ଓବିସି ଏବଂ ବୁଣାକାର ସମ୍ପ୍ରଦାୟର ସଶକ୍ତିକରଣ ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଆଜି ବେଙ୍ଗାଲୁରୁ ଠାରେ ଦେବାଙ୍ଗ ସଂଘର ଶତବାର୍ଷିକୀ ସମାରୋହ ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଯେ, ଦେବାଙ୍ଗ ସମ୍ପ୍ରଦାୟ ଭାରତର ବୟନ ଶିଳ୍ପର ସଂରକ୍ଷକ । ଦେବାଙ୍ଗ ମହର୍ଷିଙ୍କ ପବିତ୍ର ପରମ୍ପରାକୁ ପାଥେୟ କରି ଏହି ସମ୍ପ୍ରଦାୟ ଶତାବ୍ଦୀ ଶତାବ୍ଦୀ ଧରି ଦେଶର ଅର୍ଥନୀତି ଓ ସଂସ୍କୃତିକୁ […]
Continue readingDaily Archives: January 5, 2026
“ନୃତ୍ୟ ମହ୍ଲାର” ପକ୍ଷରୁ ଏହାର ବାର୍ଷିକୋତ୍ସବ ଅବସରରେ ଅନୁଷ୍ଠିତ ହୋଇଯାଇଛି ୨ୟ ରାଜ୍ୟସ୍ତରୀୟ ‘ଶୃଙ୍ଗାର ମହୋତ୍ସବ’।
ରାଜ୍ୟର ଅନ୍ୟତମ ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ରାଉରକେଲାର “ନୃତ୍ୟ ମହ୍ଲାର” ପକ୍ଷରୁ ଏହାର ବାର୍ଷିକୋତ୍ସବ ଅବସରରେ ଅନୁଷ୍ଠିତ ହୋଇଯାଇଛି ୨ୟ ରାଜ୍ୟସ୍ତରୀୟ ‘ଶୃଙ୍ଗାର ମହୋତ୍ସବ’।ଏହି ଏକଦିନିଆ ସାଂସ୍କୃତିକ ମହୋତ୍ସବରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଆସିଥିବା କଳାକାର, ଅତିଥି ଓ କଳାପ୍ରେମୀ ଦର୍ଶକମାନଙ୍କ ସମେତ ପ୍ରାୟ ୧୫୦୦ରୁ ଉର୍ଦ୍ଧ ଲୋକଙ୍କ ଉପସ୍ଥିତି ସିଭିକ ସେଣ୍ଟର୍ ରେ ଦେଖିବାକୁ ମିଳିଥିଲା। ନୃତ୍ୟ ମହ୍ଲାରର ଅଧ୍ୟକ୍ଷା, ପ୍ରସିଦ୍ଧ ଓଡ଼ିଶୀ ନୃତ୍ୟଶିଳ୍ପୀ, ଗବେଷକ ଓ ସ୍ୱର୍ଣ୍ଣ ପଦକ ପ୍ରାପ୍ତା ସୁଶ୍ରୀ […]
Continue reading

