ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ପରୀକ୍ଷା ରେଜଲ୍ଟ , ରେଜଲ୍ଟ ହାର ୮୫.୨୦%

ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ପରୀକ୍ଷା ରେଜଲ୍ଟ , ରେଜଲ୍ଟ ହାର ୮୫.୨୦%

ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ପରୀକ୍ଷା ରେଜଲ୍ଟ । cbse.gov.in କିମ୍ବା results.cbse.nic.in ଯାଇ ଚେକ୍ କରିପାରିବେ ଛାତ୍ରଛାତ୍ରୀ । ଡିଜି ଲକର୍ ଏବଂ ଉମଙ୍ଗ ଆପରେ ମଧ୍ୟ ରେଜଲ୍ଟ ପ୍ରକାଶିତ । ଏସବୁ ୱେବସାଇଟରେ ନିଜର ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ । ଚଳିତବର୍ଷ ରେଜଲ୍ଟ ହାର ୮୫.୨୦% । ଗତବର୍ଷ ତୁଳନାରେ ପରୀକ୍ଷା ପାସ୍ ହାର ୩.୧୯% କମ୍ । ଗତବର୍ଷ ପାସ୍ ହାର ୮୮.୯୩% ରହିଥିଲା । ଚଳିତବର୍ଷ ୧୭ ଲକ୍ଷରୁ ଅଧିକ […]

Continue reading
ଭାରତର ଡିପ-ଟେକ୍ ଏବଂ ଅଭିନବ ଗବେଷଣା ସୁଦୃଢ଼ ହେବ – ଧର୍ମେନ୍ଦ୍ର ପ୍ରଧାନ

ଭାରତର ଡିପ-ଟେକ୍ ଏବଂ ଅଭିନବ ଗବେଷଣା ସୁଦୃଢ଼ ହେବ – ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭାରତ ଇନୋଭେଟସ ୨୦୨୬ ଅନ୍ତର୍ଗତ ‘ଇଣ୍ଡଷ୍ଟ୍ରି ଲିଡର୍ସ ରାଉଣ୍ଡଟେବୁଲ’ରେ ଅଧ୍ୟକ୍ଷତା କରିଛନ୍ତି । ଏହି ଅବସରରେ ସେ ବିଶ୍ୱର ଶିଳ୍ପ ନେତୃବୃନ୍ଦ ଏବଂ ପ୍ରତିଷ୍ଠିତ ସଂସ୍ଥାଗତ ସହଯୋଗୀମାନଙ୍କ ସହ ଭାରତର ଡିପ-ଟେକ୍ ଏବଂ ଗବେଷଣାଭିତ୍ତିକ ଅଭିନବ ଚିନ୍ତାଧାରାକୁ ସୁଦୃଢ଼ କରିବା ନେଇ ବିସ୍ତୃତ ଆଲୋଚନା କରିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତର ଇନୋଭେସନ ଇକୋସିଷ୍ଟମ ଆଜି ଆଇଆଇଟି, ଆଇଆଇଏସସି ଭଳି ପ୍ରତିଷ୍ଠିତ ଅନୁଷ୍ଠାନ ସମେତ […]

Continue reading
ସଭ୍ୟତାକୁ ବୁଝିବା ପାଇଁ ଭାରତ ସବୁଠୁ ବଡ଼ ଉଦାହରଣ – ଧର୍ମେନ୍ଦ୍ର ପ୍ରଧାନ

ସଭ୍ୟତାକୁ ବୁଝିବା ପାଇଁ ଭାରତ ସବୁଠୁ ବଡ଼ ଉଦାହରଣ – ଧର୍ମେନ୍ଦ୍ର ପ୍ରଧାନ

ମଣିଷ ସମାଜ ଓ ସଂସ୍କୃତିକୁ ଜାଣିବା ପାଇଁ ଭାରତ ହେଉଛି ସବୁଠାରୁ ବଡ଼ ଉଦାହରଣ ବୋଲି ଆଜି ନୂଆଦିଲ୍ଲୀରେ ଭାରତୀୟ ସାମାଜିକ ବିଜ୍ଞାନ ଗବେଷଣା ପରିଷଦ (ଆଇସିଏସଏସଆର)ର ୫୮ତମ ପ୍ରତିଷ୍ଠା ଦିବସ ଏବଂ ସିଆଇଆଇର ବାର୍ଷିକ ବ୍ୟବସାୟ ସମ୍ମିଳନୀ -୨୦୨୬ରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତୀୟ ସାମାଜିକ ବିଜ୍ଞାନ ଗବେଷଣା ପରିଷଦର ୫୮ତମ ପ୍ରତିଷ୍ଠା ଦିବସ ଅବସରରେ “ସାମାଜିକ ବିଜ୍ଞାନ ଗବେଷଣାର ବି-ଉପନିବେଶୀକରଣ: ଭାରତର ବୌଦ୍ଧିକ ଐତିହ୍ୟର ପୁନରୁଦ୍ଧାର” […]

Continue reading