ଭାରତର ପ୍ରଥମ ‘ଇଣ୍ଟିଗ୍ରେଟେଡ୍ କାର୍ବନ କ୍ୟାପଚର, ୟୁଟିଲାଇଜେସନ୍ ଏଣ୍ଡ୍ ଷ୍ଟୋରେଜ୍ (ସିସିୟୁଏସ)’ ଫିଲ୍ଡ ଲାବୋରେଟୋରୀର ଶୁଭାରମ୍ଭ ବର୍ତ୍ତମାନ ସମୟରେ ପୂର୍ଣ୍ଣ ରୂପେ ସ୍ୱାଗତଯୋଗ୍ୟ । ଏହା ଭାରତର ସ୍ୱଚ୍ଛ ଉର୍ଜା ଇନୋଭେସନ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଆଜି ଆଇଆଇଟି ବମ୍ବେ ଠାରେ ଏହି ଲ୍ୟାବର ଶୁଭାରମ୍ଭ କରିବା ସହ କହିଛନ୍ତି ଯେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପଞ୍ଚାମୃତ’ ପ୍ରତିଶ୍ରୁତି […]
Continue reading