ଦ୍ୱିତୀୟ ଦିନିକିଆ ବଦଳିବ ଟିମ ଇଣ୍ଡିଆର ରୂପ , ଡେବ୍ୟୁ କରିବେ ଆୟୁଷ

ଦ୍ୱିତୀୟ ଦିନିକିଆ ବଦଳିବ ଟିମ ଇଣ୍ଡିଆର ରୂପ , ଡେବ୍ୟୁ କରିବେ ଆୟୁଷ

ରାଜକୋଟରେ ବୁଧବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସିରିଜର ଦ୍ୱିତୀୟ ଦିନିକିଆ ଖେଳାଯିବ । ଭାରତ ୩ଟି ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଆଗୁଆ ରହିଛି । ଦଳ ଦ୍ୱିତୀୟ ଦିନିକିଆ ଜିତି ସିରିଜ୍ ଉପରେ ଆଗୁଆ କବଜା କରିବାକୁ ଲକ୍ଷ୍ୟ ରଖିବ । ନ୍ୟୁଜିଲାଣ୍ଡ ଦଳ ଦ୍ୱିତୀୟ ମ୍ୟାଚ୍ ଜିତି ସିରିଜକୁ ଫେରିବାକୁ ପ୍ରୟାସ କରିବ । ଏଥିପାଇଁ ଭାରତୀୟ ଟିମ ମଜବୁତ ପ୍ଲେଇଂ ଇଲେଭେନ ସହିତ ମଇଦାନକୁ ଓହ୍ଲାଇବ । ଦ୍ୱିତୀୟ ଦିନିକିଆ ପୂର୍ବରୁ […]

Continue reading
ବିଧାୟକଙ୍କସହ ନିର୍ବାଚନ ମଣ୍ଡଳୀର ବିକାଶ ଓ ସଂଗଠନ ସମ୍ପର୍କରେ ଆଲୋଚନା କଲେ ନବୀନ

ବିଧାୟକଙ୍କସହ ନିର୍ବାଚନ ମଣ୍ଡଳୀର ବିକାଶ ଓ ସଂଗଠନ ସମ୍ପର୍କରେ ଆଲୋଚନା କଲେ ନବୀନ

ନବୀନ ନିବାସରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ୧୦ ଜଣ ବିଧାୟକଙ୍କ ସହ ସେମାନଙ୍କ ନିର୍ବାଚନ ମଣ୍ଡଳୀର ବିକାଶ ଓ ସଂଗଠନ ସମ୍ପର୍କରେ ଆଲୋଚନା କରିଛନ୍ତି। ତୃଣମୂଳସ୍ତରରେ ଦଳର ସଂଗଠନକୁ ମଜବୁତ କରିବା ସହ ଲୋକଙ୍କ ସହ ସିଧା ସଳଖ ସମ୍ପର୍କ ରଖିବା ପାଇଁ ପରାମର୍ଶ ଦେଇଛନ୍ତି। ବିଧାୟକମାନଙ୍କ ନିର୍ବାଚନ ମଣ୍ଡଳୀର ବିକାଶ କାମ ବିଷୟରେ ପଚାରି ବୁଝିବା ସହ ଲୋକଙ୍କ ସୁବିଧା ଅସୁବିଧାକୁ ଗୁରୁତ୍ଵ ଦେବା ପାଇଁ ଶ୍ରୀ ପଟ୍ଟନାୟକ କହିଥିଲେ। […]

Continue reading
‘ଅପରେସନ ସିନ୍ଦୂର’କୁ ନେଇ ଚମକାଇଲା ଭଳି ଖୁଲାସା କଲେ ସେନା ମୁଖ୍ୟ

‘ଅପରେସନ ସିନ୍ଦୂର’କୁ ନେଇ ଚମକାଇଲା ଭଳି ଖୁଲାସା କଲେ ସେନା ମୁଖ୍ୟ

‘ଅପରେସନ ସିନ୍ଦୂର’କୁ ନେଇ ଚମକାଇଲା ଭଳି ଖୁଲାସା କରିଛନ୍ତି ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ। ଭାରତର ମାତ୍ର ୨୨ ମିନିଟର ଭୟଙ୍କର ଆକ୍ରମଣରେ ପାକିସ୍ତାନର ନିଷ୍ପତ୍ତି ନେବା କ୍ଷମତା ଦୋହଲି ଯାଇଥିଲା। ମଙ୍ଗଳବାର ସେନାର ବାର୍ଷିକ ଖବରଦାତା ସମ୍ମିଳନୀରେ ଦ୍ୱିବେଦୀ କହିଛନ୍ତି, ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ବିରୋଧରେ ଭାରତର ‘ଅପରେସନ ସିନ୍ଦୂର’ ଏକ ବଡ଼ ସଫଳତା ଥିଲା। ଏହି ଅପରେସନର ଦୁଇଟି ମୁଖ୍ୟ ‘ଟର୍ଣ୍ଣିଂ ପଏଣ୍ଟ’ ବା ନିର୍ଣ୍ଣାୟକ ମୋଡ଼ ବିଷୟରେ ସେ ଉଲ୍ଲେଖ କରିଥିଲେ। ଦ୍ୱିବେଦୀଙ୍କ […]

Continue reading
ଦିନକ ପରେ ପୁଣି ଲେଉଟିଛି ଶୀତ

ଦିନକ ପରେ ପୁଣି ଲେଉଟିଛି ଶୀତ

ଦିନକ ପରେ ପୁଣି ଲେଉଟିଛି ଶୀତ। ରାଜ୍ୟର ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଥିବାବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି ନିମ୍ନଗାମୀ ହେବ। ଫଳରେ ଶୀତ ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। କେନ୍ଦ୍ରର ସୂଚନାନୁସାରେ, ଆଗାମୀ ୩ଦିନ ସାରା ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୂତ ହେବା ନେଇ ବିଭିନ୍ନ ଜିଲାକୁ ସତର୍କ କରାଯାଇଛି। ମଙ୍ଗଳବାର ଓ ବୁଧବାର ଝାରସୁଗୁଡା, ଅନୁଗୋଳ ଏବଂ ବୌଦ୍ଧ ଜିଲାକୁ […]

Continue reading