ପଶ୍ଚିମବଙ୍ଗରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ମୋହନ ମାଝୀଙ୍କ ଜୋରଦାର ପ୍ରଚାର । ଓଡ଼ିଆ ଭୋଟରଙ୍କୁ ଆକୃଷ୍ଟ କରିବା ଏବଂ ଦଳୀୟ ସଂଗଠନକୁ ମଜବୁତ କରିବା ପାଇଁ ସେ ଏହି ମାରାଥନ କ୍ୟାମ୍ପେନ କରୁଛନ୍ତି। ମୁଖ୍ୟମନ୍ତ୍ରୀ ବାଗଦା ନିର୍ବାଚନ ମଣ୍ଡଳୀରେ ଏକ ବିଶାଳ ରୋଡ୍ ସୋ’ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ। ଏହାସହ ରାଜାରହାଟରେ ଆୟୋଜିତ ଏକ ବଡ଼ ଜନସଭାରେ ସେ ଯୋଗଦେବେ। ପଶ୍ଚିମବଙ୍ଗରେ ରହୁଥିବା […]
Continue readingDaily Archives: April 27, 2026
ଏଥର ବଙ୍ଗଳାରେ ଫୁଟିବ ପଦ୍ମ- ମୋଦୀ
ଘରୁ ବାହାରିବା ପରଠାରୁ ଲୋକଙ୍କ ମଧ୍ୟରେ ରହିବାରେ ପ୍ରକୃତ ଖୁସି ଏବଂ ସେମାନେ ତାଙ୍କ ପରିବାର। ଏଥର ବଙ୍ଗଳାରେ ମଧ୍ୟ ଫୁଟିବ ପଦ୍ମ। ନିକଟ ଅତୀତରେ ବିହାର ‘କମଳ’କୁ ପ୍ରସ୍ଫୁଟିତ କରିଛି, ଓଡ଼ିଶା କମଳକୁ ପ୍ରସ୍ଫୁଟିତ କରିଛି ଏବଂ ବର୍ତ୍ତମାନ ବଙ୍ଗଳାର ପାଳି। ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଏପ୍ରିଲ ୨୯ ବୁଧବାର ଦିନ ହେବାକୁ ଯାଉଛି। ଆଜି ଏହି ପର୍ଯ୍ୟାୟ ପାଇଁ ନିର୍ବାଚନ ପ୍ରଚାରର ଶେଷ ଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀ […]
Continue readingଅକ୍ଷୟ ତୃତୀୟା
ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା ଓଡ଼ିଆ ଜାତିର ଗର୍ବ ଗୈାରବ , ମେଧା ପତାକା ଉତ୍ତୋଳକ କବିରାଜ ଜୟଦେବଙ୍କ ପବିତ୍ର ଜୟନ୍ତୀ । ବିଶେଷ କରି ବ୍ୟକ୍ତିଗତ ଭାବେ ଆମ ପାଇଁ ମଧ୍ୟ ଏକ ସ୍ମରଣୀୟ ତିଥି । ଆଜି ର ତିଥି ରେ ଆମ ଜନ୍ମଦାତ୍ରୀ ଜନ୍ମ ଗ୍ରହଣ କରିଥିଲା । ବୋଉ ବଞ୍ଚିଥିଲେ ଆଜି ଆମେ ତା’ର ଜନ୍ମ ଶତବାର୍ଷିକୀ ପାଳନ କରିବାର ସୌଭାଗ୍ୟ ଲାଭ କରିଥାନ୍ତୁ । ପ୍ରଭୁ ଆମକୁ ସେ ସୁଯୋଗ ଦେଲେ ନାହିଁ […]
Continue readingସୀତା ନବମୀ
ବିଶାଖା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାସକୁ ବୈଶାଖ (ବଇଶାଖ ନାମରେ ମଧ୍ୟ ଜଣା) କୁହାଯାଏ । ବୈଶାଖ ଶାଳିବାହନ ଶକାବ୍ଦର ପ୍ରଥମ ମାସ । ବୈଶାଖ ଓଡ଼ିଆ ହିନ୍ଦୁମାନଙ୍କର ପ୍ରଥମ ଚାନ୍ଦ୍ରମାନ ମାସ । ଏ ମାସ ଚୈତ୍ର ପୂର୍ଣ୍ଣିମା ପର ଦିନଠାରୁ ଆରମ୍ଭ ହୁଏ; ଏହାର ପୂର୍ବବର୍ତ୍ତୀ ମାସ ଚୈତ୍ର ଓ ପରବର୍ତ୍ତୀ ମାସ ଜ୍ୟୈଷ୍ଠ । ଏହି ମାସ ଓ ଏହାର ପରବର୍ତ୍ତୀ ମାସ ଗ୍ରୀଷ୍ମ ଋତୁ । ହିନ୍ଦୁମାନଙ୍କର ଏହା ଏକ […]
Continue reading



