ଓଡ଼ିଆ ଜାତିର ଅସ୍ମିତା, ସ୍ୱାଭିମାନ ଏବଂ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ମୁଖ୍ୟ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜନ୍ମ ଜୟନ୍ତୀ ଆଜି ରାଜ୍ୟବ୍ୟାପୀ ଶ୍ରଦ୍ଧାର ସହ ପାଳିତ ହୋଇଯାଇଛି। ଆଧୁନିକ ଓଡ଼ିଶାର ଭିତ୍ତିଭୂମି ସ୍ଥାପନ କରିବାରେ ତାଙ୍କର ଯେଉଁ ଅତୁଳନୀୟ ତ୍ୟାଗ ରହିଛି, ତାହା ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ। ତାଙ୍କରି ସ୍ମୃତି ଚାରଣ ପାଇଁ ଆଜି ରାଜଧାନୀ ଭୁବନେଶ୍ୱର ସମେତ ସମଗ୍ର ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। […]
Continue readingDaily Archives: April 26, 2026
ନିଜ ଗାଁ ନାଲମରେ ପ୍ରଧାନମନ୍ତ୍ରୀଙ୍କ ‘ମନ୍ କୀ ବାତ୍’ ଶୁଣିଲେ କେନ୍ଦ୍ରମନ୍ତ୍ରୀ
‘ମନ୍ କୀ ବାତ୍’ ଜନସମ୍ବାଦର ମାଧ୍ୟମ ହୋଇଛି – ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଅନୁଗୋଳ ଜିଲ୍ଲା ତାଳଚେର କଣିହାଁ ବ୍ଲକ ସ୍ଥିତ ନିଜ ପୈତୃକ ଗ୍ରାମ ନାଲମ ଗସ୍ତ କରି ଦଳୀୟ କାର୍ଯ୍ୟକର୍ତ୍ତା ଓ ସ୍ଥାନୀୟ ଲୋକଙ୍କ ଗହଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ମନ୍ କୀ ବାତ୍’ର ୧୩୩ତମ ସଂସ୍କରଣ ଶୁଣିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ, ‘ମନ୍ କୀ ବାତ୍’ କାର୍ଯ୍ୟକ୍ରମ ଦେଶବ୍ୟାପୀ ଜନସମ୍ବାଦର ଏକ […]
Continue readingଇଏମଏଲ୍ ବେଙ୍ଗାଲୁରୁରେ ‘ଆଦିତ୍ୟ’ କଂପ୍ଲେକ୍ସ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଶ୍ବିନୀ ବୈଷ୍ଣବ
କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ବେଙ୍ଗାଲୁରୁର ବିଇଏମଏଲ୍ ଟିପ୍ପାସାନ୍ଦ୍ରା କ୍ୟାମ୍ପସ ପରିଦର୍ଶନ କରି ହାଇ-ସ୍ପିଡ୍ ରେଳ ନିର୍ମାଣ ପାଇଁ ଉତ୍ସର୍ଗୀକୃତ ଏକ ସ୍ୱତନ୍ତ୍ର କମ୍ପ୍ଲେକ୍ସ, ଆଦିତ୍ୟକୁ ଉଦଘାଟନ କରିଛନ୍ତି। ଏହି ଗସ୍ତ ସମୟରେ, ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ହାଇ-ସ୍ପିଡ୍ ରେଳ ପ୍ରଯୁକ୍ତିବିଦ୍ୟା ଅତ୍ୟନ୍ତ ସୂକ୍ଷ୍ମ ଏବଂ ଜଟିଳ। ଆମ ଦେଶ ମଧ୍ୟରେ ଏହାର ବିକାଶ ସ୍ୱଦେଶୀ ଇଞ୍ଜିନିୟରିଂ ପାଇଁ ଏକ […]
Continue readingସ୍ୱତନ୍ତ୍ର ଓଡ଼ିଶାର ବିନ୍ଧାଣି ମହାରାଜା କୃଷ୍ଣଚନ୍ଦ୍ର ଗଜପତି
ଓଡ଼ିଆ ଜାତିର ଅସ୍ମିତା, ସ୍ୱାଭିମାନ ଏବଂ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ମୁଖ୍ୟ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜନ୍ମ ଜୟନ୍ତୀ ଆଜି ରାଜ୍ୟବ୍ୟାପୀ ଶ୍ରଦ୍ଧାର ସହ ପାଳିତ ହୋଇଯାଇଛି। ଆଧୁନିକ ଓଡ଼ିଶାର ଭିତ୍ତିଭୂମି ସ୍ଥାପନ କରିବାରେ ତାଙ୍କର ଯେଉଁ ଅତୁଳନୀୟ ତ୍ୟାଗ ରହିଛି, ତାହା ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ। ତାଙ୍କରି ସ୍ମୃତି ଚାରଣ ପାଇଁ ଆଜି ରାଜଧାନୀ ଭୁବନେଶ୍ୱର ସମେତ ସମଗ୍ର ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।ସୂଚନା […]
Continue readingମଣିଷକୁ ଜାଗ୍ରତ ଓ ସକାରାତ୍ମକ କାର୍ଯ୍ୟ ପାଇଁ ପ୍ରେରିତ କରିବାର ମୂଳ ମନ୍ତ୍ର ହେଉଛି ‘ଅସ୍ମିତା’ – ଧର୍ମେନ୍ଦ୍ର ପ୍ରଧାନ
ଅସ୍ମିତା ଏକ ଦାର୍ଶନିକ ବିଷୟ । ଅସ୍ମିତା ହିଁ ଆମର ପ୍ରକୃତ ପରିଚୟ ଓ ଶାଶ୍ୱତ ଐତିହ୍ୟ। ଯେଉଁ ଚିନ୍ତାଧାରା ମଣିଷକୁ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ କରେ, ନିଜ ମାଟି ପାଇଁ ଗର୍ବିତ ହେବାର ସୁଯୋଗ ଦିଏ ଏବଂ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ମନୋବଳକୁ ଦୃଢ଼ୀଭୂତ କରେ, ତାହା ହିଁ ପ୍ରକୃତ ଅସ୍ମିତା ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ । ‘ସମ୍ବାଦ’ର ଅନୁଗୋଳ ସଂସ୍କରଣର ୨୬ତମ ସ୍ୱନକ୍ଷତ୍ର ଉତ୍ସବରେ ଯୋଗଦେଇ ଶ୍ରୀ […]
Continue readingପୋଲିସର ସେବା ମନୋଭାବ ଜନତାଙ୍କ ଭରସା ବଢ଼ାଇବ – ଧର୍ମେନ୍ଦ୍ର ପ୍ରଧାନ
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଅନୁଗୋଳ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଆୟୋଜିତ ‘ବଣ୍ଟନ ମେଳା’ କାର୍ଯ୍ୟକ୍ରମରେ ଯୋଗଦେଇ ଜନସାଧାରଣଙ୍କ ସେବା ଦିଗରେ ଏକ ପ୍ରଶଂସନୀୟ ଓ ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି ଅଭିହିତ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି, ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ସମୟରେ ହଜିଯାଇଥିବା ବା ଚୋରି ହୋଇଥିବା ମୋବାଇଲ ଫୋନ୍ ଏବଂ ବାଇକ୍ଗୁଡ଼ିକୁ ଉଦ୍ଧାର କରାଯାଇ ସେଗୁଡ଼ିକର ପ୍ରକୃତ ମାଲିକଙ୍କୁ ସମ୍ମାନର ସହ ଫେରସ୍ତ କରାଯାଇଛି […]
Continue reading





