କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ଲୋକସଭାରେ ସୀମା ପୁନଃନିର୍ଦ୍ଧାରଣ ବିଲ୍ ୨୦୨୬, ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍ ୨୦୨୬ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଆଇନ (ସଂଶୋଧନ) ବିଲ୍ ୨୦୨୬ ଉପରେ ଆଲୋଚନାରେ ଅଂଶଗ୍ରହଣ କରି କହିଛନ୍ତି ଯେ ଏହି ତିନୋଟି ବିଲ୍ ପରେ ଲୋକସଭାରେ ଦକ୍ଷିଣ ଭାରତୀୟ ରାଜ୍ୟଗୁଡ଼ିକର ପ୍ରତିନିଧିତ୍ୱ ବହୁତ ହ୍ରାସ ପାଇବ ଏବଂ ସେମାନେ କ୍ଷତିଗ୍ରସ୍ତ ହେବେ ବୋଲି ଏକ ଗୁଜବ ପ୍ରଚାର କରାଯାଉଛି। ଗୃହ ମନ୍ତ୍ରୀ […]
Continue readingDaily Archives: April 17, 2026
ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ଐତିହାସିକ ତୃତୀୟ କାର୍ଯ୍ୟକାଳ ନିମନ୍ତେ ଶ୍ରୀ ହରିବଂଶଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଲଗାତାର ତୃତୀୟ ଥର ପାଇଁ ରାଜ୍ୟସଭାର ଉପାଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଥିବା ଶ୍ରୀ ହରିବଂଶଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଏହି ଐତିହାସିକ ସଫଳତା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହା ଶ୍ରୀ ହରିବଂଶଙ୍କ ପ୍ରତି ସଦନର ଗଭୀର ବିଶ୍ୱାସ ଏବଂ ଏହି ଅନୁଷ୍ଠାନକୁ ସେ ଆଣିଥିବା ମୂଲ୍ୟବାନ ଅଭିଜ୍ଞତାକୁ ପ୍ରତିଫଳିତ କରିଥାଏ । କ୍ରମାଗତ ତୃତୀୟ ଥର ପାଇଁ […]
Continue reading

