ନୂଆଦିଲ୍ଲୀ: ଦେଶର ବର୍ତ୍ତମାନର ଆର୍ଥିକ ଓ ଶକ୍ତି ସୁରକ୍ଷାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କେନ୍ଦ୍ର ମନ୍ତ୍ରିପରିଷଦର ଅନେକ ବରିଷ୍ଠ ସଦସ୍ୟ ଯୋଗ ଦେଇ ଦେଶର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ହାଇ-ପ୍ରୋଫାଇଲ୍ ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥିତ ଥିଲେ। ଏଥିସହିତ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂ ପୁରୀ, ବିଜେପି […]
Continue readingDaily Archives: March 22, 2026
ଛେଣ୍ଡିପଦାରେ ବିଜେପିର ନୂତନ କାର୍ଯ୍ୟାଳୟ ଉଦଘାଟିତ; କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଛେଣ୍ଡିପଦା : ଅନୁଗୋଳ ଜିଲ୍ଲା ଛେଣ୍ଡିପଦାଠାରେ ଭାରତୀୟ ଜନତା ପାର୍ଟିର ଏକ ନୂତନ କାର୍ଯ୍ୟାଳୟ ଶୁଭ ଉଦଘାଟିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟୋଗିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି କାର୍ଯ୍ୟାଳୟର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଆୟୋଜିତ ସଭାରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କାର୍ଯ୍ୟାଳୟ ହେଉଛି ଜଣେ କର୍ମକର୍ତ୍ତାଙ୍କ ପାଇଁ ସେବାର କେନ୍ଦ୍ର। ଏହି ନୂତନ କାର୍ଯ୍ୟାଳୟ ଅଞ୍ଚଳର ଜନସାଧାରଣଙ୍କ ସମସ୍ୟା ଶୁଣିବା ଏବଂ ସରକାରଙ୍କ […]
Continue readingଅନୁଗୋଳ ବାଗଡିଆରେ ‘ଅଲ୍ ଇଣ୍ଡିଆ ଭଲିବଲ୍ ଟୁର୍ଣ୍ଣାମେଣ୍ଟ’ର ଭବ୍ୟ ଉଦ୍ଯାପନ; ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଛେଣ୍ଡିପଦା : ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକର ବାଗଡିଆଠାରେ ଆୟୋଜିତ ‘ଅଲ୍ ଇଣ୍ଡିଆ ଇନଭିଟେସନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ-୨୦୨୬’ ଏକ ରଙ୍ଗାରଙ୍ଗ ପରିବେଶରେ ଉଦ୍ଯାପିତ ହୋଇଯାଇଛି। ଏହି ଉଦ୍ଯାପନୀ ଉତ୍ସବରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେତା ଦଳକୁ ସମ୍ମାନିତ କରିଛନ୍ତି। ଏହି ଅବସରରେ ଶ୍ରୀ ପ୍ରଧାନ କ୍ରୀଡ଼ାର ମହତ୍ତ୍ୱ ଉପରେ ଆଲୋକପାତ କରି କହିଛନ୍ତି ଯେ, ଗ୍ରାମାଞ୍ଚଳରେ ଏଭଳି ଜାତୀୟ ସ୍ତରର ପ୍ରତିଯୋଗିତା ଆୟୋଜନ ହେବା ଦ୍ୱାରା ସ୍ଥାନୀୟ […]
Continue reading


