ଆସାମରେ ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ହାହାକାର ସ୍ଥିତି ଦେଖାଦେଇଛି । ବର୍ଷା ଯୋଗୁଁ ନଦୀରେ ଜଳସ୍ତର ବଢିବାରେ ଲାଗିଛି । ଏକ ରେଳ ବ୍ରିଜ କ୍ଷତିଗ୍ରସ୍ତ ଯୋଗୁଁ ଏକ ଅଞ୍ଚଳକୁ ରେଳ ସଂଯୋଗ ଶେଷ ହୋଇଛି । ବନ୍ୟା ଯୋଗୁଁ ୬ଟି ଜିଲ୍ଲାରେ ପ୍ରାୟ ୨୨ ହଜାର ଲୋକେ ପ୍ରଭାବିତ ହୋଇଛନ୍ତି । ଗୃହମନ୍ତ୍ରୀ ଅମିତ ଶାହ ଏନେଇ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମାଙ୍କ ସହ କଥା ହୋଇଛନ୍ତି । ବନ୍ୟା ସ୍ଥିତି ସମ୍ପର୍କରେ ପଚାରି ବୁଝିବା […]
Continue readingDaily Archives: June 29, 2026
ସେସେଲ୍ସର ସର୍ବୋଚ୍ଚ ସମ୍ମାନରେ ସମ୍ମାନୀତ ହେଲେ ପ୍ରଧାନମନ୍ତ୍ରୀ ମୋଦି
ସେସେଲ୍ସର ସର୍ବୋଚ୍ଚ ସମ୍ମାନରେ ସମ୍ମାନୀତ ହେଲେ ପ୍ରଧାନମନ୍ତ୍ରୀ ମୋଦି । ସେସେଲ୍ସର ରାଷ୍ଟ୍ରପତି ଡ. ପାଟ୍ରିକ ହର୍ମିନି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ “ଗାର୍ଡିଆନ ଅଫ ଦି ବ୍ଲୁ ହୋରାଇଜନ’ ପ୍ରଦାନ କରିଛନ୍ତି । ପରିବେଶ ସଂରକ୍ଷଣ, ସ୍ଥାୟୀ ବିକାଶ ଏବଂ ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଶ୍ୱସ୍ତରୀୟ ନେତୃତ୍ୱ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିଛି । ଗାର୍ଡିଆନ ଅଫ ଦି ବ୍ଲୁ ହୋରାଇଜନ” ହେଉଛି ଆନ୍ତର୍ଜାତୀୟ ବ୍ୟକ୍ତିତ୍ୱମାନଙ୍କ ପାଇଁ ସେସେଲ୍ସର […]
Continue readingଗଜାନନ ବେଶରେ ସଜେଇ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି,ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସୂଅ ଛୁଟିଛି
ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁଙ୍କ ମାନବୀୟ ଲୀଳାର ଆଦ୍ୟ ପର୍ବ ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀବିଗ୍ରହଙ୍କ ଗଜାନନ ବେଶ ଦର୍ଶନ କରିବା ପାଇଁ ଆତୁର ଭକ୍ତ ମନ । ଜୟ ଜଗନ୍ନାଥ ଜୟ ଜଗନ୍ନାଥ ଧ୍ବନିରେ କମ୍ପୁଛି ଶ୍ରୀକ୍ଷେତ୍ର । ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସୂଅ ଛୁଟିଛି । ଗଜାନନ ବେଶରେ ସଜେଇ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଛେରା ପହଁରା ନୀତି ସମାପନ ପରେ ବିଭିନ୍ନ ଅଳଙ୍କାର […]
Continue reading


