ସ୍ୱତନ୍ତ୍ର ଓଡ଼ିଶାର ବିନ୍ଧାଣି ମହାରାଜା କୃଷ୍ଣଚନ୍ଦ୍ର ଗଜପତି: ଏକ ଶ୍ରଦ୍ଧାଞ୍ଜଳି

ସ୍ୱତନ୍ତ୍ର ଓଡ଼ିଶାର ବିନ୍ଧାଣି ମହାରାଜା କୃଷ୍ଣଚନ୍ଦ୍ର ଗଜପତି: ଏକ ଶ୍ରଦ୍ଧାଞ୍ଜଳି

କୃଷ୍ଣଚନ୍ଦ୍ର ଗଜପତି ଆଜି ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ତଥା ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶର ପ୍ରଥମ ପ୍ରଧାନମନ୍ତ୍ରୀ(୧୯୩୭), ଅକଳ୍ପନୀୟ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ଓ ପରମ୍ପରା ପ୍ରାଣ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ( ୨୬-୦୪- ୧୮୯୨- ୨୫-୦୫-୧୯୭୪)ଙ୍କ ୧୩୫ ତମ ଜୟନ୍ତୀ ଅବସରରେ ତାଙ୍କର ଅମୃତ ଅମ୍ଲାନ ସ୍ମୃତି ପ୍ରତି କୋଟି କୋଟି ପ୍ରଣାମ ଜଣାଉଛି।‌ ବିଶେଷ କରି ୧୯୧୩ ମସିହା, ଆଜିର ଦିନରେ ୨୧ ବର୍ଷ ପୂରଣ କରି ୨୨ ବର୍ଷରେ […]

Continue reading
ନିଜ ଗାଁ ନାଲମରେ ପ୍ରଧାନମନ୍ତ୍ରୀଙ୍କ ‘ମନ୍ କୀ ବାତ୍’ ଶୁଣିଲେ କେନ୍ଦ୍ରମନ୍ତ୍ରୀ

ନିଜ ଗାଁ ନାଲମରେ ପ୍ରଧାନମନ୍ତ୍ରୀଙ୍କ ‘ମନ୍ କୀ ବାତ୍’ ଶୁଣିଲେ କେନ୍ଦ୍ରମନ୍ତ୍ରୀ

‘ମନ୍ କୀ ବାତ୍’ ଜନସମ୍ବାଦର ମାଧ୍ୟମ ହୋଇଛି – ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଅନୁଗୋଳ ଜିଲ୍ଲା ତାଳଚେର କଣିହାଁ ବ୍ଲକ ସ୍ଥିତ ନିଜ ପୈତୃକ ଗ୍ରାମ ନାଲମ ଗସ୍ତ କରି ଦଳୀୟ କାର୍ଯ୍ୟକର୍ତ୍ତା ଓ ସ୍ଥାନୀୟ ଲୋକଙ୍କ ଗହଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ମନ୍ କୀ ବାତ୍’ର ୧୩୩ତମ ସଂସ୍କରଣ ଶୁଣିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ, ‘ମନ୍ କୀ ବାତ୍’ କାର୍ଯ୍ୟକ୍ରମ ଦେଶବ୍ୟାପୀ ଜନସମ୍ବାଦର ଏକ […]

Continue reading
ଇଏମଏଲ୍ ବେଙ୍ଗାଲୁରୁରେ ‘ଆଦିତ୍ୟ’ କଂପ୍ଲେକ୍ସ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଶ୍ବିନୀ ବୈଷ୍ଣବ

ଇଏମଏଲ୍ ବେଙ୍ଗାଲୁରୁରେ ‘ଆଦିତ୍ୟ’ କଂପ୍ଲେକ୍ସ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଶ୍ବିନୀ ବୈଷ୍ଣବ

କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ବେଙ୍ଗାଲୁରୁର ବିଇଏମଏଲ୍ ଟିପ୍ପାସାନ୍ଦ୍ରା କ୍ୟାମ୍ପସ ପରିଦର୍ଶନ କରି ହାଇ-ସ୍ପିଡ୍ ରେଳ ନିର୍ମାଣ ପାଇଁ ଉତ୍ସର୍ଗୀକୃତ ଏକ ସ୍ୱତନ୍ତ୍ର କମ୍ପ୍ଲେକ୍ସ, ଆଦିତ୍ୟକୁ ଉଦଘାଟନ କରିଛନ୍ତି। ଏହି ଗସ୍ତ ସମୟରେ, ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ହାଇ-ସ୍ପିଡ୍ ରେଳ ପ୍ରଯୁକ୍ତିବିଦ୍ୟା ଅତ୍ୟନ୍ତ ସୂକ୍ଷ୍ମ ଏବଂ ଜଟିଳ। ଆମ ଦେଶ ମଧ୍ୟରେ ଏହାର ବିକାଶ ସ୍ୱଦେଶୀ ଇଞ୍ଜିନିୟରିଂ ପାଇଁ ଏକ […]

Continue reading
ସ୍ୱତନ୍ତ୍ର ଓଡ଼ିଶାର ବିନ୍ଧାଣି ମହାରାଜା କୃଷ୍ଣଚନ୍ଦ୍ର ଗଜପତି

ସ୍ୱତନ୍ତ୍ର ଓଡ଼ିଶାର ବିନ୍ଧାଣି ମହାରାଜା କୃଷ୍ଣଚନ୍ଦ୍ର ଗଜପତି

ଓଡ଼ିଆ ଜାତିର ଅସ୍ମିତା, ସ୍ୱାଭିମାନ ଏବଂ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ମୁଖ୍ୟ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜନ୍ମ ଜୟନ୍ତୀ ଆଜି ରାଜ୍ୟବ୍ୟାପୀ ଶ୍ରଦ୍ଧାର ସହ ପାଳିତ ହୋଇଯାଇଛି। ଆଧୁନିକ ଓଡ଼ିଶାର ଭିତ୍ତିଭୂମି ସ୍ଥାପନ କରିବାରେ ତାଙ୍କର ଯେଉଁ ଅତୁଳନୀୟ ତ୍ୟାଗ ରହିଛି, ତାହା ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ। ତାଙ୍କରି ସ୍ମୃତି ଚାରଣ ପାଇଁ ଆଜି ରାଜଧାନୀ ଭୁବନେଶ୍ୱର ସମେତ ସମଗ୍ର ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।ସୂଚନା […]

Continue reading
ମଣିଷକୁ ଜାଗ୍ରତ ଓ ସକାରାତ୍ମକ କାର୍ଯ୍ୟ ପାଇଁ ପ୍ରେରିତ କରିବାର ମୂଳ ମନ୍ତ୍ର ହେଉଛି ‘ଅସ୍ମିତା’ – ଧର୍ମେନ୍ଦ୍ର ପ୍ରଧାନ

ମଣିଷକୁ ଜାଗ୍ରତ ଓ ସକାରାତ୍ମକ କାର୍ଯ୍ୟ ପାଇଁ ପ୍ରେରିତ କରିବାର ମୂଳ ମନ୍ତ୍ର ହେଉଛି ‘ଅସ୍ମିତା’ – ଧର୍ମେନ୍ଦ୍ର ପ୍ରଧାନ

ଅସ୍ମିତା ଏକ ଦାର୍ଶନିକ ବିଷୟ । ଅସ୍ମିତା ହିଁ ଆମର ପ୍ରକୃତ ପରିଚୟ ଓ ଶାଶ୍ୱତ ଐତିହ୍ୟ। ଯେଉଁ ଚିନ୍ତାଧାରା ମଣିଷକୁ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ କରେ, ନିଜ ମାଟି ପାଇଁ ଗର୍ବିତ ହେବାର ସୁଯୋଗ ଦିଏ ଏବଂ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ମନୋବଳକୁ ଦୃଢ଼ୀଭୂତ କରେ, ତାହା ହିଁ ପ୍ରକୃତ ଅସ୍ମିତା ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ । ‘ସମ୍ବାଦ’ର ଅନୁଗୋଳ ସଂସ୍କରଣର ୨୬ତମ ସ୍ୱନକ୍ଷତ୍ର ଉତ୍ସବରେ ଯୋଗଦେଇ ଶ୍ରୀ […]

Continue reading
ପୋଲିସର ସେବା ମନୋଭାବ ଜନତାଙ୍କ ଭରସା ବଢ଼ାଇବ – ଧର୍ମେନ୍ଦ୍ର ପ୍ରଧାନ

ପୋଲିସର ସେବା ମନୋଭାବ ଜନତାଙ୍କ ଭରସା ବଢ଼ାଇବ – ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଅନୁଗୋଳ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଆୟୋଜିତ ‘ବଣ୍ଟନ ମେଳା’ କାର୍ଯ୍ୟକ୍ରମରେ ଯୋଗଦେଇ ଜନସାଧାରଣଙ୍କ ସେବା ଦିଗରେ ଏକ ପ୍ରଶଂସନୀୟ ଓ ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି ଅଭିହିତ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି, ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ସମୟରେ ହଜିଯାଇଥିବା ବା ଚୋରି ହୋଇଥିବା ମୋବାଇଲ ଫୋନ୍ ଏବଂ ବାଇକ୍‌ଗୁଡ଼ିକୁ ଉଦ୍ଧାର କରାଯାଇ ସେଗୁଡ଼ିକର ପ୍ରକୃତ ମାଲିକଙ୍କୁ ସମ୍ମାନର ସହ ଫେରସ୍ତ କରାଯାଇଛି […]

Continue reading
କେଜ୍ରିୱାଲ ଦିଲ୍ଲୀର ରେହମାନ ଡକାୟତ – ବିଜେପି

କେଜ୍ରିୱାଲ ଦିଲ୍ଲୀର ରେହମାନ ଡକାୟତ – ବିଜେପି

ବିଜେପି ନେତା ତଥା ଦିଲ୍ଲୀ ମନ୍ତ୍ରୀ ପରଭେଶ ବର୍ମା ଶନିବାର ଆମ୍‌ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କ ଉପରେ ତୀବ୍ର ଆକ୍ରମଣ କରିଛନ୍ତି । କେଜ୍ରିୱାଲଙ୍କୁ ଦିଲ୍ଲୀର ରେହମାନ ଡକାୟତ କହିବା ସହିତ ସେ ଆଉ ଏକ ଶୀଶ୍‌ ମହଲ ନିର୍ମାଣ କରିଥିବା କହିଛନ୍ତି । କେଜ୍ରିୱାଲଙ୍କ ନୂଆ ବାସଭବନ ଦାବି କରି ବର୍ମା ଘରର କିଛି ଫଟୋ ମଧ୍ୟ ସେୟାର କରିଥିଲେ । ତେବେ ଆପ୍‌ ରାଜ୍ୟସଭା ସାଂସଦ ସଞ୍ଜୟ ସିଂହ କହିଛନ୍ତି, ଏହି […]

Continue reading
ବେଙ୍ଗାଲୁରୁରୁ ବାହାରିବେ ଅନୁପ୍ରବେଶକାରୀ- ଅମିତ ଶାହା

ବେଙ୍ଗାଲୁରୁରୁ ବାହାରିବେ ଅନୁପ୍ରବେଶକାରୀ- ଅମିତ ଶାହା

ବେଙ୍ଗାଲୁରୁରୁ ବାହାରିବେ ଅନୁପ୍ରବେଶକାରୀ । ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାର ବେଳେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା କରିଛନ୍ତି ଏ ବଡ଼ ଘୋଷଣା । ଅମିତ ଶାହା କହିଛନ୍ତି ଯେ, ମେ ୫ ତାରିଖ ପରେ ଆମେ ପୁରା ପଶ୍ଚିମବଙ୍ଗରୁ ଜଣ ଜଣ କରି ସବୁ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ବାହାର କରିବୁ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ଅନୁପ୍ରବେଶକାରୀମାନେ ଆମ ଯୁବକମାନଙ୍କ ଚାକିରି ଛଡ଼ାଇ ନେଉଛନ୍ତି ଏବଂ ଗରିବଙ୍କ ରାସନ ଖାଉଛନ୍ତି । […]

Continue reading
ମାତୃଶକ୍ତିର ସମର୍ଥନ ସତ୍ତ୍ୱେ ବିକାଶ ପଥରେ ବାଧା ସୃଷ୍ଟି କରୁଛନ୍ତି ବିରୋଧୀ – ଧର୍ମେନ୍ଦ୍ର ପ୍ରଧାନ

ମାତୃଶକ୍ତିର ସମର୍ଥନ ସତ୍ତ୍ୱେ ବିକାଶ ପଥରେ ବାଧା ସୃଷ୍ଟି କରୁଛନ୍ତି ବିରୋଧୀ – ଧର୍ମେନ୍ଦ୍ର ପ୍ରଧାନ

ନାରୀ ଶକ୍ତି ବନ୍ଦନ ଅଧିନିୟମ’କୁ ନେଇ ସମଗ୍ର ଭାରତବର୍ଷର ମାତୃଶକ୍ତିମାନେ ସମର୍ଥନ ଦେଉଥିବା ବେଳେ ବିରୋଧୀମାନେ ମହିଳାମାନଙ୍କ ପାଇଁ ଆସନ ବୃଦ୍ଧି ହେଉ ବୋଲି ଚାହୁଁନାହାନ୍ତି । ବିରୋଧୀମାନଙ୍କର ଏଭଳି ମନୋଭାବ ନାରୀ ଶକ୍ତିର ବିକାଶ ପଥରେ ବାଧା ସୃଷ୍ଟି କରୁଛି ବୋଲି ଆଜି ଦେବଗଡ଼ରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଆଜି […]

Continue reading
‘ଚନ୍ଦନ ଯାତ୍ରା’ ଓଡ଼ିଆ ସଂସ୍କୃତି ଏବଂ ଆଧ୍ୟାତ୍ମିକ ଚେତନାର ଏକ ଜ୍ୱଳନ୍ତ ପ୍ରତୀକ – ଧର୍ମେନ୍ଦ୍ର ପ୍ରଧାନ

‘ଚନ୍ଦନ ଯାତ୍ରା’ ଓଡ଼ିଆ ସଂସ୍କୃତି ଏବଂ ଆଧ୍ୟାତ୍ମିକ ଚେତନାର ଏକ ଜ୍ୱଳନ୍ତ ପ୍ରତୀକ – ଧର୍ମେନ୍ଦ୍ର ପ୍ରଧାନ

ବାରକୋଟର ଐତିହାସିକ ‘କଲା ଚନ୍ଦନ ଯାତ୍ରା’ରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଦେବଗଡ଼, ଏପ୍ରିଲ ୨୪, ଦେବଗଡ଼ ଜିଲ୍ଲା ବାରକୋଟ୍ ବ୍ଲକର ଐତିହାସିକ ‘କଲା ଚନ୍ଦନ ଯାତ୍ରା’ କେବଳ ଏକ ପର୍ବ ନୁହେଁ, ଏହା ଆମ ସମୃଦ୍ଧ ଓଡ଼ିଆ ସଂସ୍କୃତି, ଅନନ୍ୟ ପରମ୍ପରା ଏବଂ ଗଭୀର ଆଧ୍ୟାତ୍ମିକ ଚେତନାର ଏକ ଜ୍ୱଳନ୍ତ ପ୍ରତୀକ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଆଜି ଦେବଗଡ଼ ଜିଲ୍ଲା ଗସ୍ତ […]

Continue reading