ସିଡିଏସ୍ ଅନିଲ ଚୌହାନଙ୍କ କାର୍ଯ୍ୟକାଳ ଶେଷ , 3 ସେନା ପକ୍ଷରୁ ଦିଆଗଲା ଗାର୍ଡ ଅଫ ଅନର

ସିଡିଏସ୍ ଅନିଲ ଚୌହାନଙ୍କ କାର୍ଯ୍ୟକାଳ ଶେଷ , 3 ସେନା ପକ୍ଷରୁ ଦିଆଗଲା ଗାର୍ଡ ଅଫ ଅନର

ଚିଫ୍ ଅଫ ଡିଫେନ୍ସ ଷ୍ଟାଫ୍ଟ (ସିଡିଏସ୍) ଅନିଲ ଚୌହାନଙ୍କ କାର୍ଯ୍ୟକାଳ ୩୦ ମେ ଶନିବାର ସମାପ୍ତ ହୋଇଛି। ଦୀର୍ଘ ଚାରି ଦଶନ୍ଧୀରୁ ଅଧିକ ସମୟର ସୈନ୍ୟ ସେବା ପରେ ଔପଚାରିକ ରୂପେ ସେ ବିଦାୟ ଗ୍ରହଣ କରିଛନ୍ତି। ସେ ତାଙ୍କ କାର୍ଯ୍ୟକାଳକୁ ଅତ୍ୟନ୍ତ ସନ୍ତୋଷଜନକ ଓ ଉଲ୍ଲେଖନୀୟ ବୋଲି କହିଛନ୍ତି। ତେବେ ଏହା ପୂର୍ବରୁ ନୂଆଦିଲ୍ଲୀର ସାଉଥ୍ ବ୍ଲକ୍ ଲନରେ ତାଙ୍କୁ ଔପଚାରିକ ଗାର୍ଡ ଅଫ ଅନର ଦିଆଯାଇଥିଲା। ଏହି ଅବସର ଦେଶର ସର୍ବୋଚ୍ଚ ସେନା ଅଧିକାରୀ […]

Continue reading
ଏଣିକି ଆୟୁଷ୍ମାନ କାର୍ଡରେ ହେବ ସବୁ ମେଡିକାଲ ପରୀକ୍ଷା

ଏଣିକି ଆୟୁଷ୍ମାନ କାର୍ଡରେ ହେବ ସବୁ ମେଡିକାଲ ପରୀକ୍ଷା

ଏଣିକି ଆଡମିଟ୍ ହେବା ପୂର୍ବରୁ ଆୟୁଷ୍ମାନ କାର୍ଡରେ ହେବ ସବୁ ମେଡିକାଲ ପରୀକ୍ଷା । ନକଲେ ହସ୍ପିଟାଲ ବିରୋଧରେ ହେବ ଆକ୍ସନ । ଆୟୁଷ୍ମାନ ସେବାକୁ ନେଇ ଏଭଳି ବଡ଼ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରୋଗୀ ହସ୍ପିଟାଲରେ ଆଡମିଟ୍ ହେବାର ୩ ଦିନ ପୂର୍ବରୁ ଯାହା ଟେଷ୍ଟ ହେବ ତାହା ଆୟୁଷ୍ମାନ ପ୍ୟାକେଜରେ ଅନ୍ତର୍ଭୁକ୍ତ ରହିବ । ଯେଉଁ ହସ୍ପିଟାଲ ନକରିବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ଏହି ନିର୍ଦ୍ଦେଶକୁ […]

Continue reading
ଜୁନ୍ ୨ ତାରିଖରୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡର ସମୀକ୍ଷା  କରିବେ ମୁଖ୍ୟମନ୍ତ୍ରୀ

ଜୁନ୍ ୨ ତାରିଖରୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଜୁନ୍ ୨ ତାରିଖରୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡର ସମୀକ୍ଷା ହେବ । ମନ୍ତ୍ରୀଙ୍କ ରିପୋର୍ଟ କାର୍ଡର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମ ଦିନରେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓଙ୍କ ବିଭାଗର ସମୀକ୍ଷା କରାଯିବ। ବିଭାଗର ପ୍ରଦର୍ଶନ ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ଏହାପରେ ଅନ୍ୟ ବିଭାଗର ପ୍ରଦର୍ଶନ ନେଇ ମଧ୍ୟ ସମୀକ୍ଷା କରାଯିବ କାର୍ଯ୍ୟକ୍ରମ ରହିଛି।  ମୋହନ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ସବୁ ବିଭାଗର […]

Continue reading