ସ୍ୱ-ଜନଗଣନାର ସଫଳତା ପାଇଁ ଗଣମାଧ୍ୟମରେ ବ୍ୟାପକ ପ୍ରଚାରପ୍ରସାର ଜରୁରୀ : ଏଡିଜି ଶ୍ରୀ ଅଖିଳ କୁମାର ମିଶ୍ର

ସ୍ୱ-ଜନଗଣନାର ସଫଳତା ପାଇଁ ଗଣମାଧ୍ୟମରେ ବ୍ୟାପକ ପ୍ରଚାରପ୍ରସାର ଜରୁରୀ : ଏଡିଜି ଶ୍ରୀ ଅଖିଳ କୁମାର ମିଶ୍ର

ଓଡ଼ିଶା ସମେତ ଦେଶର ବିଭିନ୍ନ ରାଜ୍ୟରେ ଜନଗଣନା-୨୦୨୭ର ପ୍ରଥମ ପର୍ଯ୍ୟାୟ ଆରମ୍ଭ ହୋଇଛି । ପ୍ରଥମେ ଡିଜିଟାଲ ମାଧ୍ୟମରେ ସ୍ୱ-ଜନଗଣନା ଜାରି ରହିଛି। ନାଗରିକମାନେ ସେଲ୍ଫ ଏନୁମରେସନ ପୋର୍ଟାଲରେ ଅନଲାଇନରେ ନିଜର ତଥ୍ୟ ଦାଖଲ କରି ଜନଗଣନାରେ ସାମିଲ ହୋଇପାରୁଛନ୍ତି। ତେବେ ଏହି ପ୍ରକ୍ରିୟା ସମ୍ପର୍କରେ ଗଣମାଧ୍ୟମ ଜରିଆରେ ବ୍ୟାପକ ପ୍ରଚାର ପ୍ରସାର ଉପରେ ଗୁରୁତ୍ୱାରୋପ କରିଛନ୍ତି ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱରର ଅତିରିକ୍ତ ମହାନିର୍ଦ୍ଦେଶକ […]

Continue reading
ବିଶ୍ୱଯୁଦ୍ଧ ଆଶଙ୍କା: ଟ୍ରମ୍ପଙ୍କ ଚେତାବନୀ ପରେ ଇରାନ ଉପରେ ବଡ଼ ଧରଣର ଆକ୍ରମଣ, ଗ୍ୟାସ୍ ପ୍ଲାଣ୍ଟକୁ ଟାର୍ଗେଟ କଲା ଇସ୍ରାଏଲ

ବିଶ୍ୱଯୁଦ୍ଧ ଆଶଙ୍କା: ଟ୍ରମ୍ପଙ୍କ ଚେତାବନୀ ପରେ ଇରାନ ଉପରେ ବଡ଼ ଧରଣର ଆକ୍ରମଣ, ଗ୍ୟାସ୍ ପ୍ଲାଣ୍ଟକୁ ଟାର୍ଗେଟ କଲା ଇସ୍ରାଏଲ

ତେହେରାନ: ପଶ୍ଚିମ ଏସିଆରେ ଯୁଦ୍ଧର ନିଆଁ ଆହୁରି ଭୟଙ୍କର ରୂପ ଧାରଣ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଚେତାବନୀର କିଛି ଘଣ୍ଟା ମଧ୍ୟରେ ଇରାନର ସବୁଠାରୁ ବଡ଼ ପ୍ରାକୃତିକ ଗ୍ୟାସ ଫିଲ୍ଡ ‘ସାଉଥ ପାର୍ସ’ (South Pars) ଉପରେ ବଡ଼ ଧରଣର ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ଇରାନ ସିଧାସଳଖ ଆମେରିକା ଓ ଇସ୍ରାଏଲକୁ ଦାୟୀ କରିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କାଟଜ ଏହି ଟାର୍ଗେଟକୁ ନେଇ ବଡ଼ ବୟାନ ଦେଇଛନ୍ତି। […]

Continue reading
ଓଡ଼ିଶାରେ ବାହାର ରାଜ୍ୟର ୧୦ ବର୍ଷରୁ ଅଧିକ ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା

ଓଡ଼ିଶାରେ ବାହାର ରାଜ୍ୟର ୧୦ ବର୍ଷରୁ ଅଧିକ ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା

ଓଡ଼ିଶାରେ ବାହାର ରାଜ୍ୟର ୧୦ ବର୍ଷରୁ ଅଧିକ ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା । ନୂତନ ପରମିଟ୍ ପ୍ରଦାନ କରାଯିବ ନାହିଁ । ମାଲିକାନା ହସ୍ତାନ୍ତର କିମ୍ବା କୌଣସି କର ଗ୍ରହଣ ଉପରେ ମଧ୍ୟ ଅଙ୍କୁଶ । ୧୯ ଜୁଲାଇ ୨୦୨୩ ଏସଟିଏ ବୈଠକରେ ନିଆଯାଇଥିବା ନିଷ୍ପତ୍ତି କାର୍ଯ୍ୟକାରୀ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ । ଏ ନେଇ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ବାଣିଜ୍ୟ ଓ ପରିବହନ […]

Continue reading
ବିଜେପି କେବଳ ରାଜନୈତିକ ଦଳ ନୁହେଁ, ଜନସେବାର ଏକ ଅନୁଷ୍ଠାନ – ଧର୍ମେନ୍ଦ୍ର ପ୍ରଧାନ

ବିଜେପି କେବଳ ରାଜନୈତିକ ଦଳ ନୁହେଁ, ଜନସେବାର ଏକ ଅନୁଷ୍ଠାନ – ଧର୍ମେନ୍ଦ୍ର ପ୍ରଧାନ

ମେଦିନିପୁର : “ଭାରତୀୟ ଜନତା ପାର୍ଟି କେବଳ ଏକ ରାଜନୈତିକ ଦଳ ନୁହେଁ, ବରଂ ଜନସେବାର ଏକ ଅନୁଷ୍ଠାନ। କୋଟି କୋଟି କାର୍ଯ୍ୟକର୍ତ୍ତାଙ୍କ ନିରନ୍ତର ତ୍ୟାଗ ଓ ପରିଶ୍ରମ ଯୋଗୁଁ ଆଜି ବିଜେପି ବିଶ୍ୱର ସର୍ବବୃହତ ସଂଗଠନ ହୋଇପାରିଛି।” ପଶ୍ଚିମବଙ୍ଗର ଏଗ୍ରା ଠାରେ ଆୟୋଜିତ ଦଳର ୪୭ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ଏଭଳି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ। ‘ମେରା ବୁଥ୍ ସବସେ ମଜବୁତ୍’ ହିଁ ସଂଗଠନର ମେରୁଦଣ୍ଡ ପଶ୍ଚିମବଙ୍ଗ ଗସ୍ତ […]

Continue reading