ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ

ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ

ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତି କ୍ଷେତ୍ରରେ ଏକ ବଡ଼ ସଫଳତା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଓଡ଼ିଶା ସରକାର ଶିଳ୍ପ ବିକାଶକୁ ଆହୁରି ତ୍ୱରାନ୍ୱିତ କରିଛନ୍ତି। ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୭ତମ ରାଜ୍ୟ ସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକରେ ୨୪ଟି ଗୁରୁତ୍ୱପୂର୍ଣ୍ଣ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହି ସମସ୍ତ ପ୍ରକଳ୍ପ ଜରିଆରେ ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ […]

Continue reading