ଟି20 ବିଶ୍ୱକପରେ ବଡ ବିପର୍ଯ୍ୟୟ । ଅଷ୍ଟ୍ରେଲିଆକୁ ଧୂଳି ଚଟାଇଲା ଜିମ୍ବାୱେ । ଲିଗ୍ ମୁକାବିଲାରେ ଜିମ୍ବାଓ୍ୱେ ବଡ ବିପର୍ଯ୍ୟୟ ଘଟାଇଛି । ଦଳ ଅଷ୍ଟ୍ରେଲିଆକୁ ଅଲଆଉଟ୍ କରି ବିଜୟ ହାସଲ କରିଛି । ଟସ୍ ଜିତିଥିଲା ଅଷ୍ଟ୍ରେଲିଆ । ଦଳ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରି ଜିମ୍ବାୱେ ୨୦ ଓଭରରେ ୨ ଓ୍ୱିକେଟ ହରାଇ ୧୬୯ ରନ୍ କରିଥିଲା । ବ୍ରାଏନ୍ ବେନେଟ୍ ଅପରାଜିତ ୬୪ ରନ୍ କରି […]
Continue readingDaily Archives: February 13, 2026
ସେବା ତୀର୍ଥର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ସେବା ତୀର୍ଥର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜିଠାରୁ ପ୍ରଧାନମନ୍ତ୍ରୀ ମୋଦି ନୂତନ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ, “ସେବା ତୀର୍ଥ”କୁ ସ୍ଥାନାନ୍ତରିତ ହେବେ। ଏହିପରି ଦେଶର ଶକ୍ତି କେନ୍ଦ୍ର ରୂପାନ୍ତରିତ ହେବ। ପ୍ରାୟ ୧:୩୦ ସମୟରେ ପ୍ରଧାନମନ୍ତ୍ରୀ ମୋଦି “ସେବା ତୀର୍ଥ” ବିଲ୍ଡିଂ ନାମ ଉନ୍ମୋଚନ କରିଛନ୍ତି। ଏହି ସମ୍ମିଶ୍ରଣରେ ବର୍ତ୍ତମାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (PMO), ଜାତୀୟ ସୁରକ୍ଷା ପରିଷଦ ସଚିବାଳୟ (NSCS) ଏବଂ କ୍ୟାବିନେଟ ସଚିବାଳୟ ରହିଛି। ୨୦୧୪ ମସିହାରୁ, ମୋଦି ସରକାର ଭାରତର ଔପନିବେଶିକ […]
Continue reading‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ନବରଙ୍ଗପୁର ଠାରେ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ନବରଙ୍ଗପୁର ସମେତ ଭଦ୍ରକ, ବାରିପଦା, ସମ୍ବଲପୁର, ଏବଂ ବ୍ରହ୍ମପୁର ଠାରୁ ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ ହୋଇଛି । ଆସନ୍ତା ୪ ବର୍ଷରେ ଏହି ଯୋଜନାରେ ମହାପ୍ରଭୁଙ୍କ ଦର୍ଶନ କରିବେ ୧ ଲକ୍ଷରୁ ଉର୍ଦ୍ଧ୍ୱ । ଚଳିତ ବର୍ଷ ୫ଟି ଜିଲ୍ଲାରୁ ପ୍ରାୟ ୫୦୦୦ ଶ୍ରଦ୍ଧାଳୁ ଏସ୍କଟ ଅଫିସରଙ୍କ ସହିତ ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଜଗତର ନାଥ, […]
Continue readingଶିକ୍ଷା ପକ୍ରିୟାକୁ ସହଜ କରିବ “ବୋଧନ ଏଆଇ” – ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, ଫେବୃୟାରୀ ୧୨- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ଠାରେ ଆୟୋଜିତ ‘ଭାରତ ବୋଧନ ଏଆଇ କନକ୍ଲେଭ’ରେ ଯୋଗଦେଇ ଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଭାରତର ସାମର୍ଥ୍ୟ ଉପରେ ଆଲୋକପାତ କରିଛନ୍ତି। ଭାରତକୁ ଏକ ‘ଏଆଇ ଲିଡର’ ଦେଶ ଭାବେ ଗଢିତୋଳିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ସଂକଳ୍ପକୁ ଦୋହରାଇ ସେ ଶିକ୍ଷା କ୍ଷେତ୍ରରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର ବ୍ୟାପକ ବ୍ୟବହାର ଉପରେ ଗୁରୁତ୍ୱାରୋପ କରିଛନ୍ତି। ଶ୍ରୀ ପ୍ରଧାନ କହିଛନ୍ତି ଯେ, ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଶିକ୍ଷା […]
Continue reading



