ଶିକ୍ଷା କାର୍ଯ୍ୟକ୍ରମରେ ପ୍ରବେଶ ପାଇଁ ଏନ୍‌ସିଇଆରଟିର ଅନଲାଇନ୍‌ ଆବେଦନ ଆରମ୍ଭ

ଶିକ୍ଷା କାର୍ଯ୍ୟକ୍ରମରେ ପ୍ରବେଶ ପାଇଁ ଏନ୍‌ସିଇଆରଟିର ଅନଲାଇନ୍‌ ଆବେଦନ ଆରମ୍ଭ

ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆରଟି), ଶିକ୍ଷା ମନ୍ତ୍ରାଳୟ, ଭାରତ ସରକାରଙ୍କ ଅଧୀନସ୍ଥ ଏକ ସ୍ୱୟଂଶାସିତ ସଂସ୍ଥା, ଯାହା ୧୯୬୧ ମସିହାରେ ସ୍କୁଲ ଶିକ୍ଷା ଓ ଶିକ୍ଷକ ଶିକ୍ଷାର ଗୁଣବତ୍ତା ଉନ୍ନତି ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସହଯୋଗ ଓ ପରାମର୍ଶ ପ୍ରଦାନ କରିବା ଉଦ୍ଦେଶ୍ୟରେ ସ୍ଥାପିତ ହୋଇଥିଲା। ଦେଶର ବିଭିନ୍ନ ପ୍ରାନ୍ତରେ ଅବସ୍ଥିତ ଏନ୍‌ସିଇଆରଟିର ନଅଟି ଏକକ- ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଅଜମେର, ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ,ଭୋପାଳ, ଆଞ୍ଚଳିକ ଶିକ୍ଷା […]

Continue reading
ନିଟ୍-ୟୁଜି ୨୦୨୬ : ପୁନର୍ବାର ହେବାକୁ ଯାଉଥିବା ଏହି ପ୍ରବେଶିକା ପରୀକ୍ଷା ପ୍ରସ୍ତୁତିକୁ ନେଇ ସମୀକ୍ଷା କଲେକେନ୍ଦ୍ର ଶିକ୍ଷାମନ୍ତ୍ରୀ

ନିଟ୍-ୟୁଜି ୨୦୨୬ : ପୁନର୍ବାର ହେବାକୁ ଯାଉଥିବା ଏହି ପ୍ରବେଶିକା ପରୀକ୍ଷା ପ୍ରସ୍ତୁତିକୁ ନେଇ ସମୀକ୍ଷା କଲେକେନ୍ଦ୍ର ଶିକ୍ଷାମନ୍ତ୍ରୀ

ଅଣ୍ଡର ଗ୍ରାଜୁଏଟ୍ ମେଡିକାଲ ପାଠ୍ୟକ୍ରମରେ ନାମ ଲେଖା ପାଇଁ ପ୍ରବେଶିକା ପରୀକ୍ଷା ନିଟ୍-ୟୁଜି ୨୦୨୬କୁ ପୁନଃ ଆୟୋଜନ କରାଯାଉଛି। ମେ’ ୩ରେ ହୋଇଥିବା ନିଟ୍-ୟୁଜି ୨୦୨୬କୁ ପ୍ରଶ୍ନପତ୍ର ପ୍ରଘଟ କାରଣରୁ ବାତିଲ କରାଯିବା ପରେ ଆସନ୍ତା ଜୁନ୍ ୨୧ରେ ଏହି ପରୀକ୍ଷା ପୁନର୍ବାର ହେବାକୁ ଯାଉଛି। ପୁନର୍ବାର ହେବାକୁ ଯାଉଥିବା ଏହି ପ୍ରବେଶିକା ପରୀକ୍ଷା ପ୍ରସ୍ତୁତିକୁ ମଙ୍ଗଳବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ପରୀକ୍ଷା ପରିଚାଳନା କରୁଥିବା ସଂସ୍ଥା ନ୍ୟାସନାଲ ଟେଷ୍ଟିଂ […]

Continue reading
ଦେଶରେ ମହଜୁଦ ରହିଛି ପ୍ରଚୁର ସାର, ଖୁଚୁରା ମୂଲ୍ୟରେ ହୋଇନି ପରିବର୍ତ୍ତନ

ଦେଶରେ ମହଜୁଦ ରହିଛି ପ୍ରଚୁର ସାର, ଖୁଚୁରା ମୂଲ୍ୟରେ ହୋଇନି ପରିବର୍ତ୍ତନ

ପଶ୍ଚିମ ଏସିଆର ବଦଳୁଥିବା ସ୍ଥିତି ବାବଦରେ ଭାରତ ସରକାର ନିୟମିତ ଅପଡେଟ୍ ମାଧ୍ୟମରେ ନାଗରିକମାନଙ୍କୁ ସୂଚିତ କରି ଆସୁଛନ୍ତି।  ଏହିକ୍ରମରେ ଆଜି ନ୍ୟାସନାଲ ମିଡିଆ ସେଣ୍ଟରରେ ଏକ ଗଣମାଧ୍ୟମ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି, ଯେଉଁଠାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ, ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ଅଧିକାରୀମାନେ ଜାଳେଣିର ଉପଲବ୍ଧତା, ସାମୁଦ୍ରିକ କାର୍ଯ୍ୟକଳାପ ଏବଂ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସ୍ଥିରତା ବଜାୟ ରଖିବା ପାଇଁ ନିଆଯାଉଥିବା ପଦକ୍ଷେପ […]

Continue reading
ଖୋର୍ଦ୍ଧା ବରୁଣେଇ ଠାରେ ‘ପାଇକ ବିଦ୍ରୋହ ସ୍ମାରକୀ’ ପ୍ରକଳ୍ପର ଅଗ୍ରଗତି ନେଇ ଆଲୋଚନା

ଖୋର୍ଦ୍ଧା ବରୁଣେଇ ଠାରେ ‘ପାଇକ ବିଦ୍ରୋହ ସ୍ମାରକୀ’ ପ୍ରକଳ୍ପର ଅଗ୍ରଗତି ନେଇ ଆଲୋଚନା

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଆଜି ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ‘ପାଇକ ବିଦ୍ରୋହ ସ୍ମାରକୀ’ ସ୍ଥଳ ପରିଦର୍ଶନ କରିବା ସହ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ୧୮୧୭ ମସିହାରେ ବକ୍ସି ଜଗବନ୍ଧୁଙ୍କ ନେତୃତ୍ୱରେ ବ୍ରିଟିଶ ଶାସନ ବିରୁଦ୍ଧରେ ହୋଇଥିବା ଏହି ସଶସ୍ତ୍ର ଗଣବିଦ୍ରୋହ ଭାରତର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ । ଏହା […]

Continue reading
ତିନି ଦିନରେ ରାଜଧାନୀବାସୀ ପିଇଗଲେ ମାସକର ପେଟ୍ରୋଲ!

ତିନି ଦିନରେ ରାଜଧାନୀବାସୀ ପିଇଗଲେ ମାସକର ପେଟ୍ରୋଲ!

ଗତ ତିନି ଦିନ ଧରି ସାରା ଓଡ଼ିଶା ସମେତ ରାଜଧାନୀ ଭୁବନେଶ୍ୱରର ପେଟ୍ରୋଲ ପମ୍ପଗୁଡ଼ିକରେ ଯେଉଁ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଲା, ତାହା ସଭ୍ୟ ସମାଜର ମାନସିକତା ଉପରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସାଧାରଣ ଗୁଜବ ଏବଂ ଭୟ ପଛରେ ଗୋଡ଼ାଇ ରାଜଧାନୀବାସୀ ମାତ୍ର ତିନି ଦିନ ଭିତରେ ପ୍ରାୟ ମାସକର ପେଟ୍ରୋଲ ପିଇଦେଇଛନ୍ତି ବୋଲି ଚର୍ଚ୍ଚା ହେଉଛି। ଆଇଓସିଏଲ୍‌ (IOCL) ର ସରକାରୀ ତଥ୍ୟ ଅନୁଯାୟୀ, ଗତ ଦୁଇ-ତିନି ଦିନରେ ରାଜ୍ୟରେ ତେଲର […]

Continue reading
ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ। ତାଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ପୁରୀ ଜିଲ୍ଲାର ବିଜେପି ବିଧାୟକ ମାନେ ମଧ୍ୟ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ସହ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।ନିକଟରେ ୫ଟି ରାଜ୍ୟରେ ନିର୍ବାଚନ ହୋଇଥିବା ବେଳେ ତିନୋଟି ରାଜ୍ୟରେ ବିଜେପି ବିଜୟ ହାସଲ କରିଛି। ଏଣୁ ମହାପ୍ରଭୁଙ୍କର […]

Continue reading
ସଂଗଠନ ପାଇଁ ଯେତେ ପାରୁଛ କାମ କର, ଅଳ୍ପରେ ସନ୍ତୁଷ୍ଟ ହୁଅ ନାହିଁ- ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ

ସଂଗଠନ ପାଇଁ ଯେତେ ପାରୁଛ କାମ କର, ଅଳ୍ପରେ ସନ୍ତୁଷ୍ଟ ହୁଅ ନାହିଁ- ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ

ଓଡ଼ିଶାରେ ବିଜେପି ସରକାର ଗଠନ କରିବାର ଦୁଇ ବର୍ଷ ପୂରଣ ହେବାକୁ ଯାଉଥିବା ବେଳେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କ ବାର୍ତ୍ତା – “ସଂଗଠନ ପାଇଁ ଯେତେ ପାରୁଛ କାମ କର, ଅଳ୍ପରେ ସନ୍ତୁଷ୍ଟ ହୁଅ ନାହିଁ” – ରାଜ୍ୟ ରାଜନୀତିରେ ଏକ ନୂଆ ବିତର୍କ ସୃଷ୍ଟି କରିଛି। ପ୍ରଶ୍ନ ଉଠୁଛି, କ୍ଷମତା ପାଇବା ପରେ ସାଧାରଣତଃ ଆସୁଥିବା ଆତ୍ମସନ୍ତୋଷ ଭିତରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ଏହି ଗୁରୁମନ୍ତ୍ର ଦଳକୁ ଆହୁରି ମଜବୁତ୍ କରିବାରେ କେତେ ସଫଳ ହେବ? […]

Continue reading
ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜିଙ୍କ ଚେତାବନୀ , ପେସାଦର ଅପରାଧୀଙ୍କୁ ଏଥର ଏନାକାଉଣ୍ଟର

ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜିଙ୍କ ଚେତାବନୀ , ପେସାଦର ଅପରାଧୀଙ୍କୁ ଏଥର ଏନାକାଉଣ୍ଟର

ଡିଜିପିଙ୍କ ଚେତାବନୀ । ପେସାଦର ଅପରାଧୀଙ୍କୁ ଏଥର ଏନାକାଉଣ୍ଟର । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜି ଏପରି କଡ଼ା ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ଯେ, ଅପରାଧକୁ ଜିରୋ ଟୋଲରେନ୍ସ। ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ । ଅପରାଧ ଘଟାଇବା ପାଇଁ ଯେଉଁମାନେ ଚିନ୍ତା କରୁଛନ୍ତି ବ୍ରହ୍ମପୁର ଓ ସମ୍ବଲପୁର ଭଳି ଏନକାଉଣ୍ଟର ପାଇଁ ପ୍ରସ୍ତୁତ ରୁହନ୍ତୁ। ଗତ ୫ ଦିନ ମଧ୍ୟରେ ସାରା ରାଜ୍ୟରେ ୧୭୭୧ ଜଣଙ୍କୁ NBW ଡ୍ରାଇଭ୍ […]

Continue reading
ଖଣିଭିତ୍ତିକ କାର୍ଯ୍ୟକଳାପ ସହିତ ଶିଳ୍ପାୟନ ପ୍ରତି ଦୃଷ୍ଟିଦେବା ପାଇଁ ଓଏମ୍‌ସି କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଖଣିଭିତ୍ତିକ କାର୍ଯ୍ୟକଳାପ ସହିତ ଶିଳ୍ପାୟନ ପ୍ରତି ଦୃଷ୍ଟିଦେବା ପାଇଁ ଓଏମ୍‌ସି କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ବର୍ତ୍ତମାନ ବିଶ୍ବ ବଜାରରେ ଲୁହାପଥର, ବକ୍ସାଇଟ୍, କ୍ରୋମାଇଟ୍ ଭଳି କଞ୍ଚାମାଲ୍‌ର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଏହି ବର୍ଦ୍ଧିତ ଚାହିଦାକୁ ନିରନ୍ତର ଭାବେ ପୂରଣ କରିବା ସହ ରାଜ୍ୟର ଶିଳ୍ପାୟନ ଓ ଅର୍ଥନୈତିକ ବିକାଶ ଦିଗରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନିଗମର ୭୧ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମତବ୍ୟକ୍ତ କରିଛନ୍ତି।ଲୋକସେବା ଭବନ […]

Continue reading
ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କ ଓଡ଼ିଶା ଗସ୍ତ: ସଂଗଠନକୁ କେତେ ସୁଦୃଢ଼ କରିବ ?

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କ ଓଡ଼ିଶା ଗସ୍ତ: ସଂଗଠନକୁ କେତେ ସୁଦୃଢ଼ କରିବ ?

ଆସନ୍ତା ଜୁନ୍ ୧୨ ତାରିଖରେ ଓଡ଼ିଶାରେ ବିଜେପି ସରକାର ନିଜର ଦୁଇ ବର୍ଷ କାର୍ଯ୍ୟକାଳ ପୂରଣ କରିବାକୁ ଯାଉଥିବା ବେଳେ ରାଜ୍ୟ ରାଜନୀତିରେ ଏକ ବଡ଼ ସାଂଗଠନିକ ହଲଚଲ ଦେଖାଦେଇଛି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେବାର ସାଢ଼େ ତିନି ମାସ ପରେ ପ୍ରଥମ ଥର ପାଇଁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିହାରର ବରିଷ୍ଠ ତଥା କର୍ମଠ ରାଜନେତା ନିତିନ ନବୀନ। ତାଙ୍କର ଏହି ପ୍ରଥମ ଗସ୍ତକୁ ନେଇ ତୃଣମୂଳ ସ୍ତରରୁ ଶୀର୍ଷ […]

Continue reading