ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର ଶୁଭାରମ୍ଭ । ଗଞ୍ଜାମର ମା’ ତାରାତାରିଣୀ ପୀଠରୁ ଏହି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଶତାଧିକ ନବଦମ୍ପତ୍ତିଙ୍କ ବିବାହର ଆୟୋଜନ କରାଯାଇଛି । ପ୍ରତ୍ୟେକ ବିବାହ ପାଇଁ ସରକାର ବ୍ୟୟ କରିବେ ୬୦ ହଜାର ଟଙ୍କା ।ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ହିସାବରେ ନୁହେଁ, ମୁଁ ଜଣେ ପିତା ଏବଂ ଭାଇ ହିସାବରେ ଏଠାରେ ଉପସ୍ଥିତ ରହି ବିବାହ […]

Continue reading
ପୁରୀ ଲୋକ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ ଲୋକ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ ଲୋକ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତାଳବଣିଆ ହେଲିପ୍ୟାଡ ଠାରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ । ତାଳବଣିଆ ହେଲିପ୍ୟାଡ ଠାରୁ ସିଧାସଳଖ ଲୋକ ଭବନ ଅଭିମୁଖେ ଗଲେ ରାଷ୍ଟ୍ରପତି । ଲୋକ ଭବନରେ ଆଜି ରାତ୍ରିଯାପନ କରିବେ ରାଷ୍ଟ୍ରପତି । ଆସନ୍ତାକାଲି ଶ୍ବେତଗଙ୍ଗା ପୁଷ୍କରିଣୀରେ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ରହିଛି ।‌ ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହିତ ପୂଜାର୍ଚ୍ଚନା କରିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କଡ଼ା […]

Continue reading
ବାଲେଶ୍ୱର ସ୍ଥିତ ଫକୀର ମୋହନ ବିଶ୍ୱବିଦ୍ୟାଳୟର ୧୨ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ବାଲେଶ୍ୱର ସ୍ଥିତ ଫକୀର ମୋହନ ବିଶ୍ୱବିଦ୍ୟାଳୟର ୧୨ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ବାଲେଶ୍ୱର ସ୍ଥିତ ଫକୀର ମୋହନ ବିଶ୍ୱବିଦ୍ୟାଳୟର ୧୨ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି ।  ପ୍ରଥମେ ମୁଖ୍ୟ ଫାଟକ ସମ୍ମୁଖରେ ଥିବା ବ୍ୟାସ କବି ଫକୀର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ମାଲ୍ୟାର୍ପଣ ପ୍ରଦାନ କରିଥିଲେ । ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ସମାବର୍ତ୍ତନ ଉତ୍ସବରେ ୩ ଜଣଙ୍କୁ ସମ୍ମାନ ଜନକ ଡି.ଲେଟ ଡିଗ୍ରୀ ପ୍ରଦାନ ସହିତ ୧୦୧ ଜଣଙ୍କୁ ସ୍ଵର୍ଣ୍ଣ ପଦକ ପ୍ରଦାନ କରିଥିଲେ […]

Continue reading