ଇସ୍ତଫା ଦେଲେ ଭୁବନେଶ୍ୱର ଡିସିପି । ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଇସ୍ତଫା ଦେଇଥିବା ସୂଚନା ମିଳିଛି । ତେବେ ସେ ବ୍ୟକ୍ତିଗତ କାରଣ ଦର୍ଶାଇ ଚାକିରି ଛାଡିଥିବା ନେଇ ଦର୍ଶାଇଛନ୍ତି । ତେବେ ତାଙ୍କ ଇସ୍ତଫା ନେଇ ସରକାରୀ ଭାବେ କିଛି କୁହାଯାଇ ନାହିଁ । ୨୦୧୩ ବ୍ୟାଚ୍ ର ଆଇପିଏସ୍ ଅଫିସର ହେଲେ ଶ୍ରୀ ମୀନା। ସେ ୨୦୨୫ରେ ଭୁବନେଶ୍ବର ଡିସିପି ଭାବେ ଯୋଗ ଦେଇଥିଲେ। ପୂର୍ବରୁ ସେ ଅନୁଗୋଳ ଏବଂ ଗଞ୍ଜାମର ଏସପି […]
Continue readingDaily Archives: July 6, 2026
ପୁରୀ ରେଳ ଷ୍ଟେସନଠାରେ ଶୁଭାରମ୍ଭ ହୋଇଛି ପୁରୀ-କୋରାପୁଟ-ପୁରୀ ନୂତନ ଟ୍ରେନ,ପତାକା ଦେଖାଇ ଶୁଭାରମ୍ଭ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ
ପୁରୀ ରେଳ ଷ୍ଟେସନଠାରେ ଶୁଭାରମ୍ଭ ହୋଇଛି ପୁରୀ-କୋରାପୁଟ-ପୁରୀ ନୂତନ ଟ୍ରେନ। ପୁରୀ ରେଳ ଷ୍ଟେସନଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହି ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦେଶରେ ଏବେ ଏକ ଟ୍ରାନସ୍ଫର୍ମେସନର ଯୁଗ ଆସିଛି। ସଡ଼କଠାରୁ ଆରମ୍ଭ କରି ରେଳ, ବିମାନସେବା ସବୁ କ୍ଷେତ୍ରରେ ପରିବର୍ତ୍ତନ ଆସିଛି । ମୋଦୀଜୀଙ୍କ ନେତୃତ୍ୱରେ […]
Continue readingସୁରତରେ କାର୍ଯ୍ୟ କରୁଥିବା ଗଞ୍ଜାମ ଜିଲ୍ଲାର ଶ୍ରମିକ ମାନଙ୍କ ପାଇଁ ଖୁସି ଖବର,ଏଣିକି ପ୍ରତିଦିନ ଚଳାଚଳ କରିବ ଅମୃତ ଭାରତ ଏକ୍ସପ୍ରେସ୍
ସୁରତରେ କାର୍ଯ୍ୟ କରୁଥିବା ଗଞ୍ଜାମ ଜିଲ୍ଲାର ଶ୍ରମିକ ମାନଙ୍କ ପାଇଁ ଖୁସି ଖବର । ବ୍ରହ୍ମପୁରରୁ ସୁରତ ଅଭିମୁଖେ ସପ୍ତାହକୁ ଦୁଇ ଥର ଯାଉଥିବା ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ୍ ଏଣିକି ପ୍ରତିଦିନ ଚଳାଚଳ କରିବ । ବ୍ରହ୍ମପୁର ରେଳ ଷ୍ଟେସନ୍ ର ଚତୁର୍ଥ ପ୍ଲାଟଫର୍ମରେ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅପରାହ୍ନ ୪ଟା ୩୦ରେ ଏଥି ପାଇଁ ରେଳ […]
Continue reading


