ସବୁବେଳେ ନିଜର ସଭ୍ୟତା, ସଂସ୍କୃତି ଓ ଭାଷାକୁ ସମ୍ମାନ ଦେବା – ଧର୍ମେନ୍ଦ୍ର ପ୍ରଧାନ

ସବୁବେଳେ ନିଜର ସଭ୍ୟତା, ସଂସ୍କୃତି ଓ ଭାଷାକୁ ସମ୍ମାନ ଦେବା – ଧର୍ମେନ୍ଦ୍ର ପ୍ରଧାନ

ପ୍ରକୃତିର ନୂତନ ରୂପ ସହ ଆରମ୍ଭ ହେଉଥିବା ରାଷ୍ଟ୍ରୀୟ ନବବର୍ଷ ଆମକୁ ଗୌରବଶାଳୀ ଇତିହାସର ସ୍ମୃତି କରାଇଥାଏ । ଯେତେବେଳେ ସମାଜ ନିଜର ସଂସ୍କୃତିକୁ ସମ୍ମାନ ଦିଏ, ସେତେବେଳେ ରାଷ୍ଟ୍ର ପରମ ବୈଭବକୁ ପ୍ରାପ୍ତ ହୁଏ । ତେଣୁ ସବୁବେଳେ ନିଜର ସଭ୍ୟତା, ସଂସ୍କୃତି ଓ ଭାଷାକୁ ସମ୍ମାନ ଦେବା ପାଇଁ ଯୁବ ସମାଜକୁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ‘ରାଷ୍ଟ୍ରୀୟ ନବବର୍ଷ ପାଳନ ସମିତି, […]

Continue reading
ବିଶ୍ୱ ତୈଳ ସଙ୍କଟ ମଧ୍ୟରେ ଫୁଜୈରାହ ଟର୍ମିନାଲ୍ ଉପରେ ଆକ୍ରମଣ; ସୁରକ୍ଷିତ ଭାବେ ଫେରିଲା ଭାରତୀୟ ଜାହାଜ ‘ଜଗ୍ ଲାଡକି’

ବିଶ୍ୱ ତୈଳ ସଙ୍କଟ ମଧ୍ୟରେ ଫୁଜୈରାହ ଟର୍ମିନାଲ୍ ଉପରେ ଆକ୍ରମଣ; ସୁରକ୍ଷିତ ଭାବେ ଫେରିଲା ଭାରତୀୟ ଜାହାଜ ‘ଜଗ୍ ଲାଡକି’

ନୂଆଦିଲ୍ଲୀ: ଇରାନ-ଇସ୍ରାଏଲ-ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାରକୁ ସଙ୍କଟାପନ୍ନ କରିଛି। ସମୁଦ୍ର ପଥରେ ତେଲ ବୋଝେଇ ଜାହାଜଗୁଡ଼ିକ ଉପରେ ବାରମ୍ବାର ଆକ୍ରମଣ ହେଉଥିବା ବେଳେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ୟୁଏଇ ର ଫୁଜୈରାହ ତୈଳ ଟର୍ମିନାଲ୍‌ରେ ଆକ୍ରମଣ ସତ୍ତ୍ୱେ ଭାରତୀୟ ପତାକାଧାରୀ ଜାହାଜ ‘ଜଗ୍ ଲାଡକି’ ସୁରକ୍ଷିତ ଭାବେ ସେଠାରୁ ପ୍ରସ୍ଥାନ କରିଛି। ଭାରତୀୟ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୧୪ […]

Continue reading
ପ୍ରତ୍ୟେକ ଶିଶୁଙ୍କ ପାଖରେ ପୁଷ୍ଟିକର ଆହାର ପହଞ୍ଚାଇବା ସାମୂହିକ ଦାୟିତ୍ୱ – ଧର୍ମେନ୍ଦ୍ର ପ୍ରଧାନ

ପ୍ରତ୍ୟେକ ଶିଶୁଙ୍କ ପାଖରେ ପୁଷ୍ଟିକର ଆହାର ପହଞ୍ଚାଇବା ସାମୂହିକ ଦାୟିତ୍ୱ – ଧର୍ମେନ୍ଦ୍ର ପ୍ରଧାନ

ଭାରତର ମାନନୀୟ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନ କଲଚୁରାଲ ସେଣ୍ଟର ଠାରେ ଅକ୍ଷୟ ପାତ୍ର ଫାଉଣ୍ଡେସନର ୨୫ତମ ବର୍ଷପୂର୍ତ୍ତି ଏବଂ ୫ ଶହ କୋଟି ଭୋଜନ ପରିବେଷଣର ଗୌରବମୟ ମାଇଲଖୁଣ୍ଟ ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ମଣ୍ଡିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମାନ୍ୟବର ରାଷ୍ଟ୍ରପତିଙ୍କ ବକ୍ତବ୍ୟକୁ ଦୋହରାଇ କହିଛନ୍ତି ଯେ, ଶିଶୁମାନଙ୍କ ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତ ସୁନିଶ୍ଚିତ କରିବା […]

Continue reading
ସ୍ୱର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ସ୍ମୃତିସଭା ଅନୁଷ୍ଠିତ

ସ୍ୱର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ସ୍ମୃତିସଭା ଅନୁଷ୍ଠିତ

ଆକ୍ରମଣାତ୍ମକ ରାଜନୀତି ନୁହେଁ, ଜନହିତକର କାର୍ଯ୍ୟ ପାଇଁ ପରିଚିତ ଥିଲେ : ରାଜନାଥ ସିଂହ ଡାକ୍ତର ଦେବେନ୍ଦ୍ର ପ୍ରଧାନ ଓଡ଼ିଶା ବିଜେପିର ଭୀଷ୍ମ ପିତାମହ ଥିଲେ । ସେ କେବଳ ଜଣେ ରାଜନେତା ନଥିଲେ, ବରଂ ଜଣେ ସ୍ପଷ୍ଟବାଦୀ, ସରଳ ଓ ନିରାଡ଼ମ୍ବର ବ୍ୟକ୍ତିତ୍ୱ ଥିଲେ । ଯାହା କହୁଥିଲେ, କରୁଥିଲେ, ମିଛ ପ୍ରତିଶ୍ରୁତି ଦେଉନଥିଲେ । ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ସାଙ୍ଗରେ ନେଇ ଚାଲୁଥିବାର ବିରଳ ମଣିଷ ଥିଲେ ବୋଲି କହିଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ […]

Continue reading

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

ଭୁବନେଶ୍ବର: ଜାତୀୟ ଶିକ୍ଷା ଗବେଷଣା ଓ ତାଲିମ ପ୍ରତିଷ୍ଠାନ (ଏନସିଇଆରଟି) ପକ୍ଷରୁ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ଶୈଶବ ଯତ୍ନ ଓ ଶିକ୍ଷା(ଇସିସିଇ) ଉପରେ ଏକ ଦୁଇଦିନିଆ କର୍ମଶାଳା ଶୁକ୍ରବାର (୧୩ ମାର୍ଚ୍ଚ) ଉଦ୍‌ଯାପିତ ହୋଇଯାଇଛି। ଏଥିରେ ମୂଳଭୂତ ସାକ୍ଷରତା ଓ ସଂଖ୍ୟାଜ୍ଞାନ (ଏଫଏଲଏନ) ଓ ମୌଳିକ ସ୍ତରରେ (୩-୮ ବର୍ଷ) ଶିଶୁମାନଙ୍କ କଲ୍ୟାଣ ଉପରେ ବିଶେଷ ଗୁରୁତ୍ବ ଦିଆଯାଇଥିଲା। ଏନସିଇଆରଟି ନୂଆଦିଲ୍ଲୀ ଅନ୍ତର୍ଗତ ପ୍ରାଥମିକ ଶିକ୍ଷା ବିଭାଗ ଓ ଏନସିଇଆରଟି ଭୁବନେଶ୍ବର ଅନ୍ତର୍ଗତ ଆଞ୍ଚଳିକ ଶିକ୍ଷା […]

Continue reading
ନିରବଚ୍ଛିନ୍ନ ଘରୋଇ ଏଲପିଜି ଯୋଗାଣ ସୁନିଶ୍ଚିତ କରିବା ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା

ନିରବଚ୍ଛିନ୍ନ ଘରୋଇ ଏଲପିଜି ଯୋଗାଣ ସୁନିଶ୍ଚିତ କରିବା ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମରୁ ସୃଷ୍ଟି ହୋଇଥିବା ପରିସ୍ଥିତି ସମ୍ପର୍କରେ ସଦ୍ୟତମ ସୂଚନା ପ୍ରଦାନ କରିବା ପାଇଁ ଭାରତ ସରକାରଙ୍କ ଦ୍ୱାରା ଆଜି ନୂଆଦିଲ୍ଲୀର ନେସନାଲ ମିଡିଆ ସେଣ୍ଟରରେ ଚତୁର୍ଥ ଆନ୍ତଃମନ୍ତ୍ରୀସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଗତ ୩ ଦିନ ଭଳି ଆଜି ମଧ୍ୟ ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ, ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ, ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଗଣମାଧ୍ୟମକୁ ସବିଶେଷ […]

Continue reading
କମ୍ୟୁନିଟି ପୋଲିସିଂ କାର୍ଯ୍ୟକ୍ରମରେ ସହଯୋଗର ହାଥ ବଢ଼ାଇଲେ ସେବା ପ୍ରତିନିଧି

କମ୍ୟୁନିଟି ପୋଲିସିଂ କାର୍ଯ୍ୟକ୍ରମରେ ସହଯୋଗର ହାଥ ବଢ଼ାଇଲେ ସେବା ପ୍ରତିନିଧି

ଗଞ୍ଜାମ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଆଇ.ପି.ଏସ. ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶରେ ଆଜି ତା ୧୫-୦୩-୨୦୨୬ରିଖ ରବିବାରରେ ଗଞ୍ଜାମ ପୋଲିସ ଜିଲ୍ଲା ଅନ୍ତର୍ଗତ ଚିଲିକା ଓ ତାମ୍ପରା ହ୍ରଦ ତଥା ଆର୍ଯ୍ୟପଲ୍ଲୀ, ବଟେଶ୍ୱର, ହରିପୁର, ଗୋଖରକୁଦା ଅଞ୍ଚଳ ଅନ୍ତର୍ଗତ ସମୁଦ୍ର ଉପକୂଳରେ ଏକ ବିଶାଳ ସଫେଇ ଅଭିଯାନ କରାଯାଇଥିଲା। ଏହି କ୍ରମରେ ଛତ୍ରପୁର ନିକଟସ୍ଥ ତାମ୍ପରା ହ୍ରଦ କୂଳକୁ ଛତ୍ରପୁର ଏସ୍ଡିପିଓ ଚନ୍ଦନ ଘଡ଼େଇ, ଛତ୍ରପୁର ଥାନାଧିକାରୀ ସବ୍ୟସାଚୀ ମଲ୍ଲ ଓ ରିଜର୍ଭ ଇନ୍ସପେକ୍ଟର ବିକାଶ ସେନାପତିଙ୍କ […]

Continue reading
ସମ୍ବଲପୁର ଭାଲୁବାହାଲରେ “ବିର୍ଲା ଓପନ୍ ମାଇଣ୍ଡସ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍” ଲୋକାର୍ପିତ

ସମ୍ବଲପୁର ଭାଲୁବାହାଲରେ “ବିର୍ଲା ଓପନ୍ ମାଇଣ୍ଡସ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍” ଲୋକାର୍ପିତ

ଶିକ୍ଷା କେବଳ ପାଠ୍ୟପୁସ୍ତକ ମଧ୍ୟରେ ସୀମିତ ରହିବା ଉଚିତ୍ ନୁହେଁ । ପିଲାମାନେ ବହିରୁ ଯାହା ପଢ଼ନ୍ତି, ତା’ଠାରୁ ଅଧିକ ସେମାନେ ନିଜ ପରିବେଶ ଓ ଅନୁଭୂତିରୁ ଶିଖନ୍ତି । ପାରମ୍ପରିକ ଶିକ୍ଷାର ସୀମା ଲଂଘି ପିଲାଙ୍କୁ ଅନୁଭୂତିମୂଳକ ଶିକ୍ଷା ଦେବା ଆମ ସମସ୍ତଙ୍କର ଦାୟିତ୍ୱ ବୋଲି ଆଜି ସମ୍ବଲପୁରର ଭାଲୁବାହାଲରେ “ବିର୍ଲା ଓପନ୍ ମାଇଣ୍ଡସ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍”ର ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ । ଜାତୀୟ ଶିକ୍ଷା […]

Continue reading
ଇତିହାସରୁ ଶିକ୍ଷା ନେଇ ‘ବିକଶିତ ଓଡ଼ିଶା’ ଓ ବିକଶିତ ଭାରତ ଗଢିବା- ଧର୍ମେନ୍ଦ୍ର ପ୍ରଧାନ

ଇତିହାସରୁ ଶିକ୍ଷା ନେଇ ‘ବିକଶିତ ଓଡ଼ିଶା’ ଓ ବିକଶିତ ଭାରତ ଗଢିବା- ଧର୍ମେନ୍ଦ୍ର ପ୍ରଧାନ

ଅତୀତର ଗୌରବମୟ ଇତିହାସ ହିଁ ଭବିଷ୍ୟତର ସମୃଦ୍ଧି ପାଇଁ ଶ୍ରେଷ୍ଠ ମାର୍ଗଦର୍ଶକ । ଇତିହାସର ଦର୍ପଣରେ ଆମର ସଭ୍ୟତା ଓ ସଂସ୍କୃତିକୁ ବୁଝି ‘ବିକଶିତ ଓଡ଼ିଶା’ ଏବଂ ‘ବିକଶିତ ଭାରତ’ ଗଠନ ପାଇଁ ଏକ ନୂତନ ପଥ ପ୍ରସ୍ତୁତ କରିବା ଆଜିର ସମୟର ଆହ୍ୱାନ । ରବିବାର ସମ୍ବଲପୁରରେ ଉତ୍କଳ ପ୍ରାଦେଶିକ ମାରୱାଡ଼ି ସମ୍ମେଳନ ଦ୍ୱାରା ଆୟୋଜିତ ପ୍ରାନ୍ତୀୟ ଅଧିବେଶନ “ଶିଖର-୨୦୨୬” ରେ ଯୋଗଦେଇ ଏହିପରି ଏକ ପ୍ରେରଣାଦାୟୀ ବାର୍ତ୍ତା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା […]

Continue reading
ରାଜ୍ୟସଭା ନିର୍ବାଚନ: ଓଡ଼ିଶାରେ ଜୋର୍‌ ଧରିଲା ‘ରିସର୍ଟ ପଲିଟିକ୍ସ’, କ୍ରସ୍ ଭୋଟିଂ ଭୟରେ ସବୁ ଦଳ

ରାଜ୍ୟସଭା ନିର୍ବାଚନ: ଓଡ଼ିଶାରେ ଜୋର୍‌ ଧରିଲା ‘ରିସର୍ଟ ପଲିଟିକ୍ସ’, କ୍ରସ୍ ଭୋଟିଂ ଭୟରେ ସବୁ ଦଳ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତି ସରଗରମ ହୋଇଛି। ବିଧାୟକମାନେ କାଳେ ‘କ୍ରସ୍ ଭୋଟିଂ’ କରିବେ, ସେହି ଭୟ ଏବେ ସବୁ ପ୍ରମୁଖ ରାଜନୈତିକ ଦଳକୁ ଘାରିଛି। ନିଜ ନିଜର ବିଧାୟକମାନଙ୍କୁ ଏକଜୁଟ ରଖିବା ପାଇଁ ବିଜେଡି, ବିଜେପି ଏବଂ କଂଗ୍ରେସ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯାଇଛି। ବିଜେପିର ପାରାଦୀପ ଯାତ୍ରା ଓ କଂଗ୍ରେସର ବେଙ୍ଗାଲୁରୁ କ୍ୟାମ୍ପ ରାଜ୍ୟସଭା ନିର୍ବାଚନ ପାଇଁ ଓଡ଼ିଶାରେ ‘ରିସର୍ଟ ପଲିଟିକ୍ସ’ର ଏକ ନୂଆ ରୂପ ଦେଖିବାକୁ ମିଳିଛି। କଂଗ୍ରେସ ଦଳ […]

Continue reading