ବଜେଟରେ “ସମୃଦ୍ଧ ଓଡିଶା” ଗଠନ ପାଇଁ ବିଜେପିର ପ୍ରତିବଦ୍ଧତା ସ୍ପଷ୍ଟ ପ୍ରତିଫଳିତ ହେଉଛି : ମନମୋହନ ସାମଲ

ବଜେଟରେ “ସମୃଦ୍ଧ ଓଡିଶା” ଗଠନ ପାଇଁ ବିଜେପିର ପ୍ରତିବଦ୍ଧତା ସ୍ପଷ୍ଟ ପ୍ରତିଫଳିତ ହେଉଛି : ମନମୋହନ ସାମଲ

ସମୁଦାୟ ବଜେଟରେ “ସମୃଦ୍ଧ ଓଡିଶା, ବିକଶିତ ଓଡିଶା”କୁ ଗୁରୁତ୍ୱ ଦିଆଯାଇଛି । ବଜେଟରେ “ସମୃଦ୍ଧ ଓଡିଶା” ଗଠନ ପାଇଁ ବିଜେପିର ପ୍ରତିବଦ୍ଧତା ସ୍ପଷ୍ଟ ପ୍ରତିଫଳିତ ହେଉଛି । କୃଷି, ପର୍ଯ୍ୟଟନ, ଜଳସେଚନ ଓ ବନ୍ୟା ନିୟନ୍ତ୍ରଣ, ସ୍ୱାସ୍ଥ୍ୟ, ଶିକ୍ଷା, ଶିଳ୍ପ, କ୍ରୀଡା, ଦକ୍ଷତା ବିକାଶ, ଖାଦ୍ୟ ସୁରକ୍ଷାକୁ ପ୍ରାଥମିକତା ଦିଆଯାଇଛି । ଏଥି ସହ ଓଡିଆ ଅସ୍ମିତାର ପ୍ରଚାର ପ୍ରସାର ସହିତ ସମାଜର ସବୁ ବର୍ଗ ଓ ଅଂଚଳବାସୀଙ୍କ ଆଶା ଓ ଆକାଂକ୍ଷାକୁ ପୁରଣ କରିବା ନିମନ୍ତେ […]

Continue reading
ଭାରତ-ସ୍ପେନ୍ ଉଚ୍ଚ ଶିକ୍ଷା ସମ୍ମିଳନୀର ଉଦଯାପନୀ ସମାରୋହରେ କେନ୍ଦ୍ରମନ୍ତ୍ରୀ

ଭାରତ-ସ୍ପେନ୍ ଉଚ୍ଚ ଶିକ୍ଷା ସମ୍ମିଳନୀର ଉଦଯାପନୀ ସମାରୋହରେ କେନ୍ଦ୍ରମନ୍ତ୍ରୀ

ଦ୍ୱିପାକ୍ଷିକ ଏକାଡେମିକ ଏବଂ ଗବେଷଣା ସହଯୋଗ ଅଧିକ ସୁଦୃଢ଼ ହେବ-ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀରେ ଆୟୋଜିତ ଦୁଇ ଦିନିଆ ‘ଭାରତ-ସ୍ପେନ୍ ଉଚ୍ଚଶିକ୍ଷା ସମ୍ମିଳନୀ’ ଆଜି ସଫଳତାର ସହ ଉଦଯାପିତ ହୋଇଯାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଭିଭାଷଣ ପ୍ରଦାନ କରିଥିଲେ । ଭାରତରେ ଅବସ୍ଥିତ ସ୍ପେନ୍ ଦୂତାବାସର ସହଯୋଗରେ ୧୯ ଏବଂ ୨୦ ଫେବୃଆରୀରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା, ଯାହା ‘ଇଣ୍ଡିଆ ଏଆଇ […]

Continue reading

ନବେତମ ସ୍ୱର୍ଣ୍ଣିମ ଶିବ ଜୟନ୍ତୀ ଉପଲକ୍ଷେ ବିଶାଳ ସ୍ୱାସ୍ଥ୍ୟ ଶିବିର: ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ସହ ମିଳିବ ଔଷଧ

ବଡ଼ ପୋଖରିଆ: ବଡ଼ ପୋଖରିଆ ପଞ୍ଚାୟତ ଅନ୍ତର୍ଗତ ବୋଡ଼ଙ୍ଗରାର ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟ ‘ବରଦାନୀ ଭବନ’ ଏବଂ ନିଳଗିରି ପାଟଣାର ନିଗମାନନ୍ଦ ସରସ୍ୱତୀ ଚିନ୍ତାମଣୀ ସେବାଶ୍ରମର ମିଳିତ ସହଯୋଗରେ ଏକ ବିଶାଳ ସ୍ୱାସ୍ଥ୍ୟସେବା ଶିବିର ଆୟୋଜିତ ହେବାକୁ ଯାଉଛି। ନବେତମ ସ୍ୱର୍ଣ୍ଣିମ ଶିବ ଜୟନ୍ତୀ ଅବସରରେ ଆସନ୍ତା ଫେବ୍ରୁଆରୀ ୨୨ ତାରିଖ (ରବିବାର) ଦିନ ଏହି ଶିବିର ଅନୁଷ୍ଠିତ ହେବ।ଚିନ୍ତାମଣୀ ସେବାଶ୍ରମ, ନିଳଗିରି ପାଟଣା, ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଏହି ସ୍ବାସ୍ଥ୍ୟସେବା ଶିବିର […]

Continue reading
‘ବିକଶିତ ଓଡ଼ିଶା’ ପାଇଁ କଲ୍ୟାଣକାରୀ ଓ ଦୂରଦର୍ଶୀ ବଜେଟ୍ – ଧର୍ମେନ୍ଦ୍ର ପ୍ରଧାନ

‘ବିକଶିତ ଓଡ଼ିଶା’ ପାଇଁ କଲ୍ୟାଣକାରୀ ଓ ଦୂରଦର୍ଶୀ ବଜେଟ୍ – ଧର୍ମେନ୍ଦ୍ର ପ୍ରଧାନ

୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଓଡ଼ିଶା ବିଧାନସଭାରେ ପ୍ରାୟ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ କରିଥିବାରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି, ଚଳିତ ବଜେଟ୍ ‘ବିକଶିତ ଓଡ଼ିଶା’ ପାଇଁ କଲ୍ୟାଣକାରୀ ଓ ଦୂରଦର୍ଶୀ ବଜେଟ୍ । ଏହା ଓଡ଼ିଶାର ଶିକ୍ଷା, […]

Continue reading

୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାର ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରାଯାଇଛି । ଗତବର୍ଷ ତୁଳନାରେ ବଜେଟ ଆକାରରେ ୬.୯ ପ୍ରତିଶତ ବୃଦ୍ଧି କରାଯାଇଛି । ବଜେଟରେ ରାଜ୍ୟ ସରକାର କୃଷି ଓ କୃଷକଙ୍କ ବିକାଶ ପାଇଁ ଅନେକ ବଡ଼ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, କୃଷକଙ୍କ ଆୟ ବୃଦ୍ଧିକୁ ସୁନିଶ୍ଚିତ କରିବା ସରକାର […]

Continue reading
ସିଟି ଇକୋନୋମିକ ରିଜିୟନ’ ଗଠନ ପାଇଁ  ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ

ସିଟି ଇକୋନୋମିକ ରିଜିୟନ’ ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟର ସନ୍ତୁଳିତ ଆର୍ଥିକ ବିକାଶକୁ ତ୍ୱରାନ୍ୱିତ କରିବା ଦିଗରେ ଆଜି ସମ୍ବଲପୁର-ସୁନ୍ଦରଗଡ଼-ଝାରସୁଗୁଡ଼ା-ବରଗଡ଼ କ୍ଲଷ୍ଟର ଏବଂ ଅନୁଗୋଳ-ଢେଙ୍କାନାଳ କ୍ଲଷ୍ଟରକୁ ଦୁଇଟି ପୃଥକ ‘ସିଟି ଇକୋନୋମିକ ରିଜିୟନ’ ଭାବରେ ବିକଶିତ କରିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି । ଓଡ଼ିଶାର ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କ୍ଷେତ୍ର (ବିସିପିପିଇଆର) ମଡେଲରେ ଏହି ଇକୋନୋମିକ ରିଜିୟନ ଗଠନ ପାଇଁ ସେ ପ୍ରସ୍ତାବ ଦେଇଛନ୍ତି । ଶ୍ରୀ ପ୍ରଧାନ ନିଜ ପତ୍ରରେ ପ୍ରଥମତଃ […]

Continue reading
୩୧ଟି ନୂଆ ଜିଲ୍ଲା ଗଠନ ପାଇଁ ପ୍ରସ୍ତାବ ମାଗିଛନ୍ତି ରାଜ୍ୟ ସରକାର

୩୧ଟି ନୂଆ ଜିଲ୍ଲା ଗଠନ ପାଇଁ ପ୍ରସ୍ତାବ ମାଗିଛନ୍ତି ରାଜ୍ୟ ସରକାର

ଦୀର୍ଘ ଦିନ ଧରି ନୂଆ ଜିଲ୍ଲା ଗଠନ ପାଇଁ ଦାବି ହୋଇଆସୁଛି । ଆଉ ଏଥିପାଇଁ ପାଦେ ଆଗକୁ ବଢ଼ିଛନ୍ତି ସରକାର । ୨୦୨୬-୨୭ ଆର୍ଥିକ ବର୍ଷରେ ନୂଆ ଜିଲ୍ଲା ଗଠନ ପାଇଁ ପ୍ରସ୍ତାବ ମାଗିଛନ୍ତି ରାଜ୍ୟ ସରକାର । ବର୍ତ୍ତମାନ ସୁଦ୍ଧା ୩୧ଟି ନୂଆ ଜିଲ୍ଲା ଗଠନ ପାଇଁ ଦାବିପତ୍ର ରାଜ୍ୟ ସରକାରଙ୍କୁ ହସ୍ତଗତ ହୋଇଛି । ଉପଯୁକ୍ତ ସମୟରେ ସରକାର ବିଚାର କରାଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ।ଜନଗଣନା ଓ ସୀମା ପୁନଃନିର୍ଦ୍ଧାରଣ […]

Continue reading
ଆଜି ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଥିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ମାତୃଭାଷା ପରୀକ୍ଷା ଦେଇଛନ୍ତି ୫ ଲକ୍ଷ ୪୬ ହଜାର ୫୮୨ ପରୀକ୍ଷାର୍ଥୀ

ଆଜି ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଥିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ମାତୃଭାଷା ପରୀକ୍ଷା ଦେଇଛନ୍ତି ୫ ଲକ୍ଷ ୪୬ ହଜାର ୫୮୨ ପରୀକ୍ଷାର୍ଥୀ

ପରୀକ୍ଷା କେନ୍ଦ୍ର ସାମ୍ନାରେ ଶୁଭ କଳସୀ ସ୍ଥାପନ କରାଯାଇଥିଲା। ପ୍ରତି ପରୀକ୍ଷାର୍ଥୀଙ୍କୁ ଫୁଲ ଚନ୍ଦନ ଦେଇ ସ୍ବାଗତ କରୁଥିଲେ ଶିକ୍ଷକ ଶିକ୍ଷୟତ୍ରୀ । ଛାତ୍ରଛାତ୍ରୀଙ୍କ ଜୀବନର ସବୁଠାରୁ ବଡ ପରୀକ୍ଷା ପାଇଁ ଥିଲା ଏତେ ସବୁ ଆୟୋଜନ । ଗୁରୁବାର ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଥିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା। ସକାଳ ସାଢେ ୮ ଟା ସୁଦ୍ଧା ପରୀକ୍ଷାର୍ଥୀ ମାନେ କେନ୍ଦ୍ର ମାନଙ୍କରେ ପହଞ୍ଚି ସାରିଥିଲେ । ଠିକ ୯ ଟାରେ ଆରମ୍ଭ ହେଲା ପରୀକ୍ଷା […]

Continue reading
ମାର୍ଚ୍ଚ ୧୬ରେ ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ,୨୬ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ

ମାର୍ଚ୍ଚ ୧୬ରେ ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ,୨୬ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ

ମାର୍ଚ୍ଚ ୧୬ରେ ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଏନେଇ କାର୍ଯ୍ୟସୂଚୀ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିସନ । ୨୬ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ୫ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ । ଏହି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ରାଜ୍ୟସଭା ଆସନ ଦଖଲ ପାଇଁ ଆରମ୍ଭ ହୋଇଛି ରଣନୀତି । ଖାସକରି ଚତୁର୍ଥ ଆସନକୁ ନେଇ ସବୁଠୁ ବେଶି ଚର୍ଚ୍ଚା ।ତାରିଖ ଘୋଷଣା ସହ […]

Continue reading
ପଳାଶୁଣିରୁ ରସୁଲଗଡ଼ ପର୍ଯ୍ୟନ୍ତ ନିର୍ମାଣ ହେବ ଏକ ବିଶାଳ ସ୍କାଏୱାକ୍‌

ପଳାଶୁଣିରୁ ରସୁଲଗଡ଼ ପର୍ଯ୍ୟନ୍ତ ନିର୍ମାଣ ହେବ ଏକ ବିଶାଳ ସ୍କାଏୱାକ୍‌

ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ ରସୁଲଗଡ଼ ପର୍ଯ୍ୟନ୍ତ ନିର୍ମାଣ ହେବ ଏକ ବିଶାଳ ସ୍କାଏୱାକ୍‌। ବୁଧବାର NHAI ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ଏହି ସ୍କାଏୱାକ୍‌ର ଲମ୍ବ ୫୦୦ ମିଟର ହେବ ଏବଂ ଏଥିପାଇଁ ପ୍ରାୟ ୨୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ପଳାଶୁଣି-ରସୁଲଗଡ଼ ଛକ ଏକ ଦୁର୍ଘଟଣାପ୍ରବଣ ଅଞ୍ଚଳ ଭାବେ […]

Continue reading