ଦିଲ୍ଲୀଠାରେ ଅନୁଷ୍ଠିତ “ଏଆଇ ସମିଟ୍‌”ରେ କଂଗ୍ରେସର ଅପମାନଜନକ ପ୍ରଦର୍ଶନ ପ୍ରତିବାଦରେ ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭ

ଦିଲ୍ଲୀଠାରେ ଅନୁଷ୍ଠିତ “ଏଆଇ ସମିଟ୍‌”ରେ କଂଗ୍ରେସର ଅପମାନଜନକ ପ୍ରଦର୍ଶନ ପ୍ରତିବାଦରେ ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭ

ରାହୁଲ ଗାନ୍ଧୀଙ୍କ ରାଜନୀତି ଅତି ନିଚ୍ଚସ୍ତରକୁ ଖସିଯାଇଛି । ବିଶ୍ୱର ସର୍ବବୃହତ ଏଆଇ ଇମ୍ପାକ୍ଟ ସମିଟ ଭାରତରେ କରାଯିବା ସବୁ ଭାରତୀୟ ପାଇଁ ଗର୍ବର ବିଷୟ । ମାତ୍ର ଏହି ସମ୍ମିଳନୀ ଚାଲିଥିବାବେଳେ ରାହୁଲ ଗାନ୍ଧୀଙ୍କ ଇଙ୍ଗିତରେ କଂଗ୍ରେସ କର୍ମୀମାନେ ରାଜନୈତିକ ପୋଷ୍ଟର ଧରି ଅଭଦ୍ରାମୀ ପ୍ରଦର୍ଶନ କରି ସମ୍ମିଳନୀକୁ କଳଙ୍କିତ କରିବାକୁ ଚେଷ୍ଟା କରିଛନ୍ତି । ଭାରତକୁ ଅପମାନିତ କରିବା ପାଇଁ ଯୋଜନାବଦ୍ଧ ଭାବେ ଷଡ଼ଯନ୍ତ୍ର କରିଛନ୍ତି । ଏହିଭଳି କାର୍ଯ୍ୟକରି କଂଗ୍ରେସ ଦଳ ଦିନକୁ […]

Continue reading
ବଜେଟରେ “ସମୃଦ୍ଧ ଓଡିଶା” ଗଠନ ପାଇଁ ବିଜେପିର ପ୍ରତିବଦ୍ଧତା ସ୍ପଷ୍ଟ ପ୍ରତିଫଳିତ ହେଉଛି : ମନମୋହନ ସାମଲ

ବଜେଟରେ “ସମୃଦ୍ଧ ଓଡିଶା” ଗଠନ ପାଇଁ ବିଜେପିର ପ୍ରତିବଦ୍ଧତା ସ୍ପଷ୍ଟ ପ୍ରତିଫଳିତ ହେଉଛି : ମନମୋହନ ସାମଲ

ସମୁଦାୟ ବଜେଟରେ “ସମୃଦ୍ଧ ଓଡିଶା, ବିକଶିତ ଓଡିଶା”କୁ ଗୁରୁତ୍ୱ ଦିଆଯାଇଛି । ବଜେଟରେ “ସମୃଦ୍ଧ ଓଡିଶା” ଗଠନ ପାଇଁ ବିଜେପିର ପ୍ରତିବଦ୍ଧତା ସ୍ପଷ୍ଟ ପ୍ରତିଫଳିତ ହେଉଛି । କୃଷି, ପର୍ଯ୍ୟଟନ, ଜଳସେଚନ ଓ ବନ୍ୟା ନିୟନ୍ତ୍ରଣ, ସ୍ୱାସ୍ଥ୍ୟ, ଶିକ୍ଷା, ଶିଳ୍ପ, କ୍ରୀଡା, ଦକ୍ଷତା ବିକାଶ, ଖାଦ୍ୟ ସୁରକ୍ଷାକୁ ପ୍ରାଥମିକତା ଦିଆଯାଇଛି । ଏଥି ସହ ଓଡିଆ ଅସ୍ମିତାର ପ୍ରଚାର ପ୍ରସାର ସହିତ ସମାଜର ସବୁ ବର୍ଗ ଓ ଅଂଚଳବାସୀଙ୍କ ଆଶା ଓ ଆକାଂକ୍ଷାକୁ ପୁରଣ କରିବା ନିମନ୍ତେ […]

Continue reading
ଭାରତ-ସ୍ପେନ୍ ଉଚ୍ଚ ଶିକ୍ଷା ସମ୍ମିଳନୀର ଉଦଯାପନୀ ସମାରୋହରେ କେନ୍ଦ୍ରମନ୍ତ୍ରୀ

ଭାରତ-ସ୍ପେନ୍ ଉଚ୍ଚ ଶିକ୍ଷା ସମ୍ମିଳନୀର ଉଦଯାପନୀ ସମାରୋହରେ କେନ୍ଦ୍ରମନ୍ତ୍ରୀ

ଦ୍ୱିପାକ୍ଷିକ ଏକାଡେମିକ ଏବଂ ଗବେଷଣା ସହଯୋଗ ଅଧିକ ସୁଦୃଢ଼ ହେବ-ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀରେ ଆୟୋଜିତ ଦୁଇ ଦିନିଆ ‘ଭାରତ-ସ୍ପେନ୍ ଉଚ୍ଚଶିକ୍ଷା ସମ୍ମିଳନୀ’ ଆଜି ସଫଳତାର ସହ ଉଦଯାପିତ ହୋଇଯାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଭିଭାଷଣ ପ୍ରଦାନ କରିଥିଲେ । ଭାରତରେ ଅବସ୍ଥିତ ସ୍ପେନ୍ ଦୂତାବାସର ସହଯୋଗରେ ୧୯ ଏବଂ ୨୦ ଫେବୃଆରୀରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା, ଯାହା ‘ଇଣ୍ଡିଆ ଏଆଇ […]

Continue reading

ନବେତମ ସ୍ୱର୍ଣ୍ଣିମ ଶିବ ଜୟନ୍ତୀ ଉପଲକ୍ଷେ ବିଶାଳ ସ୍ୱାସ୍ଥ୍ୟ ଶିବିର: ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ସହ ମିଳିବ ଔଷଧ

ବଡ଼ ପୋଖରିଆ: ବଡ଼ ପୋଖରିଆ ପଞ୍ଚାୟତ ଅନ୍ତର୍ଗତ ବୋଡ଼ଙ୍ଗରାର ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟ ‘ବରଦାନୀ ଭବନ’ ଏବଂ ନିଳଗିରି ପାଟଣାର ନିଗମାନନ୍ଦ ସରସ୍ୱତୀ ଚିନ୍ତାମଣୀ ସେବାଶ୍ରମର ମିଳିତ ସହଯୋଗରେ ଏକ ବିଶାଳ ସ୍ୱାସ୍ଥ୍ୟସେବା ଶିବିର ଆୟୋଜିତ ହେବାକୁ ଯାଉଛି। ନବେତମ ସ୍ୱର୍ଣ୍ଣିମ ଶିବ ଜୟନ୍ତୀ ଅବସରରେ ଆସନ୍ତା ଫେବ୍ରୁଆରୀ ୨୨ ତାରିଖ (ରବିବାର) ଦିନ ଏହି ଶିବିର ଅନୁଷ୍ଠିତ ହେବ।ଚିନ୍ତାମଣୀ ସେବାଶ୍ରମ, ନିଳଗିରି ପାଟଣା, ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଏହି ସ୍ବାସ୍ଥ୍ୟସେବା ଶିବିର […]

Continue reading
‘ବିକଶିତ ଓଡ଼ିଶା’ ପାଇଁ କଲ୍ୟାଣକାରୀ ଓ ଦୂରଦର୍ଶୀ ବଜେଟ୍ – ଧର୍ମେନ୍ଦ୍ର ପ୍ରଧାନ

‘ବିକଶିତ ଓଡ଼ିଶା’ ପାଇଁ କଲ୍ୟାଣକାରୀ ଓ ଦୂରଦର୍ଶୀ ବଜେଟ୍ – ଧର୍ମେନ୍ଦ୍ର ପ୍ରଧାନ

୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଓଡ଼ିଶା ବିଧାନସଭାରେ ପ୍ରାୟ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ କରିଥିବାରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି, ଚଳିତ ବଜେଟ୍ ‘ବିକଶିତ ଓଡ଼ିଶା’ ପାଇଁ କଲ୍ୟାଣକାରୀ ଓ ଦୂରଦର୍ଶୀ ବଜେଟ୍ । ଏହା ଓଡ଼ିଶାର ଶିକ୍ଷା, […]

Continue reading

୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାର ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରାଯାଇଛି । ଗତବର୍ଷ ତୁଳନାରେ ବଜେଟ ଆକାରରେ ୬.୯ ପ୍ରତିଶତ ବୃଦ୍ଧି କରାଯାଇଛି । ବଜେଟରେ ରାଜ୍ୟ ସରକାର କୃଷି ଓ କୃଷକଙ୍କ ବିକାଶ ପାଇଁ ଅନେକ ବଡ଼ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, କୃଷକଙ୍କ ଆୟ ବୃଦ୍ଧିକୁ ସୁନିଶ୍ଚିତ କରିବା ସରକାର […]

Continue reading