ରାଉରକେଲା ନିକଟରେ ଇଣ୍ଡିଆୱାନ୍ ଏୟାର ବିମାନ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ ଓ କ୍ରିଉ ମେମ୍ବର

ରାଉରକେଲା ନିକଟରେ ଇଣ୍ଡିଆୱାନ୍ ଏୟାର ବିମାନ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ ଓ କ୍ରିଉ ମେମ୍ବର

ରାଉରକେଲା ବିମାନ ଦୁର୍ଘଟଣାରେ ଆହତ ହୋଇଥିବା ସୁନୀଲ ଅଗ୍ରୱାଲ ଓ ସୁନୀତା ଅଗ୍ରୱାଲ ଏୟାରଲିଫ୍ଟ ହେବେ । ମୁମ୍ବାଇର ଏକ ଘରୋଇ ହସ୍ପିଟାଲକୁ ଅଧିକ ଚିକିତ୍ସା ପାଇଁ ଦୁହେଁ ଏୟାରଲିଫ୍ଟ ହେବା ନେଇ ସୂଚନା ରହିଛି । ସୂଚନାଅନୁସାରେ ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ଇଣ୍ଡିଆୱାନ୍ ଏୟାର ର ଏକ ୯-ସିଟର ବିମାନ ଶନିବାର ଦିନ ରାଉରକେଲା ବିମାନବନ୍ଦରରୁ ପ୍ରାୟ ୧୫–୨୦ କିଲୋମିଟର ଦୂର ଜଲଦା ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବୈଷୟିକ ତ୍ରୁଟି ଯୋଗୁଁ ଉଡାଣ ସମୟରେ […]

Continue reading