ନୂତନ ଚିକିତ୍ସା ପଦ୍ଧତି ଅନ୍ୱେଷଣ ଲାଗି ଆଇଏଲଏସ ପକ୍ଷରୁ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ

ନୂତନ ଚିକିତ୍ସା ପଦ୍ଧତି ଅନ୍ୱେଷଣ ଲାଗି ଆଇଏଲଏସ ପକ୍ଷରୁ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ

ଭୁବନେଶ୍ୱରସ୍ଥିତ ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲଏସ) ପକ୍ଷରୁ ନୂତନ ଚିକିତ୍ସା ପଦ୍ଧତିର ଅନ୍ୱେଷଣ ଲାଗି ଏକ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜନ କରାଯାଉଛି। ଗତକାଲି ଠାରୁ ଆରମ୍ଭ ହୋଇଥିବା ସମ୍ମିଳନୀ ତିନି ଦିନ ଧରି ଚାଲିବ। ଏଥିରେ ଦେଶବିଦେଶର ବହୁ ବିଶିଷ୍ଟ ବୈଜ୍ଞାନିକ ଯୋଗ ଦେଇଛନ୍ତି। ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ବିଭିନ୍ନ ରୋଗ ନିଦାନ ଓ ଚିକିତ୍ସାରେ ଏକ୍ସଟ୍ରାସେଲୁଲାର୍‌ ଭେସିକଲ୍ସ (ଇଭି)ର ସମ୍ଭାବନା ଅନୁସନ୍ଧାନ କରିବା। ଏକ୍ସଟ୍ରାସେଲୁଲାର୍‌ ଭେସିକଲ୍ସ ହେଉଛି ଅତି ଛୋଟ ଝିଲ୍ଲି ଦ୍ୱାରା ଘେରି […]

Continue reading
ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଶ୍ରୀ ଅଶ୍ୱିନୀ ବୈଷ୍ଣବ

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଶ୍ରୀ ଅଶ୍ୱିନୀ ବୈଷ୍ଣବ

କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ନୂଆଦିଲ୍ଲୀର ରେଳ ଭବନରେ ସାରା ଦେଶର ରେଳ ଅଧିକାରୀଙ୍କ ସହ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଗରିବ ଏବଂ ମଧ୍ୟମ ବର୍ଗଙ୍କୁ ଏକ ଉତ୍ତମ ଯାତ୍ରା ଅଭିଜ୍ଞତା ପ୍ରଦାନ କରିବା ଭାରତୀୟ ରେଳବାଇର ସର୍ବୋଚ୍ଚ ପ୍ରାଥମିକତା ହୋଇ ରହିଛି। ଏହି ଲକ୍ଷ୍ୟ ହାସଲ ଦିଗରେ ମିଳିତ ଭାବେ କାର୍ଯ୍ୟ […]

Continue reading
ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନ

ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନ

ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର, ଯେଉଁଠାରେ ବିଜ୍ଞାନ ଓ ଆଧ୍ୟାତ୍ମିକତାର ଅଦ୍ଭୁତ ସମନ୍ୱୟ ଦେଖିବାକୁ ମିଳେ ବୋଲି ଆଜି ବାବା ମହାକାଳଙ୍କ ପବିତ୍ର ନଗରୀ ଉଜ୍ଜୟିନୀ (ଅବନ୍ତୀକା)ରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ । ଏହି ଗସ୍ତକାଳରେ ଶ୍ରୀ ପ୍ରଧାନ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ସୁରେଶ ସୋନୀଙ୍କ […]

Continue reading
ଆମେରିକା ଓ ଇସ୍ରାଏଲ ବାୟୁସେନାର ମିଳିତ ଆକ୍ରମଣ ରେ ଇରାନର ସବୁଠୁ ଉଚ୍ଚା ବି-୧ ବ୍ରିଜ୍ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ

ଆମେରିକା ଓ ଇସ୍ରାଏଲ ବାୟୁସେନାର ମିଳିତ ଆକ୍ରମଣ ରେ ଇରାନର ସବୁଠୁ ଉଚ୍ଚା ବି-୧ ବ୍ରିଜ୍ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ

ଆମେରିକା, ଇସ୍ରାଏଲ ଓ ଇରାନ ମଧ୍ୟରେ ଜାରି ଯୁଦ୍ଧରେ ଗୁରୁବାର ଇରାନକୁ ଏକ ବହୁତ ବଡ଼ ରଣନୈତିକ ଓ ଆର୍ଥିକ ଝଟକା ଲାଗିଛି। ଆମେରିକା ଓ ଇସ୍ରାଏଲ ବାୟୁସେନାର ମିଳିତ ଆକ୍ରମଣ ରେ ଇରାନର ଅଲବୋର୍ଜ ପ୍ରାନ୍ତରେ ଥିବା ମଧ୍ୟପ୍ରାଚ୍ୟର ସବୁଠୁ ଉଚ୍ଚା ବି-୧ ବ୍ରିଜ୍ କୁ ଟାର୍ଗେଟ କରାଯାଇଛି। ଏଥିରେ ପୋଲଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ଏହା ଏକ ନିର୍ମାଣାଧୀନ ପୋଲ ଓ ଏହାକୁ ଦେଶର ପ୍ରମୁଖ ଇଞ୍ଜିନିୟରିଂ ଉପଲବ୍ଧି ମନେ କରାଯାଉଥିଲା। ଏହି ପୋଲର […]

Continue reading
ରାଜ୍ୟରେ ୭୦ ରୁ ୮୦ ପ୍ରତିଶତ ଗାଡି ପିୟୁସିସି କରିଛନ୍ତି । ଆଉ ୨୦ ପ୍ରତିଶତ ଅମାନିଆ ରହିଛନ୍ତି-ବାଣିଜ୍ୟ ଓ ପରିବହନ ମନ୍ତ୍ରୀ

ରାଜ୍ୟରେ ୭୦ ରୁ ୮୦ ପ୍ରତିଶତ ଗାଡି ପିୟୁସିସି କରିଛନ୍ତି । ଆଉ ୨୦ ପ୍ରତିଶତ ଅମାନିଆ ରହିଛନ୍ତି-ବାଣିଜ୍ୟ ଓ ପରିବହନ ମନ୍ତ୍ରୀ

 ରାଜ୍ୟରେ ୭୦ ରୁ ୮୦ ପ୍ରତିଶତ ଗାଡି ପିୟୁସିସି କରିଛନ୍ତି । ଆଉ ୨୦ ପ୍ରତିଶତ ଅମାନିଆ ରହିଛନ୍ତି । ତେବେ ସରକାରଙ୍କ ନିର୍ଦ୍ଦେଶକୁ ମାନି ସହଯୋଗ କରିବାକୁ ଅନୁରୋଧ କରିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ । ମନ୍ତ୍ରୀ କହିଛନ୍ତି ଅବମାନନା କରିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଡେଡ୍ ଲାଇନ ମାର୍ଚ୍ଚ ମାସ ୩୧ ତାରିଖ ଦିଆଯାଇଥିଲା । ଅବଧି ସରିଲା, ଏଣିକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏପ୍ରିଲ ୨ ତାରିଖଠାରୁ […]

Continue reading
ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ – ୬୩ର ପ୍ରଶସ୍ତିକରଣ ଓ ବାଇପାସ ନିର୍ମାଣ  ପାଇଁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ – ୬୩ର ପ୍ରଶସ୍ତିକରଣ ଓ ବାଇପାସ ନିର୍ମାଣ ପାଇଁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୋଳ ଜିଲ୍ଲାରେ କୋଇଲା ପରିବହନ ଏବଂ ଶିଳ୍ପ ଭିତ୍ତିଭୂମିକୁ ସଦୃଢ଼ କରିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି । ଏହି ସମ୍ପର୍କରେ ଏକ ପତ୍ର ଲେଖି ଶ୍ରୀ ପ୍ରଧାନ ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ (ଏସଏଚ- ୬୩) ର ପ୍ରଶସ୍ତିକରଣ ଓ ବାଇପାସ ନିର୍ମାଣ ପାଇଁ ପ୍ରସ୍ତାବ ଦେବା ସହ ଛେଣ୍ଡିପଦା-ଜରପଡ଼ା ଜିଲ୍ଲା ମୁଖ୍ୟ ରାସ୍ତାର ସମ୍ପ୍ରସାରଣ ପାଇଁ ଅନୁରୋଧ କରିଛନ୍ତି […]

Continue reading
ତୃତୀୟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସିବିଏସଇର ସିଟି ଏବଂ ଏଆଇ ପାଠ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ତୃତୀୟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସିବିଏସଇର ସିଟି ଏବଂ ଏଆଇ ପାଠ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଅର୍ଥାତ୍ ୨୦୨୬-୨୭ ଶିକ୍ଷା ବର୍ଷର ପ୍ରଥମ ଦିନରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ)ର ନୂତନ ‘କମ୍ପ୍ୟୁଟେସନାଲ୍ ଥିଙ୍କିଙ୍ଗ୍ ଏବଂ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ’ (ସିଟି ଏବଂ ଏଆଇ) ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ତୃତୀୟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ଏହି ପାଠ୍ୟକ୍ରମ ଜାତୀୟ ଶିକ୍ଷା ନୀତି -୨୦୨୦ ର ଲକ୍ଷ୍ୟକୁ ପୂରଣ କରିବା ଦିଗରେ ଏକ ପ୍ରମୁଖ […]

Continue reading
୨୦୩୬ ମସିହା ସୁଦ୍ଧା ‘ସମୃଦ୍ଧ ଓଡ଼ିଶା’ ଗଢ଼ି ତୋଳିବା : ମନମୋହନ ସାମଲ

୨୦୩୬ ମସିହା ସୁଦ୍ଧା ‘ସମୃଦ୍ଧ ଓଡ଼ିଶା’ ଗଢ଼ି ତୋଳିବା : ମନମୋହନ ସାମଲ

୧୯୩୬ ମସିହା ଏପ୍ରିଲ ୧ ଓଡ଼ିଶା ଇତିହାସର ଏକ ଅବିସ୍ମରଣୀୟ ଦିନ । ଏହା ସବୁ ଓଡ଼ିଆଙ୍କ ପାଇଁ ପ୍ରେରଣା ଓ ସ୍ୱାଭିମାନର ଦିନ । ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାରାଜାଙ୍କ ପରି ଅନେକ ସ୍ୱାଧୀନତା ସଂଗ୍ରାମୀଙ୍କ ସଂଘର୍ଷ ଯୋଗୁ ଓଡ଼ିଆ ଭାଷାର ସୁରକ୍ଷା ହେବା ସହ ସ୍ୱତନ୍ତ୍ର ଓଡିଶା ଗଠନ ସମ୍ଭବ ହୋଇଥିଲା । ସେମାନଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ୨୦୩୬ ମସିହାରେ […]

Continue reading

ଓଡ଼ିଶାର ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ, ନେତାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଓଡ଼ିଶାର ସମସ୍ତ ୩୦ଟି ଜିଲ୍ଲା ପାଇଁ ଜିଲ୍ଲା ଯୋଜନା କମିଟି ଗଠନ କରାଯାଇଛି। ଏହି କମିଟିରେ ୪ ଜଣ ମନ୍ତ୍ରୀଙ୍କ ସମେତ ୨୬ ଜଣ ବିଧାୟକଙ୍କୁ ଅଧ୍ୟକ୍ଷ ଦାୟିତ୍ୱ ପ୍ରଦାନ କରାଯାଇଛି। ଜିଲ୍ଲା ସ୍ତରରେ ଯୋଜନା ପ୍ରସ୍ତୁତ ଏବଂ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଏହି କମିଟି ମୁଖ୍ୟ ଭୂମିକା ଗ୍ରହଣ କରିବ। ନୂତନ ଘୋଷଣା ଅନୁଯାୟୀ, ଅନୁଗୁଳ- ଅଶୋକ […]

Continue reading
ଛାତ୍ରଛାତ୍ରୀଙ୍କୁ ଉତ୍ତମ ଶିକ୍ଷା ସହ ସ୍ୱାସ୍ଥ୍ୟ ପ୍ରଦାନ ହେଉ ‘ଓଡ଼ିଶା ଦିବସ’ର ମୂଳ ସଂକଳ୍ପ- ଧର୍ମେନ୍ଦ୍ର ପ୍ରଧାନ

ଛାତ୍ରଛାତ୍ରୀଙ୍କୁ ଉତ୍ତମ ଶିକ୍ଷା ସହ ସ୍ୱାସ୍ଥ୍ୟ ପ୍ରଦାନ ହେଉ ‘ଓଡ଼ିଶା ଦିବସ’ର ମୂଳ ସଂକଳ୍ପ- ଧର୍ମେନ୍ଦ୍ର ପ୍ରଧାନ

୧୯୩୬ ଏପ୍ରିଲ ୧ରେ ଭାଷାଭିତ୍ତିକ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା । ୨୦୩୬ରେ ଆମେ ଓଡ଼ିଶା ଗଠନର ଶତବାର୍ଷିକୀ ପାଳନ କରିବା । ଏହି ସମୟ ମଧ୍ୟରେ ‘ବିକଶିତ ଭାରତ’ ଓ ‘ବିକଶିତ ଓଡ଼ିଶା’ର ସ୍ୱପ୍ନ ସେତେବେଳେ ସାକାର ହେବ, ଯେତେବେଳେ ଆମ ଓଡ଼ିଆ ପିଲାମାନେ ସୁସ୍ଥ ରହିବା ସହ ଉତ୍ତମ ଶିକ୍ଷା ପାଇବେ । ଏହି ଲକ୍ଷ୍ୟ ପୂରଣ ପାଇଁ ଆମ ସମସ୍ତଙ୍କର ଦାୟିତ୍ୱ ରହିଛି ବୋଲି ‘ଉତ୍କଳ ଦିବସ’ର ଗୋଟିଏ […]

Continue reading