ନୂଆ ବହି ଛପା ପାଇଁ ଆରମ୍ଭ  ହେଲା ପ୍ରସ୍ତୁତି 

ନୂଆ ବହି ଛପା ପାଇଁ ଆରମ୍ଭ  ହେଲା ପ୍ରସ୍ତୁତି  । ବସିଲା ବଡ଼ ବୈଠକ ।  SCERT କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ, ସଚିବ ଏବଂ ଓସେପା ନିର୍ଦେଶକ । ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟ ପୁସ୍ତକ ଯୋଗାଇବେ ସରକାର । ଏନେଇ ଗତକାଲି ଗଣଶିକ୍ଷା ସଚିବଙ୍କ ଘୋଷଣା ପରେ ଆଜି SCERTରେ ଗଣଶିକ୍ଷା ମନ୍ତ୍ରୀ ଓ ସଚିବ ।  SCERTରେ ବସିଲା ବଡ଼ ବୈଠକ । ଦୀର୍ଘ ସମୟ ଧରି ଚାଲିଲା ଆଲୋଚନା । ତ୍ରୁଟି […]

Continue reading
ଓଡ଼ିଶା ହେବ ଗ୍ଲୋବାଲ ଆଲୁମିନିୟମ ହବ୍,୧.୧୦ ଲକ୍ଷ କୋଟିର ମେଗା ଏମଓୟୁ ସ୍ୱାକ୍ଷରିତ

ଓଡ଼ିଶା ହେବ ଗ୍ଲୋବାଲ ଆଲୁମିନିୟମ ହବ୍,୧.୧୦ ଲକ୍ଷ କୋଟିର ମେଗା ଏମଓୟୁ ସ୍ୱାକ୍ଷରିତ

ଓଡ଼ିଶା ହେବ ଗ୍ଲୋବାଲ ଆଲୁମିନିୟମ ହବ୍ । ଓଡ଼ିଶା ଶିଳ୍ପ ଜଗତରେ ବଡ଼ ଧମାକା ! । ୧.୧୦ ଲକ୍ଷ କୋଟିର ମେଗା ଏମଓୟୁ ସ୍ୱାକ୍ଷରିତ । ଆଦାନୀ ଓ IHCର ମିଳିତ ବାଜି । ଓଡ଼ିଶାରେ ଆଦାନୀ ଓ ୟୁଏଇର ୧.୧୦ ଲକ୍ଷ କୋଟିର ପୁଞ୍ଜିନିବେଶ । ଗଢ଼ାହେବ ବିଶାଳ ଆଲୁମିନିୟମ ପ୍ଲାଣ୍ଟ । ଓଡ଼ିଶାର ଶିଳ୍ପ ବିକାଶ ଏବଂ ଦେଶର ଆଲୁମିନିୟମ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି । ଆଦାନୀ ଗ୍ରୁପ୍ ଏବଂ […]

Continue reading
ଓଡ଼ିଶାର ବିକାଶ ଯାତ୍ରାକୁ ଅଧିକ ଗତିଶୀଳ କରାଯିବ: ମୁଖ୍ୟ ଶାସନ ସଚିବ

ଓଡ଼ିଶାର ବିକାଶ ଯାତ୍ରାକୁ ଅଧିକ ଗତିଶୀଳ କରାଯିବ: ମୁଖ୍ୟ ଶାସନ ସଚିବ

ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ରାଜ୍ୟ ସରକାରଙ୍କ ବିଭିନ୍ନ ଉଲ୍ଲେଖନୀୟ ଯୋଜନା ଓ କାର୍ଯ୍ୟକ୍ରମର ସଫଳତା ଯଥା ମହିଳା ଉଦ୍ୟୋଗୀ ପ୍ଲାଟଫର୍ମ ( ଡବ୍ଲୁଇପି)ର ଶୁଭାରମ୍ଭ, କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା, ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ପୁଷ୍ଟିକର ଖାଦ୍ୟ ବ୍ୟବସ୍ଥାର ସୁଦୃଢୀକରଣ, ଯାନ୍ତ୍ରିକ ଓ ବୈଷୟିକ ଶିକ୍ଷାରେ ସଂରକ୍ଷଣ ବୃଦ୍ଧି ଏବଂ ରାଜ୍ୟର କ୍ରୀଡ଼ା, ଶିଳ୍ପ ଓ ଷ୍ଟାର୍ଟଅପ୍ କ୍ଷେତ୍ରର ସଫଳତା ସମ୍ପର୍କରେ ଆଲୋକପାତ କରିଥିଲେ ।ରାଜ୍ୟରେ ସୁଶାସନକୁ ଅଧିକ ଫଳପ୍ରଦ, ସ୍ବଚ୍ଛ ଓ […]

Continue reading
ଜୁଲାଇ ୫ ରେ ପ୍ରକାଶ ପାଇବ ଚିଠା ଭୋଟର ତାଲିକା

ଜୁଲାଇ ୫ ରେ ପ୍ରକାଶ ପାଇବ ଚିଠା ଭୋଟର ତାଲିକା

ଓଡ଼ିଶାରେ ଚାଲିଥିବା ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଚିଠା ତାଲିକା ଜୁଲାଇ ୫ରେ ପ୍ରକାଶ ପାଇବ। ଏହା ପରେ ଯଦି ଚିଠା ଭୋଟର ତାଲିକାରେ କୌଣସି ତ୍ରୁଟି ପରିଲଖିତ ହୁଏ ତେବେ ୪ ଅଗଷ୍ଟ ଯାଏଁ ଫର୍ମ-୬ (Form 6)-ମାଧ୍ୟମରେ ନୂତନ ନାମ ଯୋଡ଼ିପାରିବେ, ଫର୍ମ-୭ (Form 7) ଦେଇ ଭୋଟର ତାଲିକାରୁ ନାମ ବାଦ୍ ଓ ଫର୍ମ-୮ (Form 8) ମାଧ୍ୟମରେ ଯେକୌଣସି ପ୍ରକାରର ସଂଶୋଧନ କରିପାରିବେ। ଏହି ପ୍ରସଙ୍ଗରେ ଆଜି (ବୁଧବାର) ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ […]

Continue reading
ଓଡିଶାରେ ବିଜେପି ଶକ୍ତିଶାଳୀ ହେଉଛି : ମନମୋହନ ସାମଲ

ଓଡିଶାରେ ବିଜେପି ଶକ୍ତିଶାଳୀ ହେଉଛି : ମନମୋହନ ସାମଲ

ବିଜେପିର ବିଚାରଧାରାରେ ଅନୁପ୍ରାଣିତ ହୋଇ ଏବଂ ରାଜ୍ୟରେ ଡବଲଇଞ୍ଜିନ ସରକାରଙ୍କ ବିକାଶମୂଳକ କାର୍ଯ୍ୟରେ ଆସ୍ଥା ପ୍ରକଟ କରି ଆଜି ଭଦ୍ରକର ପୂର୍ବତନ ସାଂସଦ ଶ୍ରୀମତୀ ମଞ୍ଜୁଲତା ମଣ୍ଡଳ, ଧାମନଗର ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ଶ୍ରୀଯୁକ୍ତ ମୁକ୍ତିକାନ୍ତ ମଣ୍ଡଳ, ପୂର୍ବତନ ବିଜେଡି ରାଜ୍ୟ ସମ୍ପାଦକ ତଥା ଭଦ୍ରକ ଜିଲ୍ଲାର ବରିଷ୍ଠ ନେତା ଶ୍ରୀଯୁକ୍ତ ଶଶୀ କୁମାର ସାହୁ ପ୍ରମୁଖ ବିଜେଡି ଛାଡି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ […]

Continue reading