଼ାରେ କ୍ଷମତାପ୍ରାପ୍ତ କର୍ତ୍ତୃପକ୍ଷ (ସିଏଏଲଏ)ଙ୍କୁ ନିଯୁକ୍ତ କରାଯାଇଛି। 73ଟି ଗ୍ରାମରେ ଜମି ଅଧିଗ୍ରହଣ […]

Continue reading
ଭାରତୀୟ ମୂଲ୍ୟବୋଧ ଆଧାରରେ ଯୋଗ୍ୟ ନେତୃତ୍ୱ ତିଆରି କରିବା – ଧର୍ମେନ୍ଦ୍ର ପ୍ରଧାନ

ଭାରତୀୟ ମୂଲ୍ୟବୋଧ ଆଧାରରେ ଯୋଗ୍ୟ ନେତୃତ୍ୱ ତିଆରି କରିବା – ଧର୍ମେନ୍ଦ୍ର ପ୍ରଧାନ

ବର୍ତ୍ତମାନ ସମୟରେ ଦୁନିଆର ସବୁଠାରୁ ବଡ଼ ସମସ୍ୟା ହେଉଛି ଯୋଗ୍ୟ ନେତୃତ୍ୱ ବା ଲିଡରସିପ । ଯିଏ ଠିକ୍ ସମୟରେ ଉଚିତ ନିର୍ଣ୍ଣୟ ନେଇପାରେ, ସେ ହିଁ ପ୍ରକୃତ ଲିଡର । ତେଣୁ ଭାରତୀୟ ମୂଲ୍ୟବୋଧ ଆଧାରରେ ଯୋଗ୍ୟ ନେତୃତ୍ୱମାନଙ୍କୁ ତିଆରି କରିବା ଆମ ସମସ୍ତଙ୍କର ଲକ୍ଷ୍ୟ ହେବା ଦରକାର ବୋଲି ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଇଣ୍ଡିଆ ଫାଉଣ୍ଡେସନ୍ ଏବଂ ବେଷ୍ଟ ଇନୋଭେସନ୍ ୟୁନିଭର୍ସିଟି ଦ୍ୱାରା ପ୍ରତିଷ୍ଠିତ ‘ସ୍କୁଲ୍ ଅଫ୍ ଗ୍ଲୋବାଲ୍ ଲିଡରସିପ୍’ର ଶୁଭାରମ୍ଭ କରିବା ଅବସରରେ […]

Continue reading
ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍’ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକୁ ସ୍ୱାୟତ୍ତତା ପ୍ରଦାନ କରିବା ସହ ସଶକ୍ତ କରିବ – ଧର୍ମେନ୍ଦ୍ର ପ୍ରଧାନ

ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍’ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକୁ ସ୍ୱାୟତ୍ତତା ପ୍ରଦାନ କରିବା ସହ ସଶକ୍ତ କରିବ – ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତକାଲି ଲୋକସଭାରେ ‘ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍ – ୨୦୨୫’ ଉପସ୍ଥାପନ କରିବା ପରେ ଆଜି ନୂଆଦିଲ୍ଲୀ ଠାରେ ଏକ ସାମ୍ବାଦିକ ସମ୍ବିଳନୀକୁ ସମ୍ବୋଧିତ କରିଛନ୍ତି । ସେ ଏହି ବିଲ୍ ଉପରେ କହିଛନ୍ତି, ଦେଶରେ ଶିକ୍ଷା କ୍ଷେତ୍ରରେ ଅନେକ ସଂସ୍କାର ଅଣାଯାଉଥିବା ବେଳେ ‘ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍ – ୨୦୨୫’ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକୁ ସ୍ୱାୟତ୍ତତା ପ୍ରଦାନ କରିବା ସହ ସଶକ୍ତ କରିବ । […]

Continue reading
ଉଷୁନା ଚାଉଳ ଉଠାଣ ପରିମାଣ ୨୦ରୁ ୨୫ ଲକ୍ଷ ମେଟ୍ରିକ ଟନ ବୃଦ୍ଧି କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଉଷୁନା ଚାଉଳ ଉଠାଣ ପରିମାଣ ୨୦ରୁ ୨୫ ଲକ୍ଷ ମେଟ୍ରିକ ଟନ ବୃଦ୍ଧି କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶାର ସାଂସଦ, ବିଧାୟକ ତଥା ବିଜେପିର ଏକ ପ୍ରତିନିଧି ଦଳ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଭେଟିଛନ୍ତି । ଓଡ଼ିଶାର ଚାଷୀଙ୍କ ସ୍ୱାର୍ଥ ଦୃଷ୍ଟିରେ ଉଷୁନା ଚାଉଳ ଉଠାଣ ପରିମାଣ ୨୦ ଲକ୍ଷ ମେଟ୍ରିକ ଟନରୁ ବଢାଇ ୨୫ ଲକ୍ଷ ମେଟ୍ରିକ ଟନ କରିବା ପାଇଁ ଅନୁରୋଧ କରିଛନ୍ତି । ଏ ସମ୍ପର୍କିତ […]

Continue reading
ଏପ୍ରିଲ ୨୦୨୫ ପରଠାରୁ ବେକାରୀ ହାର ସର୍ବନିମ୍ନ ସ୍ତରରେ ପହଞ୍ଚିଛି

ଏପ୍ରିଲ ୨୦୨୫ ପରଠାରୁ ବେକାରୀ ହାର ସର୍ବନିମ୍ନ ସ୍ତରରେ ପହଞ୍ଚିଛି

ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରଣାଳୟ (ଏମଓଏସପିଆଇ) ଅଧୀନରେ ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନଏସଓ) ଦ୍ୱାରା ପରିଚାଳିତ ସାମୟିକ ଶ୍ରମ ବଳ ସର୍ଭେ (ପିଏଲଏଫଏସ), ଜନସଂଖ୍ୟାର କାର୍ଯ୍ୟକଳାପ ଅଂଶଗ୍ରହଣ ଏବଂ ନିଯୁକ୍ତି-ବେକାରୀ ସ୍ଥିତି ଉପରେ ତଥ୍ୟର ପ୍ରମୁଖ ଉତ୍ସ। ଦେଶ ପାଇଁ ଶ୍ରମ ଶକ୍ତି ସୂଚକଗୁଡ଼ିକର ମାସିକ ଏବଂ ତ୍ରୈମାସିକ ଆକଳନ ପ୍ରଦାନ କରିବା ପାଇଁ ପିଏଲଏଫଏସ ସର୍ଭେ ପଦ୍ଧତିକୁ ଜାନୁଆରୀ ୨୦୨୫ରୁ ସଂଶୋଧିତ କରାଯାଇଛି। ଏନଏସଓ, ଏମଓଏସପିଆଇ  ଦ୍ୱାରା ପରିଚାଳିତ ସାମୟିକ ଶ୍ରମ ବଳ ସର୍ଭେ […]

Continue reading
ଭାରତୀୟ ରେଳବାଇର ସାର ଲୋଡିଂରେ ୧୧.୭% ବୃଦ୍ଧି, ଚାଷୀଙ୍କୁ ନିରବଚ୍ଛିନ୍ନ ଯୋଗାଣ ସୁନିଶ୍ଚିତ

ଭାରତୀୟ ରେଳବାଇର ସାର ଲୋଡିଂରେ ୧୧.୭% ବୃଦ୍ଧି, ଚାଷୀଙ୍କୁ ନିରବଚ୍ଛିନ୍ନ ଯୋଗାଣ ସୁନିଶ୍ଚିତ

ଭାରତୀୟ ରେଳବାଇ ଭାରତର କୃଷି ଅର୍ଥନୀତିକୁ ସମର୍ଥନ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ । ଏହା ଦେଶବ୍ୟାପୀ ସାରର ସୁଗମ ଏବଂ ସମୟୋଚିତ ପରିବହନ ସୁନିଶ୍ଚିତ କରେ । ଚଳିତ ବର୍ଷ ନଭେମ୍ବର ୩୦ ସୁଦ୍ଧା ସାର ଲୋଡିଂ ୧୭,୧୬୮ ରେକରେ ପହଞ୍ଚିଛି । ଗତ ବର୍ଷର ସମାନ ସମୟରେ ୧୫,୩୬୯ ରେକ ତୁଳନାରେ ଏହା ୧୧.୭ ପ୍ରତିଶତ ବୃଦ୍ଧି ପାଇଛି । ଏହି ବୃଦ୍ଧି ରେଳ ନେଟୱାର୍କର ଦକ୍ଷ ପରିଚାଳନାକୁ ଦର୍ଶାଉଛି । କୃଷି […]

Continue reading
ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍, 2025 ଉପସ୍ଥାପନ କଲେ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍, 2025 ଉପସ୍ଥାପନ କଲେ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଆଜି ଲୋକସଭାରେ ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍, 2025 ଆଗତ କରିଛନ୍ତି। ଏହି ବିଲ୍‌ର ଉଦ୍ଦେଶ୍ୟ ହେଉଛି ପ୍ରଭାବଶାଳୀ ସମନ୍ୱୟ ଏବଂ ମାନଦଣ୍ଡ ନିର୍ଦ୍ଧାରଣ ମାଧ୍ୟମରେ ଭାରତର ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡ଼ିକୁ ଉତ୍କର୍ଷତା ହାସଲ କରିବାକୁ ସଶକ୍ତ କରିବା। ଜାତୀୟ ଶିକ୍ଷା ନୀତି 2020ରେ ଦେଶର ଉଚ୍ଚ ଶିକ୍ଷା ନିୟାମକ ବ୍ୟବସ୍ଥାରେ ମୌଳିକ ପରିବର୍ତ୍ତନ ଲାଗି ବ୍ୟବସ୍ଥା ରହିଛି। ଏନଇପିର ଅଧ୍ୟକ୍ଷ ଡକ୍ଟର କେ କସ୍ତୁରୀରଙ୍ଗନଙ୍କ ନେତୃତ୍ୱରେ ପ୍ରସ୍ତୁତ ହୋଇଥିବା […]

Continue reading
ଧର୍ମଶାଳା ରାଜନୈତିକ ସଂଘର୍ଷ: ଶାସକ-ବିରୋଧୀ ମୁହାଁମୁହିଁ, ଆଇନ ମନ୍ତ୍ରୀ ଓ ନବୀନଙ୍କ ପ୍ରତିକ୍ରିୟା

ଧର୍ମଶାଳା ରାଜନୈତିକ ସଂଘର୍ଷ: ଶାସକ-ବିରୋଧୀ ମୁହାଁମୁହିଁ, ଆଇନ ମନ୍ତ୍ରୀ ଓ ନବୀନଙ୍କ ପ୍ରତିକ୍ରିୟା

ଧର୍ମଶାଳା: ଯାଜପୁର ଜିଲ୍ଲାର ଧର୍ମଶାଳା ବିଧାନସଭା କ୍ଷେତ୍ରରେ ରବିବାର ଦିନ ଘଟିଥିବା ରାଜନୈତିକ ହିଂସାକାଣ୍ଡକୁ ନେଇ ସାରା ରାଜ୍ୟରେ ଉତ୍ତେଜନା ସୃଷ୍ଟି ହୋଇଛି। ଶାସକ ବିଜେପି ଓ ବିରୋଧୀ ବିଜେଡି ପରସ୍ପର ଉପରେ କାଦୁଅ ଫିଙ୍ଗି ରାଜନୈତିକ ବାତାବରଣକୁ ସରଗରମ କରିଛନ୍ତି। ବିଜେଡିର ବିକ୍ଷୋଭ, ବିଧାୟକଙ୍କ ଗିରଫ ଦାବି ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ନେତୃତ୍ୱରେ ବିଜେଡି କର୍ମୀମାନେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଗିରଫ ଦାବି କରି ଡିଜି କ୍ୟାମ୍ପ ଅଫିସ ସମ୍ମୁଖରେ ବିକ୍ଷୋଭ […]

Continue reading
ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (BJP)ର ନବନିଯୁକ୍ତ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଶ୍ରୀ ନୀତିନ ନବୀନଙ୍କୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭେଟି ଶୁଭେଚ୍ଛା ଜଣାଇଛନ୍ତି। ନୀତିନ ନବୀନ ନୂଆକରି ଦାୟିତ୍ୱ ଗ୍ରହଣ କରିବା ପରେ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ସାକ୍ଷାତ କରିଥିଲେ ଏବଂ ତାଙ୍କୁ ଫୁଲତୋଡ଼ା ଦେଇ ଅଭିନନ୍ଦନ ଜଣାଇଥିଲେ। ଦଳର ଏହି ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ଦାୟିତ୍ୱ ପାଇଁ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ଦିନରେ ନୂତନ କାର୍ଯ୍ୟକାରୀ […]

Continue reading

ଅଷ୍ଟ୍ରେଲିଆରେ ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀଙ୍କ ନିନ୍ଦା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟ୍ରେଲିଆର ବୋଣ୍ଡି ବିଚ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣର କଡା ନିନ୍ଦା କରିଛନ୍ତି । ଏହି ଆକ୍ରମଣରେ ଯିହୂଦୀ ପର୍ବ ହନୁକ୍କାର ପ୍ରଥମ ଦିନ ପାଳନ କରୁଥିବା ଲୋକମାନଙ୍କୁ ଟାର୍ଗେଟ କରାଯାଇଥିଲା । ଏହି ଦୁଃଖଦ ଘଟଣା ପାଇଁ ଗଭୀର ଶୋକ ପ୍ରକାଶ କରି ଶ୍ରୀ ମୋଦୀ ଭାରତର ଜନସାଧାରଣଙ୍କ ପକ୍ଷରୁ ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେହି ପରିବାରବର୍ଗଙ୍କ ପ୍ରତି ସମବେଦନା ବ୍ୟକ୍ତ କରିଛନ୍ତି । ସେ ଦୃଢ଼ୋକ୍ତି […]

Continue reading