ଭଗବାନ ବୁଦ୍ଧଙ୍କ ପିପ୍ରାହାୱା ପବିତ୍ର ଅବଶେଷର ଭବ୍ୟ ଅନ୍ତର୍ଜାତୀୟ ପ୍ରଦର୍ଶନୀ

 ଭଗବାନ ବୁଦ୍ଧଙ୍କ ପିପ୍ରାହାୱା ପବିତ୍ର ଅବଶେଷର ଭବ୍ୟ ଅନ୍ତର୍ଜାତୀୟ ପ୍ରଦର୍ଶନୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ରାଇ ପିଥୋରା ସାଂସ୍କୃତିକ କମ୍ପ୍ଲେକ୍ସରେ ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷର ଏକ ମହାନ ଅନ୍ତର୍ଜାତୀୟ ପ୍ରଦର୍ଶନୀ, “ଦି ଲାଇଟ୍ ଆଣ୍ଡ୍ ଦି ଲୋଟସ: ରିଲିକ୍ସ ଅଫ୍ ଦି ଆଓ୍ବେକେନଡ୍ ୱାନ୍”କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏକ ଶହ ପଚିଶ ବର୍ଷର ଅପେକ୍ଷା ପରେ ଭାରତର ଏହି ମହାନ ଐତିହ୍ୟ ଫେରି ଆସିଛି । ଆଜିଠାରୁ ଭାରତର ଲୋକମାନେ […]

Continue reading
ଜାତୀୟ ପକ୍ଷୀ ଦିବସ

ଜାତୀୟ ପକ୍ଷୀ ଦିବସ

ପ୍ରତି ବର୍ଷ ଜାନୁଆରୀ ୫ତାରିଖରେ ଜାତୀୟ ପକ୍ଷୀ ଦିବସ ପ୍ରାୟତଃ ସମଗ୍ର ବିଶ୍ଵରେ ପାଳିତ ହୋଇଆସୁଛି । ବିଶେଷ କରି ଆମ ଓଡ଼ିଶା ପରିପ୍ରେକ୍ଷୀରେ ଏହି ଦିବସ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ।  ମରାଳ ମାଳିନୀ ନୀଳାମ୍ବୁ ଚିଲିକା ସମେତ ଅଂଶୁପା ଆଦି ବିଭିନ୍ନ କ୍ଷେତ୍ରର ସ୍ଥିତି କୁ ଉପଜିବ୍ୟ କରି ଏହା ଆମର ନିର୍ଦ୍ଦିଷ୍ଟ ମତ । ଏହା ନିର୍ବିବାଦୀୟ ସତ୍ୟ ଯେ ପକ୍ଷୀ ସ୍ଥାନାନ୍ତରଣ ଏକ ପ୍ରାକୃତିକ ଚମତ୍କାର । ସ୍ଥାନାନ୍ତରିତ ପକ୍ଷୀମାନେ ସେମାନଙ୍କର ଛୁଆମାନଙ୍କୁ ଖାଇବାକୁ, […]

Continue reading
ଓଡ଼ିଆ ଭାଷାର ଅନନ୍ୟ ପରିଚିତି ‘ବୋଉ’: ଭୁବନେଶ୍ୱରରେ ୧୧ଶ ରାଜ୍ୟସ୍ତରୀୟ ବୋଉ ଦିବସ ପାଳିତ

ଓଡ଼ିଆ ଭାଷାର ଅନନ୍ୟ ପରିଚିତି ‘ବୋଉ’: ଭୁବନେଶ୍ୱରରେ ୧୧ଶ ରାଜ୍ୟସ୍ତରୀୟ ବୋଉ ଦିବସ ପାଳିତ

​ଭୁବନେଶ୍ୱର: ଓଡ଼ିଆ ଭାଷା ଓ ସଂସ୍କୃତିରେ ‘ବୋଉ’ ଶବ୍ଦର ମହତ୍ତ୍ୱ ଏବଂ ମାତୃତ୍ୱର ଗୌରବକୁ ସମ୍ମାନ ଜଣାଇ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ୧୧ଶ ରାଜ୍ୟସ୍ତରୀୟ ‘ବୋଉ ଦିବସ’ ଅତ୍ୟନ୍ତ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ବୋଉ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମାଜର ବିଭିନ୍ନ କ୍ଷେତ୍ରର ବିଶିଷ୍ଟ ବ୍ୟକ୍ତିତ୍ୱମାନେ ଯୋଗ ଦେଇଥିଲେ।​ବୋଉ ମଣିଷ-୨୦୨୨ ସମ୍ମାନ​ଏହି ଅବସରରେ ଅଧ୍ୟାପକ ବିଶ୍ୱରଞ୍ଜନଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉତ୍ସବରେ ବିଶିଷ୍ଟ ସାହିତ୍ୟିକ ଶ୍ରୀ ଦେବଦାସ ଛୋଟରାୟ ଏବଂ ଡାକ୍ତର ସେବା ମହାପାତ୍ରଙ୍କୁ […]

Continue reading
ଦାସତ୍ୱ ମାନସିକତା ଛାଡ଼ି ସ୍ୱାଭିମାନର ସହ ଆଗକୁ ବଢୁଛି ଭାରତ – ଧର୍ମେନ୍ଦ୍ର ପ୍ରଧାନ

ଦାସତ୍ୱ ମାନସିକତା ଛାଡ଼ି ସ୍ୱାଭିମାନର ସହ ଆଗକୁ ବଢୁଛି ଭାରତ – ଧର୍ମେନ୍ଦ୍ର ପ୍ରଧାନ

ମାକାଉଲେ’ ମାନସିକତାରୁ ବାହାରି ନିଜର ସଂସ୍କୃତି ଓ ସ୍ୱାଭିମାନକୁ ଆଗେଇ ନେବାରେ ଆମେ ଅଗ୍ରସର ବୋଲି ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ନାଗପୁର ଗସ୍ତ ଅବସରରେ ବିଭିନ୍ନ ସାମାଜିକ, ଆଧ୍ୟାତ୍ମିକ ଏବଂ ଶିକ୍ଷାନୁଷ୍ଠାନ ପରିଦର୍ଶନ କରିବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ କହିଛନ୍ତି । ଶ୍ରୀ ପ୍ରଧାନ ଏହି ଗସ୍ତକାଳରେ ଭୋନ୍ସଲା ମିଲିଟ୍ରି ସ୍କୁଲର ୨୭ତମ ବାର୍ଷିକୋତ୍ସବରେ ଯୋଗଦେଇ ମାନବସେବା ଓ ରାଷ୍ଟ୍ରନିର୍ମାଣର ସଂକଳ୍ପକୁ ଦୋହରାଇଥିଲେ । ସେ କହିଥିଲେ, ଦେଶକୁ […]

Continue reading