ଭୁବନେଶ୍ବର: ଜାତୀୟ ଶିକ୍ଷା ଗବେଷଣା ଓ ତାଲିମ ପ୍ରତିଷ୍ଠାନ (ଏନସିଇଆରଟି) ପକ୍ଷରୁ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ଶୈଶବ ଯତ୍ନ ଓ ଶିକ୍ଷା(ଇସିସିଇ) ଉପରେ ଏକ ଦୁଇଦିନିଆ କର୍ମଶାଳା ଶୁକ୍ରବାର (୧୩ ମାର୍ଚ୍ଚ) ଉଦ୍ଯାପିତ ହୋଇଯାଇଛି। ଏଥିରେ ମୂଳଭୂତ ସାକ୍ଷରତା ଓ ସଂଖ୍ୟାଜ୍ଞାନ (ଏଫଏଲଏନ) ଓ ମୌଳିକ ସ୍ତରରେ (୩-୮ ବର୍ଷ) ଶିଶୁମାନଙ୍କ କଲ୍ୟାଣ ଉପରେ ବିଶେଷ ଗୁରୁତ୍ବ ଦିଆଯାଇଥିଲା। ଏନସିଇଆରଟି ନୂଆଦିଲ୍ଲୀ ଅନ୍ତର୍ଗତ ପ୍ରାଥମିକ ଶିକ୍ଷା ବିଭାଗ ଓ ଏନସିଇଆରଟି ଭୁବନେଶ୍ବର ଅନ୍ତର୍ଗତ ଆଞ୍ଚଳିକ ଶିକ୍ଷା […]
Continue readingDaily Archives: March 15, 2026
ନିରବଚ୍ଛିନ୍ନ ଘରୋଇ ଏଲପିଜି ଯୋଗାଣ ସୁନିଶ୍ଚିତ କରିବା ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା
ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମରୁ ସୃଷ୍ଟି ହୋଇଥିବା ପରିସ୍ଥିତି ସମ୍ପର୍କରେ ସଦ୍ୟତମ ସୂଚନା ପ୍ରଦାନ କରିବା ପାଇଁ ଭାରତ ସରକାରଙ୍କ ଦ୍ୱାରା ଆଜି ନୂଆଦିଲ୍ଲୀର ନେସନାଲ ମିଡିଆ ସେଣ୍ଟରରେ ଚତୁର୍ଥ ଆନ୍ତଃମନ୍ତ୍ରୀସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଗତ ୩ ଦିନ ଭଳି ଆଜି ମଧ୍ୟ ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ, ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ, ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଗଣମାଧ୍ୟମକୁ ସବିଶେଷ […]
Continue readingକମ୍ୟୁନିଟି ପୋଲିସିଂ କାର୍ଯ୍ୟକ୍ରମରେ ସହଯୋଗର ହାଥ ବଢ଼ାଇଲେ ସେବା ପ୍ରତିନିଧି
ଗଞ୍ଜାମ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଆଇ.ପି.ଏସ. ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶରେ ଆଜି ତା ୧୫-୦୩-୨୦୨୬ରିଖ ରବିବାରରେ ଗଞ୍ଜାମ ପୋଲିସ ଜିଲ୍ଲା ଅନ୍ତର୍ଗତ ଚିଲିକା ଓ ତାମ୍ପରା ହ୍ରଦ ତଥା ଆର୍ଯ୍ୟପଲ୍ଲୀ, ବଟେଶ୍ୱର, ହରିପୁର, ଗୋଖରକୁଦା ଅଞ୍ଚଳ ଅନ୍ତର୍ଗତ ସମୁଦ୍ର ଉପକୂଳରେ ଏକ ବିଶାଳ ସଫେଇ ଅଭିଯାନ କରାଯାଇଥିଲା। ଏହି କ୍ରମରେ ଛତ୍ରପୁର ନିକଟସ୍ଥ ତାମ୍ପରା ହ୍ରଦ କୂଳକୁ ଛତ୍ରପୁର ଏସ୍ଡିପିଓ ଚନ୍ଦନ ଘଡ଼େଇ, ଛତ୍ରପୁର ଥାନାଧିକାରୀ ସବ୍ୟସାଚୀ ମଲ୍ଲ ଓ ରିଜର୍ଭ ଇନ୍ସପେକ୍ଟର ବିକାଶ ସେନାପତିଙ୍କ […]
Continue readingସମ୍ବଲପୁର ଭାଲୁବାହାଲରେ “ବିର୍ଲା ଓପନ୍ ମାଇଣ୍ଡସ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍” ଲୋକାର୍ପିତ
ଶିକ୍ଷା କେବଳ ପାଠ୍ୟପୁସ୍ତକ ମଧ୍ୟରେ ସୀମିତ ରହିବା ଉଚିତ୍ ନୁହେଁ । ପିଲାମାନେ ବହିରୁ ଯାହା ପଢ଼ନ୍ତି, ତା’ଠାରୁ ଅଧିକ ସେମାନେ ନିଜ ପରିବେଶ ଓ ଅନୁଭୂତିରୁ ଶିଖନ୍ତି । ପାରମ୍ପରିକ ଶିକ୍ଷାର ସୀମା ଲଂଘି ପିଲାଙ୍କୁ ଅନୁଭୂତିମୂଳକ ଶିକ୍ଷା ଦେବା ଆମ ସମସ୍ତଙ୍କର ଦାୟିତ୍ୱ ବୋଲି ଆଜି ସମ୍ବଲପୁରର ଭାଲୁବାହାଲରେ “ବିର୍ଲା ଓପନ୍ ମାଇଣ୍ଡସ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍”ର ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ । ଜାତୀୟ ଶିକ୍ଷା […]
Continue readingଇତିହାସରୁ ଶିକ୍ଷା ନେଇ ‘ବିକଶିତ ଓଡ଼ିଶା’ ଓ ବିକଶିତ ଭାରତ ଗଢିବା- ଧର୍ମେନ୍ଦ୍ର ପ୍ରଧାନ
ଅତୀତର ଗୌରବମୟ ଇତିହାସ ହିଁ ଭବିଷ୍ୟତର ସମୃଦ୍ଧି ପାଇଁ ଶ୍ରେଷ୍ଠ ମାର୍ଗଦର୍ଶକ । ଇତିହାସର ଦର୍ପଣରେ ଆମର ସଭ୍ୟତା ଓ ସଂସ୍କୃତିକୁ ବୁଝି ‘ବିକଶିତ ଓଡ଼ିଶା’ ଏବଂ ‘ବିକଶିତ ଭାରତ’ ଗଠନ ପାଇଁ ଏକ ନୂତନ ପଥ ପ୍ରସ୍ତୁତ କରିବା ଆଜିର ସମୟର ଆହ୍ୱାନ । ରବିବାର ସମ୍ବଲପୁରରେ ଉତ୍କଳ ପ୍ରାଦେଶିକ ମାରୱାଡ଼ି ସମ୍ମେଳନ ଦ୍ୱାରା ଆୟୋଜିତ ପ୍ରାନ୍ତୀୟ ଅଧିବେଶନ “ଶିଖର-୨୦୨୬” ରେ ଯୋଗଦେଇ ଏହିପରି ଏକ ପ୍ରେରଣାଦାୟୀ ବାର୍ତ୍ତା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା […]
Continue reading



