ଶ୍ରୀମନ୍ଦିର ସିଂହଦ୍ବାରରେ ପ୍ରସ୍ତୁତ ହୋଇ ରହିଛନ୍ତି ୩ ରଥ ନନ୍ଦିଘୋଷ, ଦର୍ପଦଳନ ଓ ତାଳଧ୍ବଜ,ରାତି ପାହିଲେ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା

ଶ୍ରୀମନ୍ଦିର ସିଂହଦ୍ବାରରେ ପ୍ରସ୍ତୁତ ହୋଇ ରହିଛନ୍ତି ୩ ରଥ ନନ୍ଦିଘୋଷ, ଦର୍ପଦଳନ ଓ ତାଳଧ୍ବଜ,ରାତି ପାହିଲେ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା

ରାତି ପାହିଲେ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା । ଶ୍ରୀମନ୍ଦିର ସିଂହଦ୍ବାରରେ ପ୍ରସ୍ତୁତ ହୋଇ ରହିଛନ୍ତି ୩ ରଥ ନନ୍ଦିଘୋଷ, ଦର୍ପଦଳନ ଓ ତାଳଧ୍ବଜ । ଆଜି ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପରେ ରଥଖଳାରୁ ତିନି ରଥଙ୍କୁ ଶ୍ରୀମନ୍ଦିର ସିଂହଦ୍ବାର ସାମ୍ନା ରଥ ଚକଡ଼ାକୁ ଟଣାଯାଇଥିଲା । ହରିବୋଲ, ହୁଳହୁଳି ସହ ଜୟଜଗନ୍ନାଥ ଧ୍ବନିରେ ପ୍ରକମ୍ବିତ ହୋଇଥିଲା ବଡ଼ଦାଣ୍ଡ । ଆସନ୍ତାକାଲି ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିବେ ଶ୍ରୀଜିଉ । ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନକୁ ଦେଖିବ […]

Continue reading
କେନ୍ଦ୍ର କ୍ୟାବିନେଟ୍ ବୁଧବାର ସାତଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରି ,ପାରାଦୀପ – ହରିଦାସପୁରର ଦୋହରିକରଣକୁ ପ୍ରକଳ୍ପକୁ ମଞ୍ଜୁରି ମିଳିଛି

କେନ୍ଦ୍ର କ୍ୟାବିନେଟ୍ ବୁଧବାର ସାତଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରି ,ପାରାଦୀପ – ହରିଦାସପୁରର ଦୋହରିକରଣକୁ ପ୍ରକଳ୍ପକୁ ମଞ୍ଜୁରି ମିଳିଛି

କେନ୍ଦ୍ର କ୍ୟାବିନେଟ୍ ବୁଧବାର ସାତଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରି ଦେଇଛି । କେନ୍ଦ୍ର କ୍ୟାବିନେଟରେ ପାରାଦୀପ – ହରିଦାସପୁରର ଦୋହରିକରଣକୁ ପ୍ରକଳ୍ପକୁ ମଞ୍ଜୁରି ମିଳିଛି । ଏହାସହିତ ରାଜଖରସ୍ୱାନ ଓ ଡାଙ୍ଗୋପୋସିର ଚତୁର୍ଥ ଲେନ୍ ପ୍ରକଳ୍ପକୁ ମଧ୍ୟ ମଞ୍ଜୁରି ମିଳିଛି । ଦୁଇ ପ୍ରକଳ୍ପର ମୋଟ ମୂଲ୍ୟ ପ୍ରାୟ ୩,୯୦୭ କୋଟି ଟଙ୍କା । ଓଡ଼ିଶା ଏବଂ ଝାଡ଼ଖଣ୍ଡ ରାଜ୍ୟର ୪ଟି ଜିଲ୍ଲାକୁ କଭର କରୁଥିବା ଦୁଇ ପ୍ରକଳ୍ପ ଭାରତୀୟ ରେଳବାଇର ନେଟୱାର୍କକୁ ପ୍ରାୟ ୧୪୫ କିଲୋମିଟର […]

Continue reading
ପରିବହନ ବ୍ୟବସ୍ଥା ସହଜ ହେବା ସହ ଅର୍ଥନୀତି ସୁଦୃଢ଼ ହେବ– ଧର୍ମେନ୍ଦ୍ର ପ୍ରଧାନ

ପରିବହନ ବ୍ୟବସ୍ଥା ସହଜ ହେବା ସହ ଅର୍ଥନୀତି ସୁଦୃଢ଼ ହେବ– ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବୈଠକରେ ଓଡ଼ିଶାର ୭୪ କିଲୋମିଟର ପାରାଦୀପ-ହରିଦାସପୁର ରେଳ ଲାଇନର ଦୋହରୀକରଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିବାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମାନ୍ୟବର ପ୍ରଧାନମନ୍ତ୍ରୀ ମୋଦୀ ଏବଂ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସମ୍ପୂର୍ଣ୍ଣ ସରକାରୀ ପୁଞ୍ଜିନିବେଶ ଏବଂ ମୋଡ୍‌ରେ କାର୍ଯ୍ୟକାରୀ ହେବାକୁ ଥିବା ଏହି ବୃହତ ପ୍ରକଳ୍ପ ପାଇଁ ଅନୁମାନିକ […]

Continue reading