କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟର ସନ୍ତୁଳିତ ଆର୍ଥିକ ବିକାଶକୁ ତ୍ୱରାନ୍ୱିତ କରିବା ଦିଗରେ ଆଜି ସମ୍ବଲପୁର-ସୁନ୍ଦରଗଡ଼-ଝାରସୁଗୁଡ଼ା-ବରଗଡ଼ କ୍ଲଷ୍ଟର ଏବଂ ଅନୁଗୋଳ-ଢେଙ୍କାନାଳ କ୍ଲଷ୍ଟରକୁ ଦୁଇଟି ପୃଥକ ‘ସିଟି ଇକୋନୋମିକ ରିଜିୟନ’ ଭାବରେ ବିକଶିତ କରିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି । ଓଡ଼ିଶାର ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କ୍ଷେତ୍ର (ବିସିପିପିଇଆର) ମଡେଲରେ ଏହି ଇକୋନୋମିକ ରିଜିୟନ ଗଠନ ପାଇଁ ସେ ପ୍ରସ୍ତାବ ଦେଇଛନ୍ତି । ଶ୍ରୀ ପ୍ରଧାନ ନିଜ ପତ୍ରରେ ପ୍ରଥମତଃ […]
Continue readingDaily Archives: February 19, 2026
୩୧ଟି ନୂଆ ଜିଲ୍ଲା ଗଠନ ପାଇଁ ପ୍ରସ୍ତାବ ମାଗିଛନ୍ତି ରାଜ୍ୟ ସରକାର
ଦୀର୍ଘ ଦିନ ଧରି ନୂଆ ଜିଲ୍ଲା ଗଠନ ପାଇଁ ଦାବି ହୋଇଆସୁଛି । ଆଉ ଏଥିପାଇଁ ପାଦେ ଆଗକୁ ବଢ଼ିଛନ୍ତି ସରକାର । ୨୦୨୬-୨୭ ଆର୍ଥିକ ବର୍ଷରେ ନୂଆ ଜିଲ୍ଲା ଗଠନ ପାଇଁ ପ୍ରସ୍ତାବ ମାଗିଛନ୍ତି ରାଜ୍ୟ ସରକାର । ବର୍ତ୍ତମାନ ସୁଦ୍ଧା ୩୧ଟି ନୂଆ ଜିଲ୍ଲା ଗଠନ ପାଇଁ ଦାବିପତ୍ର ରାଜ୍ୟ ସରକାରଙ୍କୁ ହସ୍ତଗତ ହୋଇଛି । ଉପଯୁକ୍ତ ସମୟରେ ସରକାର ବିଚାର କରାଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ।ଜନଗଣନା ଓ ସୀମା ପୁନଃନିର୍ଦ୍ଧାରଣ […]
Continue readingଆଜି ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଥିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ମାତୃଭାଷା ପରୀକ୍ଷା ଦେଇଛନ୍ତି ୫ ଲକ୍ଷ ୪୬ ହଜାର ୫୮୨ ପରୀକ୍ଷାର୍ଥୀ
ପରୀକ୍ଷା କେନ୍ଦ୍ର ସାମ୍ନାରେ ଶୁଭ କଳସୀ ସ୍ଥାପନ କରାଯାଇଥିଲା। ପ୍ରତି ପରୀକ୍ଷାର୍ଥୀଙ୍କୁ ଫୁଲ ଚନ୍ଦନ ଦେଇ ସ୍ବାଗତ କରୁଥିଲେ ଶିକ୍ଷକ ଶିକ୍ଷୟତ୍ରୀ । ଛାତ୍ରଛାତ୍ରୀଙ୍କ ଜୀବନର ସବୁଠାରୁ ବଡ ପରୀକ୍ଷା ପାଇଁ ଥିଲା ଏତେ ସବୁ ଆୟୋଜନ । ଗୁରୁବାର ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଥିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା। ସକାଳ ସାଢେ ୮ ଟା ସୁଦ୍ଧା ପରୀକ୍ଷାର୍ଥୀ ମାନେ କେନ୍ଦ୍ର ମାନଙ୍କରେ ପହଞ୍ଚି ସାରିଥିଲେ । ଠିକ ୯ ଟାରେ ଆରମ୍ଭ ହେଲା ପରୀକ୍ଷା […]
Continue reading


