ବାରକୋଟର ଐତିହାସିକ ‘କଲା ଚନ୍ଦନ ଯାତ୍ରା’ରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଦେବଗଡ଼, ଏପ୍ରିଲ ୨୪, ଦେବଗଡ଼ ଜିଲ୍ଲା ବାରକୋଟ୍ ବ୍ଲକର ଐତିହାସିକ ‘କଲା ଚନ୍ଦନ ଯାତ୍ରା’ କେବଳ ଏକ ପର୍ବ ନୁହେଁ, ଏହା ଆମ ସମୃଦ୍ଧ ଓଡ଼ିଆ ସଂସ୍କୃତି, ଅନନ୍ୟ ପରମ୍ପରା ଏବଂ ଗଭୀର ଆଧ୍ୟାତ୍ମିକ ଚେତନାର ଏକ ଜ୍ୱଳନ୍ତ ପ୍ରତୀକ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଆଜି ଦେବଗଡ଼ ଜିଲ୍ଲା ଗସ୍ତ […]
Continue reading
