ଗୋତି ଶ୍ରମିକଙ୍କ ପ୍ରଥା ଚାଲିଛି ଏବେ ବି  ବଡ଼ ବଡ଼ୁଆଙ୍କ ଘରେ !

ଗୋତି ଶ୍ରମିକଙ୍କ ପ୍ରଥା ଚାଲିଛି ଏବେ ବି ବଡ଼ ବଡ଼ୁଆଙ୍କ ଘରେ !

ଏଡିଜି ଦୟାଲ ଗଙ୍ଗୱାରଙ୍କ ବିରୋଧରେ ହୋଇଥିବା କାର୍ଯ୍ୟାନୁଷ୍ଠାନ ଓଡ଼ିଶା ପ୍ରଶାସନର ଏକ ଅନ୍ଧାରୀ ଦିଗକୁ ପଦାରେ ପକାଇଛି। ପୋଲିସ ଡିଜିଙ୍କ ଗୋପନୀୟ ରିପୋର୍ଟ ଆଧାରରେ ଗଙ୍ଗୱାରଙ୍କୁ ସସପେଣ୍ଡ ତ କରାଯାଇଛି, କିନ୍ତୁ ଏହି ଘଟଣା ସାରା ରାଜ୍ୟରେ ଏକ ବଡ଼ ବିତର୍କକୁ ଜନ୍ମ ଦେଇଛି। ଜଣେ ନିଲମ୍ବିତ ଅଧିକାରୀଙ୍କ ବାସଭବନରେ ବିନା ଅନୁମତିରେ ୮ ଜଣ ପ୍ରଶିକ୍ଷିତ କନଷ୍ଟେବଳ ଘର କାମ କରୁଥିଲେ ଏବଂ ସବୁଠାରୁ ଆଶ୍ଚର୍ଯ୍ୟର ବିଷୟ ହେଉଛି, ଏହି ୮ ଜଣଙ୍କ ମଧ୍ୟରେ ଜିଆରପି […]

Continue reading
ରାଷ୍ଟ୍ରପତିଙ୍କ ସହ ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁର ଯିବେ ପ୍ରଧାନମନ୍ତ୍ରୀ:୪୭,୬୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ହେବ ଉଦଘାଟନ ଏବଂ ଶିଳାନ୍ୟାସ

ରାଷ୍ଟ୍ରପତିଙ୍କ ସହ ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁର ଯିବେ ପ୍ରଧାନମନ୍ତ୍ରୀ:୪୭,୬୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ହେବ ଉଦଘାଟନ ଏବଂ ଶିଳାନ୍ୟାସ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି, ୨୦ ଜୁନ୍ ୨୦୨୬ରେ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ଉପସ୍ଥିତ ରହିବେ ଯାହା ରାଜ୍ୟ ପାଇଁ ଏକ ବିରଳ ତଥା ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ହେବ । ପୂର୍ବାହ୍ନ ପ୍ରାୟ ୧୧ଟା ୧୫ ସମୟରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁର ଗ୍ରାମ ପରିଦର୍ଶନ କରିବେ । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ପବିତ୍ର ସାନ୍ତାଳୀ ଜାହେରା ଏବଂ ହୋ ଜାହେରା ଠାରେ ପ୍ରାର୍ଥନା କରିବେ ଏବଂ ଦକ୍ଷତା ବିକାଶ କେନ୍ଦ୍ର ଓ ପାହାଡପୁର ସ୍କୁଲ ବୁଲି ଦେଖିବେ । ଏହି ଗସ୍ତ ଆଦିବାସୀ ଓ ଗ୍ରାମାଞ୍ଚଳରେ ଶିକ୍ଷାଗତ ସୁଯୋଗ, ଦକ୍ଷତା ବିକାଶ ଏବଂ ସାମାଜିକ-ଆର୍ଥିକ ସଶକ୍ତିକରଣକୁ ସୁଦୃଢ଼ ​​କରିବା […]

Continue reading

ରାଇରଙ୍ଗପୁରଠାରେ ଆସନ୍ତାକାଲି ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଏବଂ ଦକ୍ଷତା ବିକାଶ କେନ୍ଦ୍ର ଭବନର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରଠାରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ର ଆଞ୍ଚଳିକ କେନ୍ଦ୍ର ଏବଂ ଦକ୍ଷତା ବିକାଶ କେନ୍ଦ୍ର ଭବନର ସ୍ଥାୟୀ କ୍ୟାମ୍ପସ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହି ଐତିହାସିକ ସମାରୋହ ସମ୍ପର୍କରେ ଇଗ୍ନୋର କୁଳପତି ପ୍ରଫେସର ଉମା କାଞ୍ଜିଲାଲ, ରେଜିଷ୍ଟ୍ରାର ପ୍ରଫେସର ଜିତେନ୍ଦ୍ର ଶ୍ରୀବାସ୍ତବ ଏବଂ ବିତ୍ତ ଅଧିକାରୀ ଡକ୍ଟର ଜିତେନ୍ଦ୍ର ଦେବ ଗଙ୍ଗୱାର ସୂଚନା ଦେଇଛନ୍ତି […]

Continue reading
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶା ଏବଂ ସମଗ୍ର ମୟୂରଭଞ୍ଜ ଜିଲ୍ଲା ପାଇଁ ସୃଷ୍ଟି ହେବାକୁ ଯାଉଛି ଏକ ନୂଆ ଇତିହାସ। ନିଜର ଜନ୍ମମାଟି ପାହାଡ଼ପୁରରେ ପହଞ୍ଚିଛନ୍ତି ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ। ଶୁକ୍ରବାର ଅପରାହ୍‌ଣରେ ସେ ନିଜ ମାଟିରେ ପାଦ ଦେଇସାରିଥିବା ବେଳେ, ଶନିବାର (ଜୁନ୍ ୨୦) ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ ରକ୍ଷା କରି ତାଙ୍କ ଜନ୍ମଦିନ ଅବସରରେ ପହଞ୍ଚୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶର ଦୁଇ ଶୀର୍ଷ ଜନନାୟକଙ୍କୁ ଏକାଠି ସ୍ୱାଗତ କରିବା ପାଇଁ ପୂରା ପାହାଡ଼ପୁର ଗାଁ […]

Continue reading
ଯୁଦ୍ଧର ହେଲା ଅନ୍ତ , ଆମେରିକା-ଇରାନ ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ

ଯୁଦ୍ଧର ହେଲା ଅନ୍ତ , ଆମେରିକା-ଇରାନ ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ

ଯୁଦ୍ଧର ହେଲା ଅନ୍ତ । ଆମେରିକା-ଇରାନ ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ। ଯୁଦ୍ଧ ଶେଷ କରିବା ପାଇଁ ଚୁକ୍ତି ସ୍ବାକ୍ଷର କଲେ ଉଭୟ ଦେଶ। ଚୁକ୍ତିନାମାରେ ସ୍ବାକ୍ଷର କଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଓ ପେଜେସ୍କିଆନ। ଫ୍ରାନ୍ସର ଭର୍ସାଇଲ୍ସଠାରେ ରାତ୍ରୀ ଭୋଜନ ସମୟରେ ରାଷ୍ଟ୍ରପତି ଟ୍ରମ୍ପ ଏହାକୁ ବ୍ୟକ୍ତିଗତ ଭାବେ ସ୍ୱାକ୍ଷର କରିଥିବା ନେଇ ସୂଚନା ରହିଛି। ଉଭୟ ଦେଶ ସେମାନଙ୍କର ସାମରିକ କାର୍ଯ୍ୟକଳାପ ବନ୍ଦ କରିବାକୁ ରାଜି ହୋଇଛନ୍ତି। ଫଳରେ ବନ୍ଦ ହୋଇଥିବା ହର୍ମୁଜ୍ ପ୍ରଣାଳୀ […]

Continue reading
ଖୋର୍ଦ୍ଧା ଜିଲ୍ଲାରେ ୧୯ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍‌ ପାଇଁ  ର୍ନିର୍ଦ୍ଦେଶ

ଖୋର୍ଦ୍ଧା ଜିଲ୍ଲାରେ ୧୯ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍‌ ପାଇଁ ର୍ନିର୍ଦ୍ଦେଶ

ଖୋର୍ଦ୍ଧା ଜିଲ୍ଲା ରେ ସକାଳୁଆ ସ୍କୁଲ୍‌ । ଖୋର୍ଦ୍ଧା ଜିଲ୍ଲାରେ ୧୯ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍‌ ନିର୍ଦ୍ଦେଶ ଦିଆଯାଇଛି । ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ଚାଲିବ ସ୍କୁଲ୍‌ । ଶିଶୁ ବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଖରା ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିକୋଣରୁ ଜିଲ୍ଲାପାଳ ଖୋର୍ଦ୍ଧା ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏନେଇ ଜିଲ୍ଲା ଶିକ୍ଷାଧିକାରୀ, […]

Continue reading
୧୨୮ ଜଣ ମେଡିକାଲ ଅଫିସର ଓ ଡେଣ୍ଟାଲ ସର୍ଜନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

୧୨୮ ଜଣ ମେଡିକାଲ ଅଫିସର ଓ ଡେଣ୍ଟାଲ ସର୍ଜନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଦୀର୍ଘଦିନ ଧରି ଡାକ୍ତରଖାନା ନଆସି, ରୋଗୀ ସେବାରୁ ବିରତ ରହୁଥିବା ଡାକ୍ତର ମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଓଡିଶାର ବିଭିନ୍ନ ଡାକ୍ତରଖାନାରେ ୧୨୮ ଜଣ ମେଡିକାଲ ଅଫିସର ଓ ଡେଣ୍ଟାଲ ସର୍ଜନ ଦୀର୍ଘ ୫ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟରେ ଅନୁପସ୍ଥିତ ରହିଛନ୍ତି ।  ସେମାନଙ୍କ ସ୍ଥିତି ବିଷୟରେ ଜଣାଇବା ପାଇଁ ଖବରକାଗଜରେ ଇସ୍ତାହାର ମଧ୍ୟ ଦିଆଯାଇଥିଲା ।  ସେମାନଙ୍କର ଏହି ଅନଧିକୃତ ଉପସ୍ଥିତି ପାଇଁ […]

Continue reading
ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲା: ନିଲମ୍ବିତ ହେଲେ ବରିଷ୍ଠ IPS ଅଫିସର ଦୟାଲ ଗଙ୍ଗୱାର

ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲା: ନିଲମ୍ବିତ ହେଲେ ବରିଷ୍ଠ IPS ଅଫିସର ଦୟାଲ ଗଙ୍ଗୱାର

ବରିଷ୍ଠ IPS ଅଫିସର ଦୟାଲ ଗଙ୍ଗୱାର ନିଲମ୍ବିତ । ନିଲମ୍ବନ ନେଇ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ହୋଇଥିଲେ ବିବାଦୀୟ ।  ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗୃହ ବିଭାଗର ଓଏସଡି ଥିଲେ ବରିଷ୍ଠ ଆଇପିଏସ ଅଫିସର ଦୟାଲ ଗଙ୍ଗୱାର । ସୂଚନାଯୋଗ୍ୟ ଯେ, ଜିଆରପି (GRP) କନେଷ୍ଟବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କ ମୃତ୍ୟୁ ମାମଲାକୁ ନେଇ ଦୟାଲ ଗଙ୍ଗୱାର ବିବାଦରେ ଛନ୍ଦି […]

Continue reading
ଭାରତୀୟ ସେନାରେ ସାମିଲ ହେଲା ଅଗ୍ନିବେଗ’ କାମିକାଜେ ଡ୍ରୋନ୍ ସାମିଲ

ଭାରତୀୟ ସେନାରେ ସାମିଲ ହେଲା ଅଗ୍ନିବେଗ’ କାମିକାଜେ ଡ୍ରୋନ୍ ସାମିଲ

ନିକଟରେ ଆମେରିକା-ଇରାନ ଏବଂ ରୁଷ-ୟୁକ୍ରେନ ମଧ୍ୟରେ ହୋଇଥିବା ଯୁଦ୍ଧରେ କାମିକାଜେ ଡ୍ରୋନ୍ଗୁଡ଼ିକ ଅତ୍ୟନ୍ତ ପ୍ରଭାବଶାଳୀ ସାବ୍ୟସ୍ତ ହୋଇଛନ୍ତି। ଏଗୁଡ଼ିକ ସଠିକ୍ ଲକ୍ଷ୍ୟଭେଦ କରିବା ସହ ନିର୍ମାଣ ଖର୍ଚ୍ଚ ମଧ୍ୟ ବହୁତ କମ୍। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ସେନା ନିକଟରେ ନିଜ ଅସ୍ତ୍ରଭଣ୍ଡାରରେ ୧୦୬ଟି ‘ଅଗ୍ନିବେଗ’ (Agniveg) ଟର୍ବୋଜେଟ୍ ଚାଳିତ କାମିକାଜେ ଡ୍ରୋନ୍ ସାମିଲ କରିଛି। ଭାରତୀୟ ବାୟୁସେନା ମଧ୍ୟ ସ୍ୱଦେଶୀ ଜ୍ଞାନକୌଶଳରେ ଏହିଭଳି ଅସ୍ତ୍ରଶସ୍ତ୍ର ଉତ୍ପାଦନ ଦିଗରେ ପଦକ୍ଷେପ ନେଉଛି, ଯାହା Loitering munitions ଉପରେ […]

Continue reading
ପଶ୍ଚିମ ଏସିଆ ଶାନ୍ତି ପ୍ରକ୍ରିୟାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ପଶ୍ଚିମ ଏସିଆ ଶାନ୍ତି ପ୍ରକ୍ରିୟାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ଫ୍ରାନ୍ସର ଏଭିଆନ୍‌ଠାରେ ଚାଲିଥିବା ଜୀ-୭ (G-7) ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଜେ. ଟ୍ରମ୍ପଙ୍କ ମଧ୍ୟରେ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ତଥା ଐତିହାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉଭୟ ନେତା ଆନ୍ତର୍ଜାତୀୟ ସୁରକ୍ଷା, ଦ୍ୱିପାକ୍ଷିକ ବାଣିଜ୍ୟ ଏବଂ ପ୍ରତିରକ୍ଷା ସହଯୋଗକୁ ନେଇ ବ୍ୟାପକ ଆଲୋଚନା କରିଛନ୍ତି। ବୈଠକ କାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଟ୍ରମ୍ପଙ୍କ ସେହି ସଫଳ ପ୍ରୟାସଗୁଡ଼ିକୁ ଉଚ୍ଚ ପ୍ରଶଂସା କରିଛନ୍ତି, ଯାହା […]

Continue reading