ବିଜେଡିକୁ ବଡ଼ ଝଟ୍‌କା: ଦଳ ଛାଡ଼ିଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା, ନବୀନଙ୍କୁ ପଠାଇଲେ ଇସ୍ତଫା ପତ୍ର

ବିଜେଡିକୁ ବଡ଼ ଝଟ୍‌କା: ଦଳ ଛାଡ଼ିଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା, ନବୀନଙ୍କୁ ପଠାଇଲେ ଇସ୍ତଫା ପତ୍ର

ବାଲେଶ୍ୱର : ଓଡ଼ିଶା ରାଜନୀତିରେ ବିଶେଷ କରି ବାଲେଶ୍ୱର ଜିଲ୍ଲାରେ ବିଜୁ ଜନତା ଦଳ (ବିଜେଡି) କୁ ଏକ ବଡ଼ ଶକ୍ତ ଧକ୍କା ଲାଗିଛି। ବାଲେଶ୍ୱରର ପୂର୍ବତନ ସାଂସଦ ତଥା ଟାଣୁଆ ନେତା ରବୀନ୍ଦ୍ର ଜେନା ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ସହ ନିଜର ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ନିଜ ଇସ୍ତଫା ପତ୍ରରେ ଶ୍ରୀ ଜେନା ଉଲ୍ଲେଖ କରିଛନ୍ତି ଯେ, […]

Continue reading

ଜଳ ଜୀବନ ମିଶନର ଅବଧି ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ବୃଦ୍ଧି 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ଜଳ ଜୀବନ ମିଶନ (ଜେଜେଏମ)ର ଅବଧିକୁ ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା ପ୍ରସ୍ତାବକୁ ମଞ୍ଜୁର କରିଛି । କାର୍ଯ୍ୟକାରିତା ଭିତ୍ତିଭୂମି ସୃଷ୍ଟି ଠାରୁ ସେବା ପ୍ରଦାନ ପର୍ଯ୍ୟନ୍ତ ଏହି ଯୋଜନାର ପୁନର୍ଗଠନ କରିବା ଲାଗି ଜଳ ଶକ୍ତି ମନ୍ତ୍ରଣାଳୟର ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ କରିଛି। ପାନୀୟ ଜଳ ପରିଚାଳନା ଏବଂ ପାଇପ ଯୋଗେ ଦୀର୍ଘସ୍ଥାୟୀ ଗ୍ରାମୀଣ ପାନୀୟ ଜଳ ଯୋଗାଣ ପାଇଁ ଏକ ସଂସ୍ଥାଗତ […]

Continue reading
ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

 କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଚାରପ୍ରସାର ତଥା ଜନସମ୍ପର୍କ ଅଭିଯାନକୁ ଅଧିକ ବ୍ୟାପକ କରିବା ଲକ୍ଷ୍ୟରେ ଆଜି ପୁରୀ ଆକାଶବାଣୀ କେନ୍ଦ୍ର ପରିସରରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଓଡ଼ିଶା ଏବଂ ଝାଡ଼ଖଣ୍ଡ ପ୍ରାନ୍ତ ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଶ୍ରୀ ଅଖିଳ କୁମାର ମିଶ୍ର ଏହି କାର୍ଯ୍ୟକ୍ରମରେ ଯୋଗଦେଇ ‘ବିକଶିତ ଭାରତ @୨୦୪୭’ ସଂକଳ୍ପକୁ ସାକାର କରିବା ଦିଗରେ ଗଣମାଧ୍ୟମର ଭୂମିକା ସମ୍ପର୍କରେ ଆଲୋକପାତ କରିଛନ୍ତି। […]

Continue reading