ଦିଲ୍ଲୀରେ ଜନ୍ତରମନ୍ତରରେ ଚାଲିଥିବା CJP ଆନ୍ଦୋଳନ ପ୍ରତ୍ୟାହାର ଘୋଷଣା କରାଯାଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି, ସରକାର ଆମ ଦାବି ମାନିଛନ୍ତି, ସମସ୍ତ ଛାତ୍ରଛାତ୍ରୀ ନିଜ ନିଜ ଘରକୁ ଫେରିଯାଆନ୍ତୁ । ଆମର ତିନୋଟି ପ୍ରମୁଖ ଦାବି ମଧ୍ୟରୁ ଗୋଟିଏ ପୂରଣ ହୋଇଛି । ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି । ଏବେ ଆମେ ୧ କୋଟି ଟଙ୍କା କ୍ଷତିପୂରଣ ଏବଂ ମାମଲା ପ୍ରତ୍ୟାହାର ଦାବି କରିଛୁ । ସରକାରଙ୍କ ସହିତ ତିନି ପର୍ଯ୍ୟାୟ […]
Continue readingDaily Archives: July 25, 2026
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷାମନ୍ତ୍ରାଳୟ ଦାୟିତ୍ୱ ପ୍ରଦାନ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷାମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସ୍ୱୀକାର କରିଛନ୍ତି ଓ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷାମନ୍ତ୍ରାଳୟ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହି ଘଟଣାକ୍ରମ ପ୍ରଧାନମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ଇସ୍ତଫା ପ୍ରଦାନ କରିବାର କିଛି ଘଣ୍ଟା ପରେ ସାମ୍ନାକୁ ଆସିଛି। ପ୍ରହ୍ଲାଦ ଯୋଶୀ ବର୍ତ୍ତମାନ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ, ନୂତନ ଓ ନବୀକରଣୀୟ ଶକ୍ତି ମନ୍ତ୍ରୀ ଅଛନ୍ତି। ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶାନୁସାର ସମ୍ବିଧାନର ଅନୁଚ୍ଛେଦ ୭୫ର ଖଣ୍ଡ (୨) ପ୍ରକାରେ କେନ୍ଦ୍ର ମନ୍ତ୍ରୀମଣ୍ଡଳରୁ […]
Continue readingଛାତ୍ରଛାତ୍ରୀଙ୍କ ଜୋରଦାର ପ୍ରତିବାଦ: ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଛାତ୍ରଛାତ୍ରୀଙ୍କ ଜୋରଦାର ପ୍ରତିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଖକୁ ପଠାଇବା ସହ ସୋସିଆଲ ମିଡିଆରେ ଏହି ନିଷ୍ପତ୍ତିର କାରଣ ସ୍ପଷ୍ଟ କରିଛନ୍ତି। ନିଜ ଇସ୍ତଫାପତ୍ରରେ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି ଯେ, ସେ ଦୀର୍ଘ ୪୦ ବର୍ଷରୁ ଅଧିକ ସମୟ ଧରି ଛାତ୍ର, ଶିକ୍ଷକ ଏବଂ ଶିକ୍ଷା ସଂସ୍କାର ପାଇଁ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ […]
Continue reading


