ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନରେ କଥା ହେଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନରେ କଥା ହେଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନରେ କଥା ହେଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ମଧ୍ୟପ୍ରାଚ୍ୟ ଉତ୍ତେଜନା ଏବଂ ଆମେରିକା ଦ୍ୱାରା ହର୍ମୁଜ୍ ପ୍ରଣାଳୀ ଅବରୋଧ ମଧ୍ୟରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ୪୦ ମିନିଟ୍ ଆଲୋଚନା ହୋଇଛି । ଯୁଦ୍ଧବିରତି ଏବଂ ଇସଲାମାବାଦ ଆଲୋଚନା ବିଫଳରେ ପରେ ଦୁଇ ନେତାଙ୍କ ମଧ୍ୟରେ ଏହି ଆଲୋଚନା ହୋଇଛି । ପ୍ରଧାନମନ୍ତ୍ରୀ ମୋଦୀ ଟ୍ୱିଟରରେ ପୋଷ୍ଟ କରିଛନ୍ତି ଯେ, ପଶ୍ଚିମ ଏସିଆର […]

Continue reading
ଆଜି ପବିତ୍ର ପଣା ସଂକ୍ରାନ୍ତି,ପବିତ୍ର ଝାମୁ ବ୍ରତ ଉଦ୍‌ଯାପିତ

ଆଜି ପବିତ୍ର ପଣା ସଂକ୍ରାନ୍ତି,ପବିତ୍ର ଝାମୁ ବ୍ରତ ଉଦ୍‌ଯାପିତ

 ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି । ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି କୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ଆଜିର ପବିତ୍ର ଦିନକୁ ନେଇ ପ୍ରତି ଓଡ଼ିଆ ଘର ଚଳଚଞ୍ଚଳ ହୋଇପଡ଼ିଛି। ଓଡ଼ିଆ ପରମ୍ପରାନୁଯାୟୀ ଏହି ଦିନଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ । ଜ୍ୟୋତିଷ ଗଣନା ଅନୁଯାୟୀ ଏହି ଦିନକୁ ମେଷ ସଂକ୍ରାନ୍ତି ବୋଲି କୁହାଯାଏ। ଏହିଦିନଠାରୁ ୧ ମାସ […]

Continue reading