ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ ହେଲେ ଲୋକପ୍ରିୟ ବଲିଉଡ଼ ସିଙ୍ଗର ଅଲକା ୟାଗ୍ନିକ୍

ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ ହେଲେ ଲୋକପ୍ରିୟ ବଲିଉଡ଼ ସିଙ୍ଗର ଅଲକା ୟାଗ୍ନିକ୍

ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ ହେଲେ ଲୋକପ୍ରିୟ ବଲିଉଡ଼ ସିଙ୍ଗର ଅଲକା ୟାଗ୍ନିକ୍ । ଗତକାଲି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହାତରୁ ପଦ୍ମ ପୁରସ୍କାର ଗ୍ରହଣ କରିଥିଲେ ଅଲକା ୟାଗ୍ନିକ୍ । ଏହି ସମ୍ମାନରେ ସମ୍ମାନିତ ହେବା ପରେ ଅଲକା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ କୃତଜ୍ଞତା ପ୍ରକାଶ କରି ଏକ ପୋଷ୍ଟ ସେୟାର କରିଥିଲେ । ଏଥିସହ ତାଙ୍କ ସ୍ବାସ୍ଥ୍ୟ ସମସ୍ୟା ବିଷୟରେ ମଧ୍ୟ କହିଥିଲେ । ଯାହା ତାଙ୍କ ଫ୍ୟାନ୍ସଙ୍କ ଚିନ୍ତାକୁ ବଢାଇଦେଇଥିଲା । […]

Continue reading
ମଲ୍ଟି ଏଜେନସି ମାରିଟାଇମ ସିକ୍ୟୁରିଟି ଗ୍ରୁପ ପଲିସୀ ବୈଠକ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମଲ୍ଟି ଏଜେନସି ମାରିଟାଇମ ସିକ୍ୟୁରିଟି ଗ୍ରୁପ ପଲିସୀ ବୈଠକ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହୋଇଛି ମଲ୍ଟି ଏଜେନ୍ସି ମାରିଟାଇମ ସିକ୍ୟୁରିଟି ଗ୍ରୁପ ବା ବହୁ-ସଂସ୍ଥା ସାମୁଦ୍ରିକ ସୁରକ୍ଷା ଗୋଷ୍ଠୀ’ ବୈଠକ । ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ବୈଠକ ଓଡ଼ିଶା ପାଇଁ ଗୌରବର କଥା। ଆଜିର ଏହି ବୈଠକରେ ୮ଟି ରାଜ୍ୟର ପ୍ରତିନିଧି ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ୫୭୪ କିଲୋମିଟର ବେଳାଭୂମି ଅଛି। ଅତୀତରେ ଆମ ସାଧବ […]

Continue reading
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱାଲେ,ରାଜ୍ୟରେ ସାମାଜିକ ନ୍ୟାୟ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱାଲେ,ରାଜ୍ୟରେ ସାମାଜିକ ନ୍ୟାୟ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱାଲେ । ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କଲେ କେନ୍ଦ୍ରମନ୍ତ୍ରୀ । ରାଜ୍ୟରେ ସାମାଜିକ ନ୍ୟାୟ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରାଯିବ କହିଲେ ସିଏମ । କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସମନ୍ବୟକୁ ଆହୁରି ସୁଦୃଢ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି। କେନ୍ଦ୍ର ସରକାର ଓ ଓଡ଼ିଶା ସରକାର ମଧ୍ୟରେ ସମନ୍ୱୟକୁ ଆହୁରି ମଜବୁତ କରିବା ସହ ରାଜ୍ୟରେ […]

Continue reading