ନବୀନ ନିବାସ ଆଗରେ ଭିଡ଼ ଲଗାଇଛନ୍ତି ବିଜେଡିରୁ ନିଲମ୍ବିତ ହୋଇଥିବା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ

ନବୀନ ନିବାସ ଆଗରେ ଭିଡ଼ ଲଗାଇଛନ୍ତି ବିଜେଡିରୁ ନିଲମ୍ବିତ ହୋଇଥିବା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ

ନବୀନ ନିବାସ ଆଗରେ ଭିଡ଼ ଲଗାଇଛନ୍ତି ବିଜେଡିରୁ ନିଲମ୍ବିତ ହୋଇଥିବା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ । କାହିଁକି ଅରବିନ୍ଦଙ୍କୁ ଦଳରୁ ନିଲମ୍ବିତ କରାଗଲା ତାହାକୁ ନେଇ ଜବାବ ଜାଣିବାକୁ ଆସିଛନ୍ତି ସମର୍ଥକ । ପାଟକୁରାକୁ ନ୍ୟାୟ ଦିଅ ବୋଲି ସମର୍ଥକ ମାନେ କହିଛନ୍ତି । ଅରବିନ୍ଦଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର କରିବାକୁ ଦାବି କରିଛନ୍ତି ସମର୍ଥକ । ବିରାଟ ପଟୁଆରରେ ପାଟକୁରାରୁ ଶହ ଶହ ସମର୍ଥକ ଆସି ଭିଡ ଲଗାଇଛନ୍ତି । ନବୀନଙ୍କୁ ଭେଟିବାକୁ ଆସିଛନ୍ତି । ବ୍ୟାପକ ସମର୍ଥକମାନେ ଭିଡ଼ ଲାଗିଥିବାରୁ ନବୀନ ନିବାସ ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

Posted in ରାଜନୀତି and tagged , .