ଆଗାମୀ ନିର୍ବାଚନ ଲଢ଼ିବାକୁ ମୋର ଇଚ୍ଛା ନାହିଁ : ପରିବହନ ଓ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା

ଆଗାମୀ ନିର୍ବାଚନ ଲଢ଼ିବାକୁ ମୋର ଇଚ୍ଛା ନାହିଁ : ପରିବହନ ଓ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା

ଆଗାମୀ ନିର୍ବାଚନ ଲଢ଼ିବାକୁ ମୋର ଇଚ୍ଛା ନାହିଁ । ଏମିତି କିଛି ପ୍ରତିକ୍ରିୟା ରଖିଛନ୍ତି ପରିବହନ ଓ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି, ବୟସର କଥା ନୁହଁ ମୁଁ ରାଜନୀତି ଛାଡ଼ିବି ନାହିଁ । ରାଜନୀତି କରିବି, କାରଣ ଲୋକଙ୍କ ସେବା କରିବା ପାଇଁ ରାଜନୀତି ଏକ ପ୍ରକୃଷ୍ଟ ମଞ୍ଚ । ମୁଁ ଗୋଟେ ଭଲ ରାଜନୈତିକ ଦଳରେ ଅଛି, ଯାହା ବିଶ୍ୱର ସର୍ବବୃହତ ରାଜନୈତିକ ଦଳ । ଭାରତୀୟ ଜନତା ପାର୍ଟି […]

Continue reading
ଆଜିଠୁ ଆରମ୍ଭ  ଟି-୨୦ ବିଶ୍ଵକପ୍ ମହାସମର : ଟସ୍ ଜିତି ଆମେରିକାର ବୋଲିଂ ନିଷ୍ପତ୍ତି

ଆଜିଠୁ ଆରମ୍ଭ ଟି-୨୦ ବିଶ୍ଵକପ୍ ମହାସମର : ଟସ୍ ଜିତି ଆମେରିକାର ବୋଲିଂ ନିଷ୍ପତ୍ତି

ଆଜିଠୁ ଆରମ୍ଭ ହୋଇ ଯାଇଛି ଟି-୨୦ ବିଶ୍ଵକପ୍ ମହାସମର। ପାକିସ୍ତାନ ଓ ନେଦରଲାଣ୍ଡ ମଧ୍ୟରେ ଉଦଘାଟନୀ ମ୍ୟାଚ୍ ଖେଳା ଯାଇଥିବା ବେଳେ ଓ୍ଵେଷ୍ଟଇଣ୍ଡିଜ ଓ ସ୍କଟଲାଣ୍ଡ ମଧ୍ୟରେ ହୋଇଛି ଦ୍ଵିତୀୟ ମୁକାବିଲା। ଆଉ ତୃତୀୟ ମୁକାବିଲାରେ ମୁହାଁମୁହିଁ ହେଉଛନ୍ତି ଡିଫେଣ୍ଡିଂ ଚାମ୍ପିଅନ ଭାରତ ଓ ଆମେରିକା। ଏହି ମ୍ୟାଚ୍ ଜିତି ଭାରତ ବିଜୟରୁ ନିଜର ଅଭିଯାନ ଆରମ୍ଭ କରିବା ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ। ଅନ୍ୟପଟେ ଆମେରିକା ବିଶ୍ଵ କ୍ରିକେଟରେ ନିଜର ସ୍ଵତନ୍ତ୍ର ଛାପ ଛାଡ଼ିବାକୁ ଉଦ୍ୟମ […]

Continue reading
ବଜେଟ୍ ଓଡ଼ିଶା ପାଇଁ ବିକାଶର ନୂତନ ଦ୍ୱାର ଖୋଲିବ – ଧର୍ମେନ୍ଦ୍ର ପ୍ରଧାନ

ବଜେଟ୍ ଓଡ଼ିଶା ପାଇଁ ବିକାଶର ନୂତନ ଦ୍ୱାର ଖୋଲିବ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର ଠାରେ ଶନିବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭କୁ ‘ବିକଶିତ ଭାରତ’ ଗଠନର ଏକ ବଳିଷ୍ଠ ଆଧାର ବୋଲି ଅଭିହିତ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ସବକା ସାଥ୍, ସବକା ବିକାଶ’ ମନ୍ତ୍ରରେ ଅନୁପ୍ରାଣିତ ଏହି ବଜେଟ୍, ସମାଜର ସବୁ ବର୍ଗର ଆକାଂକ୍ଷା ପୂରଣ କରିବା ସହ ଶିକ୍ଷା, କୃଷି ଓ ପର୍ଯ୍ୟଟନ ପରି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଓଡ଼ିଶା ପାଇଁ ବିକାଶର […]

Continue reading
ପୁରୀରେ ‘ଭାରତୀୟ ମଜଦୁର ସଂଘ’ର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

ପୁରୀରେ ‘ଭାରତୀୟ ମଜଦୁର ସଂଘ’ର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

ଶ୍ରମିକ କଲ୍ୟାଣ ଏକ ‘ବୈଚାରିକ ଆନ୍ଦୋଳନ’ – ଧର୍ମେନ୍ଦ୍ର ପ୍ରଧାନ ଶ୍ରମିକ କଲ୍ୟାଣ କେବଳ ଏକ ସାଂଗଠନିକ କାର୍ଯ୍ୟ ନୁହେଁ, ବରଂ ଏହା ଏକ ଦାୟିତ୍ୱବାନ ବୈଚାରିକ ଆନ୍ଦୋଳନ ଯାହା ରାଷ୍ଟ୍ର ନିର୍ମାଣର ମୂଳଦୁଆ ସଦୃଶ । ଶନିବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାବନ ଧାମ ପୁରୀ ଠାରେ ଆୟୋଜିତ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ତ୍ରୈବାର୍ଷିକ ଅଧିବେଶନରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରମିକମାନଙ୍କୁ ଦେଶ ଗଠନର […]

Continue reading