ସଂସଦର ମୌସୁମୀ ଅଧିବେଶନ ସମୟରେ କଂଗ୍ରେସ ଦଳ ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ରଛାତ୍ରୀଙ୍କୁ ରାଜନୈତିକ ହାତବାରିସି ଭାବେ ବ୍ୟବହାର କରି ଗୃହରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ ପୋଷ୍ଟରେ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ଧାରଣା ଦେଇ ସୁରକ୍ଷା ନିୟମ ଭଙ୍ଗ କରିବା ସହ ସାଧାରଣ ଜନତାଙ୍କ ପାଇଁ ଅସୁବିଧା ସୃଷ୍ଟି କରିବା ବିରୋଧୀଙ୍କ କେବଳ ଏକ ରାଜନୈତିକ ନାଟକବାଜି । ସରକାର ନିଟ୍ […]
Continue readingDaily Archives: July 21, 2026
ନିଟ-UG ପ୍ରଶ୍ନପତ୍ର ଲିକ୍ ଘୋର ପାପ – ମୋଦୀ
ଏନଡିଏ ବୈଠକରେ ଉଠିଲା ନିଟ-UG ପ୍ରଶ୍ନପତ୍ର ଲିକ୍ ମାମଲା । ପ୍ରଶ୍ନପତ୍ର ଲିକ୍ ମାମଲାରେ ସରକାରଙ୍କ ପଦକ୍ଷେପକୁ ଦୃଢ଼ ଭାବେ ସମର୍ଥନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପେପର ଲିକ୍ କୁ ଘୋର ପାପ ବୋଲି କହିଛନ୍ତି । ଦିଲ୍ଲୀରେ ଛାତ୍ରଙ୍କ ବିଶାଳ ବିକ୍ଷୋଭ ଓ ସଂସଦର ମୌସୁମୀ ଅଧିବେଶନରେ ହଙ୍ଗାମା ପରେ ପ୍ରଧାନମନ୍ତ୍ରୀ ବୟାନକୁ ଗୁରୁତ୍ବ ଦିଆଯାଉଛି । ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁଙ୍କ ସୂଚନା ଅନସାରେ ପ୍ରଧାନମନ୍ତ୍ରୀ ଏନଡିଏ ସାଂସଦଙ୍କ ଆଗରେ […]
Continue reading୨୩ଟି ବୃହତ୍ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ, ୨୨,୮୭୩ ଜଣଙ୍କ ପାଇଁ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ
ରାଜ୍ୟର ଶିଳ୍ପାୟନକୁ ଅଧିକ ଗତି ଦେବା ଲକ୍ଷ୍ୟରେ ଓଡ଼ିଶା ସରକାର ୨୩ଟି ବୃହତ୍ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ମୁଖ୍ୟ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବସିଥିବା ୧୪୮ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମୋଟ ୪,୫୭୩.୮୭ କୋଟି ବିନିଯୋଗ ପ୍ରସ୍ତାବକୁ ସବୁଜ ସଙ୍କେତ ମିଳିଛି। ଏହି ପ୍ରକଳ୍ପଗୁଡ଼ିକ ମାଧ୍ୟମରେ ୨୨,୮୭୩ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ସରକାର ଆଶା କରୁଛନ୍ତି। ଅନୁମୋଦନ ପାଇଥିବା ପ୍ରକଳ୍ପଗୁଡ଼ିକ ଆଇଟି ଓ […]
Continue reading


