ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମିଳିଲା ନୂଆ ଦାୟିତ୍ବ, ପଶ୍ଚିମ ବଙ୍ଗର ସହ-ପର୍ଯ୍ୟବେକ୍ଷକ ଭାବର ପାଇଲେ ନିଯୁକ୍ତ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମିଳିଲା ନୂଆ ଦାୟିତ୍ବ, ପଶ୍ଚିମ ବଙ୍ଗର ସହ-ପର୍ଯ୍ୟବେକ୍ଷକ ଭାବର ପାଇଲେ ନିଯୁକ୍ତ

ଏକ ରାଜନୈତିକ ଘଟଣାକ୍ରମେ, ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ଦିନ ପଶ୍ଚିମ ବଙ୍ଗରେ ଦଳର ବିଧାୟକ ଦଳ ନେତାଙ୍କ ନିର୍ବାଚନ ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରିଛି ଯାହା ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ଏବଂ ସରକାର ଗଠନ ପାଇଁ ପଥ ପ୍ରଶସ୍ତ କରିଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରାଯାଇଛି । ବିଜେପି ଜାତୀୟ ସାଧାରଣ ସମ୍ପାଦକ ଅରୁଣ ସିଂହଙ୍କ ଦ୍ୱାରା ଜାରି […]

Continue reading
ଦେଶ  ଗେରୁଆମୟ ,୨୨ଟି ରାଜ୍ୟରେ ଏବେ ବିଜେପି ସରକାର

ଦେଶ ଗେରୁଆମୟ ,୨୨ଟି ରାଜ୍ୟରେ ଏବେ ବିଜେପି ସରକାର

ପଶ୍ଚିମବଙ୍ଗ ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଏହି ବିଶାଳ ବିଜୟ ପରେ ଦେଶରେ ବିଜେପି ତଥା NDA ଶାସିତ ରାଜ୍ୟର ସଂଖ୍ୟା ପୁଣି ବୃଦ୍ଧି ପାଇଛି। ନିର୍ବାଚନୀ ଫଳାଫଳ ଏବଂ ଟ୍ରେଣ୍ଡ ଅନୁଯାୟୀ, ଏବେ ଦେଶର ୨୨ଟି ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳରେ ଗେରୁଆ ସରକାର କ୍ଷମତାସୀନ ହୋଇଛି। ଦେଶ ଧିରେ ଧିରେ ଗେରୁଆମୟ ହୋଇ ଚାଲିଛି। ଏହି ୨୨ଟି ରାଜ୍ୟରେ ଏବେ ବିଜେପି ବା NDA ସରକାର ଦେଶର ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ […]

Continue reading
ନୂଆଦିଲ୍ଲୀରେ ଆଇଆଇଟି ମାଡ୍ରାସର ‘ଟେକ୍ନୋଲୋଜି ସମିଟ୍ -୨୦୨୬’ରେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀରେ ଆଇଆଇଟି ମାଡ୍ରାସର ‘ଟେକ୍ନୋଲୋଜି ସମିଟ୍ -୨୦୨୬’ରେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, – ଲୋକଙ୍କ ସମସ୍ୟା ଦୂର କରିବା ହିଁ ପ୍ରକୃତ ଇନୋଭେସନ୍ । କାଗଜପତ୍ର, ପେଟେଣ୍ଟ କିମ୍ବା ଆଇପିଓ ମାଧ୍ୟମରେ ପ୍ରଗତିକୁ ମାପିବାର ସମୟ ଏବେ ଶେଷ ହୋଇଛି ବୋଲି ଆଜି ଆଇଆଇଟି ମାଡ୍ରାସର ‘ଟେକ୍ନୋଲୋଜି ସମିଟ୍ -୨୦୨୬’ କୁ ଉଦ୍‌ଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ୍‌ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ପ୍ରଧାନ କହିଛନ୍ତି, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ […]

Continue reading