ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ (ଏନ୍ସିଇଆରଟି), ଶିକ୍ଷା ମନ୍ତ୍ରାଳୟ, ଭାରତ ସରକାରଙ୍କ ଅଧୀନସ୍ଥ ଏକ ସ୍ୱୟଂଶାସିତ ସଂସ୍ଥା, ଯାହା ୧୯୬୧ ମସିହାରେ ସ୍କୁଲ ଶିକ୍ଷା ଓ ଶିକ୍ଷକ ଶିକ୍ଷାର ଗୁଣବତ୍ତା ଉନ୍ନତି ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସହଯୋଗ ଓ ପରାମର୍ଶ ପ୍ରଦାନ କରିବା ଉଦ୍ଦେଶ୍ୟରେ ସ୍ଥାପିତ ହୋଇଥିଲା। ଦେଶର ବିଭିନ୍ନ ପ୍ରାନ୍ତରେ ଅବସ୍ଥିତ ଏନ୍ସିଇଆରଟିର ନଅଟି ଏକକ- ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଅଜମେର, ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ,ଭୋପାଳ, ଆଞ୍ଚଳିକ ଶିକ୍ଷା […]
Continue readingDaily Archives: May 20, 2026
ପ୍ରକଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ,ଏକାସଙ୍ଗେ ବାହାରିଲା ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ
ପ୍ରକଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ। ଏକାସଙ୍ଗେ ବାହାରିଲା ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଏଥର ବି ବାଜି ମାରିଲେ ଛାତ୍ରୀ । କଳା, ବାଣିଜ୍ୟ ଓ ବିଜ୍ଞାନରେ ଛାତ୍ରଙ୍କ ତୁଳନାରେ ଆଗୁଆ ରହିଛନ୍ତି ଛାତ୍ରୀ । କଳାରେ ଛାତ୍ରଙ୍କ ପାସ ହାର ୭୭.୯୭% ଥିବାବେଳେ ଛାତ୍ରୀଙ୍କ ପାସ ହାର ରହିଛି ୮୯.୪୫%। କଳାରେ ମୋଟ ପାସହାର ୮୪.୫୦% । ସେହିପରି ବାଣିଜ୍ୟରେ ଛାତ୍ରଙ୍କ ପାସହାର ୮୬.୬୭% […]
Continue readingଓଡ଼ିଶାରେ ତେଲ ଯୋଗାଣ ସ୍ୱାଭାବିକ, କୌଣସି କଟକଣା ନାହିଁ: ଗୁଜବରୁ ଦୂରେଇ ରହିବାକୁ ତୈଳ କମ୍ପାନୀଗୁଡ଼ିକର ଆହ୍ୱାନ
ବିଶ୍ୱ ବଜାରରେ ତୈଳ ଏବଂ ଗ୍ୟାସ୍ କ୍ଷେତ୍ରରେ ଦେଖାଦେଇଥିବା ଅନିଶ୍ଚିତତା ସତ୍ତ୍ୱେ ଓଡ଼ିଶାରେ ପେଟ୍ରୋଲ, ଡିଜେଲ ଏବଂ ଏଲ୍ପିଜି (LPG) ଗ୍ୟାସ୍ ଯୋଗାଣ ସମ୍ପୂର୍ଣ୍ଣ ସ୍ୱାଭାବିକ ରହିଛି। ରାଜ୍ୟରେ ତେଲ କିମ୍ବା ଗ୍ୟାସ୍ର କୌଣସି ଅଭାବ ନାହିଁ ଏବଂ ସମସ୍ତ ପେଟ୍ରୋଲ ପମ୍ପରେ ବିନା କୌଣସି କଟକଣାରେ ତେଲ ଯୋଗାଇ ଦିଆଯାଉଛି ବୋଲି ସରକାରୀ ସ୍ତରରେ ସ୍ପଷ୍ଟ କରାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପ୍ରେସ୍ ଇନଫରମେସନ୍ ବ୍ୟୁରୋ ପକ୍ଷରୁ ଏକ ବିଧିବଦ୍ଧ ସୂଚନା ଜାରି କରାଯାଇଛି। ଦେଶର […]
Continue readingପୂର୍ବ ଭାରତରେ କୃଷି ବିକାଶ ପାଇଁ ରୋଡ୍ ମ୍ୟାପ୍ ଚୂଡାନ୍ତ : ଶ୍ରୀ ଶିବରାଜ ସିଂହ ଚୌହାନ
କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ତଥା ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂ ଚୌହାନ ଭୁବନେଶ୍ୱରରେ ପୂର୍ବାଞ୍ଚଳ ଖରିଫ କୃଷି ଜୋନାଲ ସମ୍ମିଳନୀ ଅବସରରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି କହିଛନ୍ତି ଯେ କେନ୍ଦ୍ର ଏବଂ ରାଜ୍ୟଗୁଡ଼ିକ ଦ୍ୱାରା ମିଳିତ ଭାବେ ବିକଶିତ ହୋଇଥିବା ବିଷୟ-ନିର୍ଦ୍ଦିଷ୍ଟ, ଅଞ୍ଚଳ-ନିର୍ଦ୍ଦିଷ୍ଟ ଏବଂ ରାଜ୍ୟ-ନିର୍ଦ୍ଦିଷ୍ଟ ରୋଡମ୍ୟାପ୍ ମାଧ୍ୟମରେ ପୂର୍ବ ଭାରତର କୃଷି କ୍ଷେତ୍ର ନୂତନ ଶିଖର ହାସଲ କରିପାରିବ। ସେ କହିଥିଲେ ଯେ ଓଡ଼ିଶା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ […]
Continue readingଶିକ୍ଷା କାର୍ଯ୍ୟକ୍ରମରେ ପ୍ରବେଶ ପାଇଁ ଏନ୍ସିଇଆରଟିର ଅନଲାଇନ୍ ଆବେଦନ ଆରମ୍ଭ
ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ (ଏନ୍ସିଇଆରଟି), ଶିକ୍ଷା ମନ୍ତ୍ରାଳୟ, ଭାରତ ସରକାରଙ୍କ ଅଧୀନସ୍ଥ ଏକ ସ୍ୱୟଂଶାସିତ ସଂସ୍ଥା, ଯାହା ୧୯୬୧ ମସିହାରେ ସ୍କୁଲ ଶିକ୍ଷା ଓ ଶିକ୍ଷକ ଶିକ୍ଷାର ଗୁଣବତ୍ତା ଉନ୍ନତି ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସହଯୋଗ ଓ ପରାମର୍ଶ ପ୍ରଦାନ କରିବା ଉଦ୍ଦେଶ୍ୟରେ ସ୍ଥାପିତ ହୋଇଥିଲା। ଦେଶର ବିଭିନ୍ନ ପ୍ରାନ୍ତରେ ଅବସ୍ଥିତ ଏନ୍ସିଇଆରଟିର ନଅଟି ଏକକ- ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଅଜମେର, ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ,ଭୋପାଳ, ଆଞ୍ଚଳିକ ଶିକ୍ଷା […]
Continue readingନିଟ୍-ୟୁଜି ୨୦୨୬ : ପୁନର୍ବାର ହେବାକୁ ଯାଉଥିବା ଏହି ପ୍ରବେଶିକା ପରୀକ୍ଷା ପ୍ରସ୍ତୁତିକୁ ନେଇ ସମୀକ୍ଷା କଲେକେନ୍ଦ୍ର ଶିକ୍ଷାମନ୍ତ୍ରୀ
ଅଣ୍ଡର ଗ୍ରାଜୁଏଟ୍ ମେଡିକାଲ ପାଠ୍ୟକ୍ରମରେ ନାମ ଲେଖା ପାଇଁ ପ୍ରବେଶିକା ପରୀକ୍ଷା ନିଟ୍-ୟୁଜି ୨୦୨୬କୁ ପୁନଃ ଆୟୋଜନ କରାଯାଉଛି। ମେ’ ୩ରେ ହୋଇଥିବା ନିଟ୍-ୟୁଜି ୨୦୨୬କୁ ପ୍ରଶ୍ନପତ୍ର ପ୍ରଘଟ କାରଣରୁ ବାତିଲ କରାଯିବା ପରେ ଆସନ୍ତା ଜୁନ୍ ୨୧ରେ ଏହି ପରୀକ୍ଷା ପୁନର୍ବାର ହେବାକୁ ଯାଉଛି। ପୁନର୍ବାର ହେବାକୁ ଯାଉଥିବା ଏହି ପ୍ରବେଶିକା ପରୀକ୍ଷା ପ୍ରସ୍ତୁତିକୁ ମଙ୍ଗଳବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ପରୀକ୍ଷା ପରିଚାଳନା କରୁଥିବା ସଂସ୍ଥା ନ୍ୟାସନାଲ ଟେଷ୍ଟିଂ […]
Continue reading



