ପହଲଗାମରେ ପାକିସ୍ତାନୀ ଆତଙ୍କା ଧର୍ମ ପଚାରି ୨୭ ନିରୀହଙ୍କ ଜୀବନ ନେଲେ। କାଶ୍ମୀରରୁ କନ୍ୟାକୁମାରୀ ଯାଏ ସମସ୍ତେ ସ୍ତବ୍ଧ ହୋଇଗଲେ । କ୍ରୋଧରେ ଜଳିଲେ ବି । ଗଲାବର୍ଷ ଏପ୍ରିଲ ୨୨ରେ ପାକ୍ ଆତଙ୍କା ଦେଇଥିବା ଏହି କ୍ଷତର ଜବାବ ଭୀଷଣ ହୋଇଥିଲା । ଭାରତୀୟ ସେନା ଯୋଜନାବଦ୍ଧ ଭାବେ ମେ ୭ରେ ପାକିସ୍ତାନ ଭିତରେ ପଶି ଆତଙ୍କା ଶିବିରଗୁଡ଼ିକୁ ମିସାଇଲ ମାଡ଼ କରି ଛାରଖାର କରିଦେଲେ । ଏହି ପ୍ରତିଶୋଧ ଅଭିଯାନର ନାଁ ରହିଥିଲା ‘ଅପରେସନ […]
Continue readingDaily Archives: May 7, 2026
ବିହାରରେ ସମ୍ରାଟ ଚୌଧୁରୀଙ୍କ ମନ୍ତ୍ରିମଣ୍ଡଳର ବିସ୍ତାର,ଗାନ୍ଧୀ ମଇଦାନରେ ୩୨ ନୂଆ ମନ୍ତ୍ରୀ ନେଲେ ଶପଥ
ବିହାରରେ ସମ୍ରାଟ ଚୌଧୁରୀଙ୍କ ମନ୍ତ୍ରିମଣ୍ଡଳର ବିସ୍ତାର ହୋଇଛି । କ୍ୟାବିନେଟ ବିସ୍ତାର ସମୟରେ ଜେଡିୟୁ ପ୍ରମୁଖ ନୀତିଶ କୁମାରଙ୍କ ସହିତ ପୁଅ ନିଶାନ୍ତ କୁମାର ଏବଂ ଅନ୍ୟ ୩୧ ଜଣ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି । ଏହି ମହାନ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହ ଉପସ୍ଥିତ ରହିଛନ୍ତି । ରାଜ୍ୟପାଳ ସୟଦ ଆତା […]
Continue readingରାଜ୍ୟକୁ ଆସିଲା ୪୮ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ଇନଭେଷ୍ଟର୍ସ ମିଟରେ ଯୋଗଦେଇ ତିନିଦିନିଆ ଗୁଜରାଟ ଗସ୍ତରୁ ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଉ ସାଥିରେ ନେଇ ଆସିଛନ୍ତି ୪୮ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ। ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିକଶିତ ଭାରତ ଗଠନ ପାଇଁ ପୂର୍ବ ଭାରତର ଉନ୍ନତି ଅତ୍ୟାବଶ୍ୟକ। ଆଉ ଏହି ନିବେଶ ଜରିଆରେ ଓଡ଼ିଶା ଏହାର ନେତୃତ୍ବ ନେବାକୁ ପ୍ରସ୍ତୁତ। ସୂଚନା ଅନୁସାରେ, ଗୁଜରାଟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଶିଳ୍ପପତିଙ୍କ ଠାରୁ ୪୮ହଜାର ୩୩୦ କୋଟିର ପୁଞ୍ଜି ନିବେଶ ପ୍ରତିଶ୍ରୁତି ପାଇଛନ୍ତି। ଏସବୁ ପ୍ରକଳ୍ପରେ ୬୭ ହଜାର ୮୩୮ରୁ […]
Continue readingଭାରତରେ ଅବସ୍ଥାପିତ ନେଦରଲ୍ୟାଣ୍ଡର ରାଷ୍ଟ୍ରଦୂତଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାରତରେ ଅବସ୍ଥାପିତ ନେଦରଲ୍ୟାଣ୍ଡର ରାଷ୍ଟ୍ରଦୂତ ମାରିସା ଗେରାର୍ଡସଙ୍କୁ ଭେଟି ଉଭୟ ଦେଶ ମଧ୍ୟରେ ଉଚ୍ଚ ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ସହଯୋଗର ନୂତନ ଦିଗ ଉପରେ ଆଲୋଚନା କରିଛନ୍ତି । ଏହି ବୈଠକରେ ଉଭୟ ଦେଶ ମଧ୍ୟରେ ଶିକ୍ଷାଗତ ସହଯୋଗକୁ ଅଧିକ ସୁଦୃଢ଼ କରିବା ପାଇଁ ଚର୍ଚ୍ଚା କରାଯାଇଛି । ଏହି ଆଲୋଚନା ଅନୁଯାୟୀ, ଭାରତ ଏବଂ ନେଦରଲ୍ୟାଣ୍ଡ ଆସନ୍ତା ଶିକ୍ଷା ବର୍ଷରୁ ହାଇଡ୍ରୋଜେନ, ସେମିକଣ୍ଡକ୍ଟର, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ, […]
Continue readingବିଜେପିରେ ସାମିଲ ହେଲେ କାକଟପୁର, ରାୟଗଡ଼ା, ବେଗୁନିଆ ବିଧାନସଭା ନିର୍ବାଚନମଣ୍ଡଳୀର ସରପଂଚ, ସମିତି ସଭ୍ୟ, ଜନପ୍ରତିନିଧି, ନେତା ଓ କର୍ମୀ
ବିଜେପିର ବିଚାରଧାରାରେ ଅନୁପ୍ରାଣିତ ହୋଇ ଏବଂ ରାଜ୍ୟରେ ଡବଲଇଞ୍ଜିନ ସରକାରଙ୍କ ବିକାଶମୂଳକ କାର୍ଯ୍ୟରେ ଆସ୍ଥା ପ୍ରକଟ କରି ଆଜି ପୁରୀ ଜିଲ୍ଲା କାକଟପୁର ନିର୍ବାଚନ ମଣ୍ଡଳୀ, ରାୟଗଡା ଜିଲ୍ଲା ଓ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ନିର୍ବାଚନମଣ୍ଡଳୀର ବହୁ ସରପଂଚ, ନାଏବ ସରପଂଚ, ପଂଚାୟତ ସମିତି ସଭ୍ୟ, ୱାର୍ଡସଭ୍ୟ, ବରିଷ୍ଠ ଓ ଯୁବନେତା ବିଜେଡି ଓ କଂଗ୍ରେସ ଛାଡି ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି।ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ […]
Continue reading



