ସମ୍ବଲପୁର ସହରରେ ପ୍ରବଳ ବର୍ଷା,ଜଳବନ୍ଦୀ ସମସ୍ୟାକୁ ଗୁରୁତର ସହ ଗ୍ରହଣ କରିଛନ୍ତି ସାଂସଦ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର ସହରରେ ପ୍ରବଳ ବର୍ଷା,ଜଳବନ୍ଦୀ ସମସ୍ୟାକୁ ଗୁରୁତର ସହ ଗ୍ରହଣ କରିଛନ୍ତି ସାଂସଦ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର ସହରରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତିର ଆଶଙ୍କା ଏବଂ କ୍ରମାଗତ ସୃଷ୍ଟି ହେଉଥିବା ଜଳବନ୍ଦୀ ସମସ୍ୟାକୁ ଗୁରୁତର ସହ ଗ୍ରହଣ କରିଛନ୍ତି ସାଂସଦ ଧର୍ମେନ୍ଦ୍ର ପ୍ରଧାନ। ସ୍ଥାୟୀ ନିରାକରଣ ପାଇଁ ସମ୍ବଲପୁର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଭର୍ଚ୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଯାଇଛି । ସାଂସଦ ଶ୍ରୀ ପ୍ରଧାନ କହିଛନ୍ତି ଯେ ସମ୍ବଲପୁରବାସୀଙ୍କୁ ଏହି ବାରମ୍ବାର ସୃଷ୍ଟି ହେଉଥିବା ଜଳବନ୍ଦୀ ସମସ୍ୟାରୁ ମୁକ୍ତି ଦେବା ଆମର […]

Continue reading