ଓଡ଼ିଶାର ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ, ନେତାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଓଡ଼ିଶାର ସମସ୍ତ ୩୦ଟି ଜିଲ୍ଲା ପାଇଁ ଜିଲ୍ଲା ଯୋଜନା କମିଟି ଗଠନ କରାଯାଇଛି। ଏହି କମିଟିରେ ୪ ଜଣ ମନ୍ତ୍ରୀଙ୍କ ସମେତ ୨୬ ଜଣ ବିଧାୟକଙ୍କୁ ଅଧ୍ୟକ୍ଷ ଦାୟିତ୍ୱ ପ୍ରଦାନ କରାଯାଇଛି। ଜିଲ୍ଲା ସ୍ତରରେ ଯୋଜନା ପ୍ରସ୍ତୁତ ଏବଂ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଏହି କମିଟି ମୁଖ୍ୟ ଭୂମିକା ଗ୍ରହଣ କରିବ। ନୂତନ ଘୋଷଣା ଅନୁଯାୟୀ, ଅନୁଗୁଳ- ଅଶୋକ […]

Continue reading
ଛାତ୍ରଛାତ୍ରୀଙ୍କୁ ଉତ୍ତମ ଶିକ୍ଷା ସହ ସ୍ୱାସ୍ଥ୍ୟ ପ୍ରଦାନ ହେଉ ‘ଓଡ଼ିଶା ଦିବସ’ର ମୂଳ ସଂକଳ୍ପ- ଧର୍ମେନ୍ଦ୍ର ପ୍ରଧାନ

ଛାତ୍ରଛାତ୍ରୀଙ୍କୁ ଉତ୍ତମ ଶିକ୍ଷା ସହ ସ୍ୱାସ୍ଥ୍ୟ ପ୍ରଦାନ ହେଉ ‘ଓଡ଼ିଶା ଦିବସ’ର ମୂଳ ସଂକଳ୍ପ- ଧର୍ମେନ୍ଦ୍ର ପ୍ରଧାନ

୧୯୩୬ ଏପ୍ରିଲ ୧ରେ ଭାଷାଭିତ୍ତିକ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା । ୨୦୩୬ରେ ଆମେ ଓଡ଼ିଶା ଗଠନର ଶତବାର୍ଷିକୀ ପାଳନ କରିବା । ଏହି ସମୟ ମଧ୍ୟରେ ‘ବିକଶିତ ଭାରତ’ ଓ ‘ବିକଶିତ ଓଡ଼ିଶା’ର ସ୍ୱପ୍ନ ସେତେବେଳେ ସାକାର ହେବ, ଯେତେବେଳେ ଆମ ଓଡ଼ିଆ ପିଲାମାନେ ସୁସ୍ଥ ରହିବା ସହ ଉତ୍ତମ ଶିକ୍ଷା ପାଇବେ । ଏହି ଲକ୍ଷ୍ୟ ପୂରଣ ପାଇଁ ଆମ ସମସ୍ତଙ୍କର ଦାୟିତ୍ୱ ରହିଛି ବୋଲି ‘ଉତ୍କଳ ଦିବସ’ର ଗୋଟିଏ […]

Continue reading