ଭୁବନେଶ୍ୱରର ବିଦ୍ୟୁତ୍ ସରବରାହ ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ନିମନ୍ତେ ୩ଟି ନୂତନ ଗ୍ରୀଡ୍ ସବ୍ ଷ୍ଟେସନ ଓ ୮ଟି ଗୁରୁତ୍ବପୂର୍ଣ୍ଣ ଟ୍ରାନ୍ ସମିସନ ଲାଇନ୍ ଉଦଘାଟନ କଲେ  ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରର ବିଦ୍ୟୁତ୍ ସରବରାହ ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ନିମନ୍ତେ ୩ଟି ନୂତନ ଗ୍ରୀଡ୍ ସବ୍ ଷ୍ଟେସନ ଓ ୮ଟି ଗୁରୁତ୍ବପୂର୍ଣ୍ଣ ଟ୍ରାନ୍ ସମିସନ ଲାଇନ୍ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରର ବିଦ୍ୟୁତ୍ ସରବରାହ ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବାଲିଅନ୍ତା ଠାରେ ୩ଟି ନୂତନ ଗ୍ରୀଡ୍ ସବ୍ ଷ୍ଟେସନ ଓ ୮ଟି ଗୁରୁତ୍ବପୂର୍ଣ୍ଣ ଟ୍ରାନ୍ ସମିସନ ଲାଇନ୍ ଉଦ୍ଘାଟନ କରିଛନ୍ତି । ସୂଚନାଯୋଗ୍ୟ ଯେ ପ୍ରାୟ ୬୦୦ କୋଟି ଟଙ୍କା ବ୍ୟୟରେ ଏହି ୩ଟି ନୂତନ ଗ୍ରୀଡ୍ ସବ୍ ଷ୍ଟେସନ – ବାଲିଅନ୍ତା, ସତ୍ୟନଗର, ଏବଂ କଟକର ଏସ୍ .ସି.ବି. ମେଡିକାଲରେ ସ୍ଥାପନ କରାଯାଇଛି ।  ଯାହାଦ୍ୱାରା ଅଞ୍ଚଳର ପ୍ରାୟ […]

Continue reading
ଚିନ୍ତା ବଢାଇଲା ଚାଇନିଜ୍ ନଷ୍ଟ୍ରାଡମ୍ସଙ୍କ ଭବିଷ୍ୟବାଣୀ

ଚିନ୍ତା ବଢାଇଲା ଚାଇନିଜ୍ ନଷ୍ଟ୍ରାଡମ୍ସଙ୍କ ଭବିଷ୍ୟବାଣୀ

ସରିଛି ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ । ଯୁଦ୍ଧବିରତି ନେଇ ଉଭୟ ଦେଶ ରାଜି ହୋଇଛନ୍ତି । ୩୮ ଦିନ ଧରି ଲାଗି ରହିଥିବା ମହାସଂଗ୍ରାମରେ ବିରାମ ଲାଗିଛି । ହେଲେ ଏବେ ଚିନ୍ତା ବଢାଇଛି ଚାଇନିଜ୍ ନଷ୍ଟ୍ରାଡମ୍ସଙ୍କ ଭବିଷ୍ୟବାଣୀ । ସେ ଏପରି କିଛି ଭବିଷ୍ୟବାଣୀ କରିଛନ୍ତି ଯାହାକୁ ନେଇ ସବୁଠି ଭୟର ମାହୋଲ । ଚାଇନାର ନଷ୍ଟ୍ରାଡମ୍ସ ହେଲେ ପେଶାରେ ଜଣେ ପ୍ରଫେସର । ସେ ପୂର୍ବରୁ ଅନେକ ଭବିଷ୍ୟବାଣୀ କରିଛନ୍ତି । […]

Continue reading