ଭାରତୀୟ ବାୟୁସେନା ପାଇଁ ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ

ଭାରତୀୟ ବାୟୁସେନା ପାଇଁ ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ

ଭାରତ ଏହାର ସୁରକ୍ଷା ଏବଂ ବାୟୁସେନାକୁ ମଜବୁତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। ଭାରତୀୟ ବାୟୁସେନା ପାଇଁ ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ ହୋଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ବାୟୁସେନା ଏହି ପ୍ରସ୍ତାବ ଉପରେ ନିରନ୍ତର ଆଲୋଚନା କରୁଛନ୍ତି। ରିପୋର୍ଟ ଅନୁଯାୟୀ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ଭାରତ ଗସ୍ତ ପୂର୍ବରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ପ୍ରତିରକ୍ଷା ଅଧିଗ୍ରହଣ ପରିଷଦର ଏକ ବୈଠକ ଅନୁଷ୍ଠିତ […]

Continue reading
ମାଲେସିଆର କୁଆଲାଲମ୍ପୁରରୁ ଦୁଇ ଦିନିଆ ଗସ୍ତ ସାରି ଦିଲ୍ଲୀରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ମାଲେସିଆର କୁଆଲାଲମ୍ପୁରରୁ ଦୁଇ ଦିନିଆ ଗସ୍ତ ସାରି ଦିଲ୍ଲୀରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାଲେସିଆର କୁଆଲାଲମ୍ପୁରରୁ ତାଙ୍କର ଦୁଇ ଦିନିଆ ଗସ୍ତ ସାରି ଦିଲ୍ଲୀରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦୁଇ ଦିନିଆ ମାଲେସିଆ ଗସ୍ତ ସାରି ସ୍ୱଦେଶ ଫେରିଛନ୍ତି । ଏହି ଗସ୍ତ ସମୟରେ ସେ ପ୍ରତିରକ୍ଷା ଏବଂ ସୁରକ୍ଷା ସମ୍ପର୍କ ବୃଦ୍ଧି ଉପରେ ଧ୍ୟାନ ଦେଇ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ବ୍ୟାପକ ଆଲୋଚନା କରିଛନ୍ତି । ଏହି ଗସ୍ତ ଗୁରୁତ୍ୱପୂର୍ଣ୍ଣ ଫଳାଫଳ ଆଣିଛି,ଯାହା ଭାରତ-ମାଲେସିଆ ସମ୍ପର୍କକୁ ଶକ୍ତିଶାଳୀ ପ୍ରଦାନ […]

Continue reading
ଶିକ୍ଷା ହିଁ ସମାଜର ମୁକ୍ତିର ମାର୍ଗ – ଧର୍ମେନ୍ଦ୍ର ପ୍ରଧାନ

ଶିକ୍ଷା ହିଁ ସମାଜର ମୁକ୍ତିର ମାର୍ଗ – ଧର୍ମେନ୍ଦ୍ର ପ୍ରଧାନ

ଶିକ୍ଷା ହିଁ ସମାଜର ମୁକ୍ତିର ମାର୍ଗ । ସ୍ୱାଧୀନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ଭଳି ଜନନାୟକମାନେ ବିଶ୍ୱାସ କରୁଥିଲେ ଯେ କେବଳ ପାଠ ପଢ଼ିବା ଶିକ୍ଷା ନୁହେଁ, ବରଂ ଶିକ୍ଷା ହେଉଛି ଅନ୍ଧକାରରୁ ଆଲୋକକୁ ଯିବାର ଏକ ମାଧ୍ୟମ । ଏହି ବିଚାରରେ ସେ କଣିହାଁ ଠାରେ ଏକ ଶିକ୍ଷାନୁଷ୍ଠାନ ସଦୃଶ ଏକ ମଞ୍ଜି ବୁଣିଥିଲେ, ଯାହା ଏବେ ପିଏମ୍ ଶ୍ରୀ ପବିତ୍ର ମୋହନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନାମରେ ନାମିତ ହୋଇ ବଟ୍ଟବୃକ୍ଷର […]

Continue reading
ଭୁବନେଶ୍ୱରରେ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ଉପରେ ଗଣମାଧ୍ୟମ ପ୍ରତିନିଧିଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱରରେ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ଉପରେ ଗଣମାଧ୍ୟମ ପ୍ରତିନିଧିଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ଆଲୋଚନା

ବଜେଟ୍ ଓଡ଼ିଶା ପାଇଁ ବିକାଶର ନୂତନ ଦ୍ୱାର ଖୋଲିବ – ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ଠାରେ ଶନିବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭କୁ ‘ବିକଶିତ ଭାରତ’ ଗଠନର ଏକ ବଳିଷ୍ଠ ଆଧାର ବୋଲି ଅଭିହିତ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ସବକା ସାଥ୍, ସବକା ବିକାଶ’ ମନ୍ତ୍ରରେ ଅନୁପ୍ରାଣିତ ଏହି ବଜେଟ୍, ସମାଜର ସବୁ ବର୍ଗର ଆକାଂକ୍ଷା ପୂରଣ କରିବା ସହ […]

Continue reading