ରାଜ୍ୟର ଶିଳ୍ପାୟନକୁ ଅଧିକ ଗତି ଦେବା ଲକ୍ଷ୍ୟରେ ଓଡ଼ିଶା ସରକାର ୨୩ଟି ବୃହତ୍ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ମୁଖ୍ୟ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବସିଥିବା ୧୪୮ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମୋଟ ୪,୫୭୩.୮୭ କୋଟି ବିନିଯୋଗ ପ୍ରସ୍ତାବକୁ ସବୁଜ ସଙ୍କେତ ମିଳିଛି। ଏହି ପ୍ରକଳ୍ପଗୁଡ଼ିକ ମାଧ୍ୟମରେ ୨୨,୮୭୩ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ସରକାର ଆଶା କରୁଛନ୍ତି। ଅନୁମୋଦନ ପାଇଥିବା ପ୍ରକଳ୍ପଗୁଡ଼ିକ ଆଇଟି ଓ […]
Continue readingMonthly Archives: July 2026
ଭିଏତନାମ ମାଟିରେ ଓଡ଼ିଆ ଅସ୍ମିତାନ୍ବେଷଣ -୫
ପ୍ରଦ୍ୟୁମ୍ନ ଶତପଥୀ ——————– ହୋ ଚି ମିନ ବା ସାଇଗନ ସହରରେ ଅବସ୍ଥାପିତ ସ୍ବାଧୀନତା ଭବନ ବା ଇଣ୍ଡିପେଣ୍ଡେନ୍ସ ପ୍ୟାଲେସ ସମ୍ମୁଖରେ ଆମେ ଠିଆ ହୋଇଥିବାର ଏହି ସ୍ଥିର ଚିତ୍ର ।ଏହା ଏକ ଗୁରୁତ୍ୱପୂର୍ଣ୍ଣ ଐତିହାସିକ ପ୍ରାସାଦ ଯାହା ,ଭିଏତନାମର ପୁନଃ ଏକତ୍ରୀକରଣର ପ୍ରାମାଣିକ ପ୍ରତୀକ । ଏହାକୁ ମଧ୍ୟ ରି ୟୁନିଫିକେସନ ପ୍ୟାଲେସ ବା ପୁନଃ ଏକତ୍ରିକରଣ ପ୍ରାସାଦ ବୋଲି ମଧ୍ୟ କୁହାଯାଏ । ଭିଏତନାମ ଯୁଦ୍ଧର ସମାପ୍ତି ଏବଂ ଦେଶର ମିଶ୍ରଣ ସହିତ ଏହି […]
Continue reading୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା : ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଲହରୀ ପୁରସ୍କୃତ
ନୂଆଦିଲ୍ଲୀର ନ୍ୟାସନାଲ ମିଡିଆ ସେଣ୍ଟରଠାରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଭାରତୀୟ ସିନେମା ଜଗତର ବିଭିନ୍ନ ଭାଷା ଓ ବର୍ଗରେ ଉଲ୍ଲେଖନୀୟ ପ୍ରଦର୍ଶନ ଏବଂ ଉତ୍କୃଷ୍ଟ କାର୍ଯ୍ୟକୁ ଏହି ପୁରସ୍କାର ମାଧ୍ୟମରେ ସମ୍ମାନିତ କରାଯାଇଛି। ଚଳିତ ବର୍ଷ ଜାନୁଆରୀ ୧ ରୁ ଡିସେମ୍ବର ୩୧, ୨୦୨୪ ମଧ୍ୟରେ କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ (CBFC) ଦ୍ୱାରା ପ୍ରମାଣିତ ହୋଇଥିବା ସିନେମାଗୁଡ଼ିକୁ ପୁରସ୍କାର ପାଇଁ ବିଚାରକୁ […]
Continue readingଆସୁଛି ‘ଷ୍ଟେଟ୍ ସ୍ପେଶାଲ ସେଲ୍’, ପ୍ରତିଟି ପ୍ରୋଜେକ୍ଟ ହେବ ହାଇ-ଟେକ୍!
ରାଜ୍ୟରେ ବୃହତ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ପୁଞ୍ଜି ଖର୍ଚ୍ଚ ପାଇଁ ଚଳିତ ବର୍ଷ ସରକାର ୬୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି । ଏହି ବ୍ୟୟ ବରାଦକୁ ସଠିକ ଭାବେ ଖର୍ଚ୍ଚ କରିବାକୁ ହେଲେ ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ନକ୍ସା ପ୍ରସ୍ତୁତି ବିଳମ୍ବ ହେଲେ ପ୍ରକଳ୍ପ କାମ ବି ବିଳମ୍ବିତ ହେଉଛି । ଏହାଦ୍ବାରା ସମୟ ସୀମା ବୃଦ୍ଧି ହେବା […]
Continue readingସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ହରିୟାଣାର ଜିନ୍ଦ ଏବଂ ସୋନିପତ ମଧ୍ୟରେ ନିଜର ପ୍ରଥମ ଯାତ୍ରା ଆରମ୍ଭ କରିଛି ଦେଶର ପ୍ରଥମ ସ୍ୱଦେଶୀ ହାଇଡ୍ରୋଜେନ୍ ଇନ୍ଧନ ଚାଳିତ ଟ୍ରେନ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଜ ପତାକା ଦେଖାଇ ଏହି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହାକୁ ଏକ ପାଇଲଟ ପ୍ରୋଜେକ୍ଟ ଭାବେ ଆରମ୍ଭ କରାଯାଇଛି । ଚେନ୍ନାଇର ଇଣ୍ଟିଗ୍ରାଲ୍ କୋଚ୍ ଫ୍ୟାକ୍ଟ୍ରିରେ ନିର୍ମିତ ଏହି ବ୍ରଡ୍ […]
Continue readingSRO ବୈଜ୍ଞାନିକଙ୍କ ସ୍ୱେଚ୍ଛାକୃତ ଅବସର ଓ ଇସ୍ତଫା ଉପରେ ସରକାରଙ୍କ ରୋକ୍
ଗଗନଯାନ ମିଶନକୁ ଲାଗିବନି ଝଟକା । ISRO ବୈଜ୍ଞାନିକଙ୍କ ସ୍ୱେଚ୍ଛାକୃତ ଅବସର ଓ ଇସ୍ତଫା ଉପରେ ସରକାରଙ୍କ ରୋକ୍ । ମହାକାଶ ବିଭାଗ ପକ୍ଷରୁ ଜାରି ଏକ ନିର୍ଦ୍ଦେଶନାମା ଅନୁସାରେ, ଗଗନଯାନ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରୋଜେକ୍ଟରେ ସାମିଲ ଥିବା ISRO ର ବୈଜ୍ଞାନିକ ଓ ବୈଷୟିକ କର୍ମଚାରୀମାନଙ୍କ ସ୍ୱେଚ୍ଛାକୃତ ଅବସର କିମ୍ବା ଇସ୍ତଫା ପତ୍ରକୁ ଏବେ ସହଜରେ ଗ୍ରହଣ କରାଯିବ ନାହିଁ । ଗଗନଯାନ ଭଳି ଦେଶର ସମ୍ମାନଜନକ ଓ ଅତି ଗୁରୁତ୍ୱପୂର୍ଣ୍ଣ ମିଶନରେ କାମ […]
Continue readingରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ଲଘୁଚାପ ବର୍ଷା ,ଶନିବାର ପାଇଁ ଓଡ଼ିଶା ସମେତ ୧୫ ରାଜ୍ୟକୁ ଝଡ଼ ବର୍ଷା ନେଇ ଆଲର୍ଟ ଜାରି
ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ଲଘୁଚାପ ବର୍ଷା । ଆହୁରି ୨ଦିନ ବର୍ଷିବ । ଶନିବାର ପାଇଁ ଓଡ଼ିଶା ସମେତ ୧୫ ରାଜ୍ୟକୁ ଝଡ଼ ବର୍ଷା ନେଇ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଆସନ୍ତା ୨୪ରେ ପୁଣି ଏକ ଘୂର୍ଣ୍ଣିବଳୟ ନେଇ ପୂର୍ବାନୁମାନ କରାଯାଇଛି । ଲଗାଣ ବର୍ଷା ଫଳରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି । କିଛି ସ୍ଥାନରେ ନଈ ଉଚ୍ଛୁଳୁଛି । କିଛି ସ୍ଥାନରେ ବନ୍ଧ ବାଡ଼ ଡେଇଁ […]
Continue readingଶଙ୍କରାଚାର୍ଯ୍ୟ ପୂଜ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜାଙ୍କ ଆଶୀର୍ବାଦ ନେଲେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ
ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ପୁରୀ ଗୋବର୍ଦ୍ଧନ ପୀଠ ପରିଦର୍ଶନ କରିବା ସହ ଜଗତଗୁରୁ ଶଙ୍କରାଚାର୍ଯ୍ୟ ପୂଜ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜାଙ୍କ ଆଶୀର୍ବାଦ ନେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
Continue readingରଥଯାତ୍ରା ମାନବ ସମାଜକୁ ଏକତାର ସୂତ୍ରରେ ବାନ୍ଧିରଖେ – ଧର୍ମେନ୍ଦ୍ର ପ୍ରଧାନ
ପବିତ୍ର ରଥଯାତ୍ରା ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀକ୍ଷେତ୍ର ପୁରୀ ଗସ୍ତ କରି ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହେବା ସହ ଚତୁର୍ଦ୍ଧାମୂରତିଙ୍କ ଦର୍ଶନ କରିଛନ୍ତି । ଏହି ପବିତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ ଶ୍ରୀ ପ୍ରଧାନ କହିଛନ୍ତି ଯେ, ରଥଯାତ୍ରା ସମସ୍ତଙ୍କ ପାଇଁ ଏକ ପବିତ୍ର ଓ ଗୌରବମୟ ଦିନ । ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମଗ୍ର ମାନବ ସମାଜକୁ ଏକତାର ସୂତ୍ରରେ ବାନ୍ଧିବାର ଏକ ଅନନ୍ୟ ଗଣପର୍ବ […]
Continue readingହରିଦାସପୁର-ପାରାଦୀପ ରେଳ ଲାଇନର ଦୋହରୀକରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବୈଠକରେ ଓଡ଼ିଶାର ୭୪ କିଲୋମିଟର ପାରାଦୀପ-ହରିଦାସପୁର ରେଳ ଲାଇନର ଦୋହରୀକରଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିବାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମାନ୍ୟବର ପ୍ରଧାନମନ୍ତ୍ରୀ ମୋଦୀ ଏବଂ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସମ୍ପୂର୍ଣ୍ଣ ସରକାରୀ ପୁଞ୍ଜିନିବେଶ ଏବଂ ମୋଡ୍ରେ କାର୍ଯ୍ୟକାରୀ ହେବାକୁ ଥିବା ଏହି ବୃହତ ପ୍ରକଳ୍ପ ପାଇଁ ଅନୁମାନିକ […]
Continue reading









