୫୪ତମ ଜନ୍ମଦିନ ପାଳନ କଲେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ,ହିନ୍ଦୁତ୍ବର ପ୍ରବର୍ତ୍ତକ ଭାବରେ ସେ ଜଣାଶୁଣା

୫୪ତମ ଜନ୍ମଦିନ ପାଳନ କଲେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ,ହିନ୍ଦୁତ୍ବର ପ୍ରବର୍ତ୍ତକ ଭାବରେ ସେ ଜଣାଶୁଣା

ଆଜି ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କର ୫୪ତମ ଜନ୍ମଦିନ । ହିନ୍ଦୁତ୍ବର ପ୍ରବର୍ତ୍ତକ ଭାବରେ ସେ ଜଣାଶୁଣା । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖପୀଠର ମହନ୍ତରୁ ଜଣେ ଦକ୍ଷ ରାଜନେତା ହୋଇଛନ୍ତି । ଗୋରଖପୀଠର ଜଟିଳ ପରିଚାଳନା ଦାୟିତ୍ବ ନେବା ସମୟରେ ସେ ରାଜ୍ୟର ବିକାଶରେ ବାଧା ସୃଷ୍ଟି କରୁଥିବା ମାଫିଆଙ୍କ ଯୋଜନାକୁ ଧ୍ୱଂସ କରିବା ପାଇଁ ବୁଲଡୋଜର ବ୍ୟବହାର କରି ବିକାଶର ପ୍ରତିବନ୍ଧକର ଚକ୍ରବ୍ୟୁହକୁ ଭାଙ୍ଗିଥିଲେ । ବୁଲଡୋଜର ବାବା କିପରି ହିନ୍ଦୁତ୍ୱର ପ୍ରବର୍ତ୍ତକରୁ ରାଜନୈତିକ […]

Continue reading
ବିଦେଶରେ ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି ଗଜପତି ମହାରାଜା

ବିଦେଶରେ ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି ଗଜପତି ମହାରାଜା

ଇସ୍କନର ବେଆଇନ ରଥଯାତ୍ରା ବିରୋଧରେ ବଡ଼ ପଦକ୍ଷେପ ।  ପରମ୍ପରା ରକ୍ଷା ପାଇଁ ଗଜପତିଙ୍କ ଅପିଲ୍! ।  ବିଦେଶରେ ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି ଗଜପତି ମହାରାଜା!। ଶ୍ରୀଜଗନ୍ନାଥ ସଂସ୍କୃତି ଓ ଶାସ୍ତ୍ରୀୟ ନୀତିର ସୁରକ୍ଷା ପାଇଁ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି ।  ISKCON ଦ୍ୱାରା ବିଦେଶରେ ମନଇଚ୍ଛା ଓ ଶାସ୍ତ୍ର ବିରୋଧୀ ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ଆୟୋଜନ […]

Continue reading
ରାଜ୍ୟସଭା ଉପନିର୍ବାଚନ ଲାଗି ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ

ରାଜ୍ୟସଭା ଉପନିର୍ବାଚନ ଲାଗି ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ

ରାଜ୍ୟସଭା ଉପନିର୍ବାଚନ ଲାଗି ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ବିଜେପି ପ୍ରାର୍ଥୀ ଭାବେ ୩ ସେଟ ନାମାଙ୍କନପତ୍ର ଦାଖଲ କରିଛନ୍ତି । ପ୍ରାର୍ଥିପତ୍ର ଦାଖଲ ବେଳେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ବିଜେପି ଭାପତି ଓ ଦଳୀୟ ବିଧାୟକ । ଗତ ମାସ ୨୫ତାରିଖରେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ଦେବାଶିଷ ସାମନ୍ତରାୟ ।  ଏହା ପରେ ଉପ ନିର୍ବାଚନ ଘୋଷଣା ହୋଇଥିଲା । ଆସନ୍ତା ୧୮ ତାରିଖରେ […]

Continue reading
ବିଶ୍ୱ ପରିବେଶ ଦିବସରେ ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କଲା ବିଜେପି

ବିଶ୍ୱ ପରିବେଶ ଦିବସରେ ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କଲା ବିଜେପି

ଗଛ କଟା, ପ୍ରଦୂଷଣ ଓ ଜଳ ସଙ୍କଟ ଯୋଗୁ ସାରା ବିଶ୍ୱରେ ଜଳବାୟୁ ପରିବର୍ତନ ହେବାରେ ଲାଗିଛି। ଏହାର ପ୍ରଭାବ ଧୀରେ ଧୀରେ ଅନୁଭବ ହେଉଛି ଏବଂ ଜନଜୀବନ ଅସ୍ତବ୍ୟସ୍ତ ହେଉଛି। ଏଭଳିସ୍ଥିତିରେ ପରିବେଶ ସୁରକ୍ଷା ପାଇଁ ବୃକ୍ଷ ରୋପଣ ଜରୁରୀ ହୋଇପଡ଼ିଛି। ଏନେଇ ବିଶ୍ୱ ପର୍ଯ୍ୟାବରଣ ଦିବସ ଅବସରରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସଂକଳ୍ପକୁ ପାଥେୟ କରି ବିଜେପି ରାଜ୍ୟ କାର୍ଯ୍ୟାଳୟ ପରିସରରେ ରାଜ୍ୟ ସଭାପତି ତଥା ସାଂସଦ ଶ୍ରୀ ମନମୋହନ ସାମଲ […]

Continue reading
ଛାତ୍ରଛାତ୍ରୀଙ୍କ ମାନସିକ ସୁସ୍ଥତା ପାଇଁ କେନ୍ଦ୍ରର ବଡ଼ ପଦକ୍ଷେପ: ‘ଜାତୀୟ ମାନସିକ ସ୍ୱାସ୍ଥ୍ୟ ଓ କଲ୍ୟାଣ ନୀତି’ର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶିକ୍ଷକମାନେ ସାଜିବେ ପ୍ରଥମ କାଉନସେଲର୍!

ଛାତ୍ରଛାତ୍ରୀଙ୍କ ମାନସିକ ସୁସ୍ଥତା ପାଇଁ କେନ୍ଦ୍ରର ବଡ଼ ପଦକ୍ଷେପ: ‘ଜାତୀୟ ମାନସିକ ସ୍ୱାସ୍ଥ୍ୟ ଓ କଲ୍ୟାଣ ନୀତି’ର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶିକ୍ଷକମାନେ ସାଜିବେ ପ୍ରଥମ କାଉନସେଲର୍!

ବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା କୁନି କୁନି ଛାତ୍ରଛାତ୍ରୀଙ୍କ ମାନସିକ ଚାପ ହ୍ରାସ କରିବା ଏବଂ ସେମାନଙ୍କ ସାମଗ୍ରିକ କଲ୍ୟାଣ ପାଇଁ କେନ୍ଦ୍ର ସରକାର ଏକ ବଡ଼ ନୀତି ଆଣିବାକୁ ଯାଉଛନ୍ତି। ବିଦ୍ୟାଳୟଗୁଡ଼ିକ ପାଇଁ ପ୍ରସ୍ତାବିତ ‘ଜାତୀୟ ମାନସିକ ସ୍ୱାସ୍ଥ୍ୟ ଓ କଲ୍ୟାଣ ନୀତି’ର ଡ୍ରାଫ୍ଟ ଉପରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ଏହି ସୂଚନା […]

Continue reading
ବିଶ୍ୱ ପରିବେଶ ଦିବସରେ ‘ଏକ ପେଡ୍ ମା’ କେ ନାମ୍’ ଅଭିଯାନ:  ପରିବାର ସହ ଗଛ ଲଗାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କୁନି କୁନି ପିଲାଙ୍କୁ ଦେଲେ ପରିବେଶ ସୁରକ୍ଷାର ବାର୍ତ୍ତା!

ବିଶ୍ୱ ପରିବେଶ ଦିବସରେ ‘ଏକ ପେଡ୍ ମା’ କେ ନାମ୍’ ଅଭିଯାନ: ପରିବାର ସହ ଗଛ ଲଗାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କୁନି କୁନି ପିଲାଙ୍କୁ ଦେଲେ ପରିବେଶ ସୁରକ୍ଷାର ବାର୍ତ୍ତା!

ଆଜି ବିଶ୍ୱ ପରିବେଶ ଦିବସ ଅବସରରେ ସାରା ଦେଶରେ ପରିବେଶ ସୁରକ୍ଷାକୁ ନେଇ ବ୍ୟାପକ ସଚେତନତା ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆହ୍ୱାନ କରାଯାଇଥିବା ‘ଏକ ପେଡ୍ ମା’ କେ ନାମ୍ ୩.୦’ ଅଭିଯାନରେ ସାମିଲ ହୋଇ ବୃକ୍ଷରୋପଣ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ପରିପ୍ରେକ୍ଷୀରେ ଶ୍ରୀ ପ୍ରଧାନ ନୂଆଦିଲ୍ଲୀଠାରେ ନିଜର ମା’ ଏବଂ ପରିବାର ସଦସ୍ୟଙ୍କ ସହ ମିଶି ବୃକ୍ଷରୋପଣ କରିଛନ୍ତି। ଏହା ସହିତ ଦିଲ୍ଲୀ କାଣ୍ଟନମେଣ୍ଟ ସ୍ଥିତ […]

Continue reading