ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡ଼ଦାଣ୍ଡ। ଗଗନ ପବନକୁ ମୁଖରିତ କରୁଛି ହୁଳହୁଳି, ହରିବୋଲ ଓ ଶଙ୍ଖ ନାଦ। ବର୍ଷକରେ ମାତ୍ର ଥରେ ସାରା ବିଶ୍ୱର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥ ନିଜର ଭକ୍ତମାନଙ୍କୁ ଦର୍ଶନ ଦେବା ପାଇଁ, ସେମାନଙ୍କ ଦୁଃଖ ଅଶ୍ରୁକୁ ପୋଛିବା ପାଇଁ ଶ୍ରୀମନ୍ଦିରର ରତ୍ନସିଂହାସନ ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି। ଆଜି ସେହି ପବିତ୍ର ଓ ମାହେନ୍ଦ୍ର ବେଳା— ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ବା ରଥଯାତ୍ରା। ଧନୀ-ଗରିବ, ଜାତି-ବର୍ଣ୍ଣର ଭେଦଭାବକୁ ଦୂର କରି ଆଜି କାଳିଆ […]
Continue readingMonthly Archives: July 2026
କେନ୍ଦ୍ର କ୍ୟାବିନେଟ୍ ବୁଧବାର ସାତଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରି ,ପାରାଦୀପ – ହରିଦାସପୁରର ଦୋହରିକରଣକୁ ପ୍ରକଳ୍ପକୁ ମଞ୍ଜୁରି ମିଳିଛି
କେନ୍ଦ୍ର କ୍ୟାବିନେଟ୍ ବୁଧବାର ସାତଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରି ଦେଇଛି । କେନ୍ଦ୍ର କ୍ୟାବିନେଟରେ ପାରାଦୀପ – ହରିଦାସପୁରର ଦୋହରିକରଣକୁ ପ୍ରକଳ୍ପକୁ ମଞ୍ଜୁରି ମିଳିଛି । ଏହାସହିତ ରାଜଖରସ୍ୱାନ ଓ ଡାଙ୍ଗୋପୋସିର ଚତୁର୍ଥ ଲେନ୍ ପ୍ରକଳ୍ପକୁ ମଧ୍ୟ ମଞ୍ଜୁରି ମିଳିଛି । ଦୁଇ ପ୍ରକଳ୍ପର ମୋଟ ମୂଲ୍ୟ ପ୍ରାୟ ୩,୯୦୭ କୋଟି ଟଙ୍କା । ଓଡ଼ିଶା ଏବଂ ଝାଡ଼ଖଣ୍ଡ ରାଜ୍ୟର ୪ଟି ଜିଲ୍ଲାକୁ କଭର କରୁଥିବା ଦୁଇ ପ୍ରକଳ୍ପ ଭାରତୀୟ ରେଳବାଇର ନେଟୱାର୍କକୁ ପ୍ରାୟ ୧୪୫ କିଲୋମିଟର […]
Continue readingପରିବହନ ବ୍ୟବସ୍ଥା ସହଜ ହେବା ସହ ଅର୍ଥନୀତି ସୁଦୃଢ଼ ହେବ– ଧର୍ମେନ୍ଦ୍ର ପ୍ରଧାନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବୈଠକରେ ଓଡ଼ିଶାର ୭୪ କିଲୋମିଟର ପାରାଦୀପ-ହରିଦାସପୁର ରେଳ ଲାଇନର ଦୋହରୀକରଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିବାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମାନ୍ୟବର ପ୍ରଧାନମନ୍ତ୍ରୀ ମୋଦୀ ଏବଂ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସମ୍ପୂର୍ଣ୍ଣ ସରକାରୀ ପୁଞ୍ଜିନିବେଶ ଏବଂ ମୋଡ୍ରେ କାର୍ଯ୍ୟକାରୀ ହେବାକୁ ଥିବା ଏହି ବୃହତ ପ୍ରକଳ୍ପ ପାଇଁ ଅନୁମାନିକ […]
Continue readingଅର୍ଥାଭାବ ଯୋଗୁ ଉଚ୍ଚଶିକ୍ଷାରୁ ବଞ୍ଚିତ ରହିବେନି ଛାତ୍ରଛାତ୍ରୀ, ଏଣିକି କେଜିରୁ ପିଜି ପର୍ଯ୍ୟନ୍ତ ମାଗଣାରେ ପଢ଼ିବେ ଛାତ୍ରଛାତ୍ରୀ
ଅର୍ଥାଭାବ ଯୋଗୁ ଉଚ୍ଚଶିକ୍ଷାରୁ ବଞ୍ଚିତ ରହିବେନି ଛାତ୍ରଛାତ୍ରୀ। ଏଣିକି କେଜିରୁ ପିଜି ପର୍ଯ୍ୟନ୍ତ ମାଗଣାରେ ପଢ଼ିବେ ଛାତ୍ରଛାତ୍ରୀ । ଘୋଷଣା ହେଲା କେଜିରୁ ପିଜି ପର୍ଯ୍ୟନ୍ତ ନିଃଶୁଳ୍କ ଶିକ୍ଷା ବ୍ୟବସ୍ଥା । ପୂର୍ବରୁ ଏହି ବ୍ୟବସ୍ଥା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବେଳେ ଏଥିରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ଏହାକୁ ପ୍ରଥମ ଶ୍ରେଣୀରୁ ପୋଷ୍ଟ ଗ୍ରାଜୁଏଟ୍ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ସାମ୍ବାଦିକ ସମ୍ମିଳନୀ ଜରିଆରେ ଏହି ସୂଚନା ଦେଇଛନ୍ତି […]
Continue readingକ୍ୟାବିନେଟ ବୈଠକରେ ୭ଟି ବିଭାଗର ୧୩ଟି ପ୍ରସ୍ତାବକୁ ଅନୁମୋଦନ
ଗାଁକୁ ପକ୍କା ସଡ଼କ, ନଦୀରେ ବ୍ରିଜ ! ଗ୍ରାମାଞ୍ଚଳ ଭିତ୍ତିଭୂମି ଓ ଯୋଗାଯୋଗ ବ୍ୟବସ୍ଥା ପାଇଁ ରାଜ୍ୟ କ୍ୟାବିନେଟରେ ୨୭ ହଜାର କୋଟିରୁ ଅଧିକ ଟଙ୍କାର ମେଗା ପ୍ୟାକେଜ । ଗ୍ରାମୀଣ ଅଞ୍ଚଳରେ ରାସ୍ତାଘାଟ ଓ ପୋଲ ନିର୍ମାଣକୁ ବ୍ୟାପକ କରିବା ପାଇଁ ଓଡ଼ିଶା କ୍ୟାବିନେଟ୍ ଏକ ସାଙ୍ଗରେ ୨୭ ହଜା କୋଟିରୁ ଅଧିକ ଟଙ୍କାର ବିଶାଳ ପ୍ୟାକେଜକୁ ମଞ୍ଜୁରୀ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା- MMSY ଓ ସେତୁ ବନ୍ଧନ ଯୋଜନା ଅଧୀନରେ ଆଗାମୀ […]
Continue readingବିଶ୍ଵ ବୀର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଓଡ଼ିଆ ଓ ଓଡ଼ିଶା ପ୍ରୀତି ସମ୍ପର୍କରେ ଏଯାବତ୍ ସଠିକ୍ ଆଲୋଚନା ହୋଇନାହିଁ
ବିଶ୍ଵ ବୀର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଓଡ଼ିଆ ଓ ଓଡ଼ିଶା ପ୍ରୀତି ସମ୍ପର୍କରେ ଏଯାବତ୍ ସଠିକ୍ ଆଲୋଚନା ନହେବା ଅବା ସଠିକ୍ ଭାବରେ ଇତିହାସରେ ବିସ୍ତୃତ ଭାବରେ ବର୍ଣ୍ଣନା ନହେବା କେବଳ ଏକ ବିଡମ୍ବନା ନୁହେଁ, ଅଧିକନ୍ତୁ କୃତଜ୍ଞତା ତଥା ଚକ୍ରାନ୍ତିଆ ମସୀଲିପ୍ତ ଷଡ଼ଯନ୍ତ୍ର ବୋଲି ଆମର ନିଜସ୍ୱ ମତ । ” ମୋତେ ତୁମ୍ଭେମାନେ ରକ୍ତ ଦିଅ, ମୁଁ ତୁମ୍ଭମାନଙ୍କୁ ସ୍ବାଧୀନତା ଦେବି” ଏହି ଦୃପ୍ତ କଣ୍ଠର ଆହ୍ବାନ ଥିଲା ଓଡ଼ିଶାର ପାଣି ପବନରେ […]
Continue readingଗଣତନ୍ତ୍ରର ସୁରକ୍ଷା ପାଇଁ ଜରୁରୀ ନିର୍ଭୁଲ ଭୋଟର ତାଲିକା?
ଭାରତୀୟ ନିର୍ବାଚନ କମିଶନ ଦେଶର ଭୋଟର ପଞ୍ଜୀକରଣ ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛ, ନିର୍ଭୁଲ କରିବା ପାଇଁ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ତ୍ତମାନ ଚାଲୁ ରହିଥିବା ବିଶେଷ ସଂଶୋଧନ ପ୍ରକ୍ରିୟା ଅଧୀନରେ, ନୂତନ ଭୋଟରମାନେ ନାମ ପଞ୍ଜୀକରଣ ପାଇଁ ଫର୍ମ-୬ ଆବେଦନ କରିବା ସମୟରେ ସେମାନଙ୍କ ପିତାମାତା କିମ୍ବା ଜେଜେବାପା/ଜେଜେମା’ଙ୍କ ପୂର୍ବ SIR ତାଲିକାରେ ଥିବା ବିବରଣୀ ପ୍ରଦାନ କରିବା ବାଧ୍ୟତାମୂଳକ କରାଯାଇଛି। କମିଶନଙ୍କ ସୂଚନା ଅନୁଯାୟୀ, ମୂଳ ଫର୍ମ-୬ରେ କୌଣସି ଆଇନଗତ ସଂଶୋଧନ କରାଯାଇ […]
Continue readingସରକାର ନିରବ କାହିଁକି ?
ଭୁବନେଶ୍ୱର ଲୋୟର ପିଏମଜି (Lower PMG) ଠାରେ ନ୍ୟାୟ ଦାବି କରି ଆମରଣ ଅନଶନରେ ବସିଥିବା କେନ୍ଦ୍ରାପଡ଼ା ଜିଲ୍ଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝା ହଠାତ୍ ଅସୁସ୍ଥ ହୋଇପଡ଼ିଛନ୍ତି। ଅନଶନ ଯୋଗୁଁ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଭାବେ ବିଗିଡ଼ିବାରୁ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ହସ୍ପିଟାଲ ବେଡ୍ରେ ଥାଇ ମଧ୍ୟ ତାଙ୍କର ସେହି ଗୋଟିଏ ଜିଦ୍— ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆମରଣ ଅନଶନ ଜାରି ରହିବ। […]
Continue readingପ୍ରଶାସନିକ ବଡ଼ ବାବୁ ଓ ସଚିବଙ୍କୁ ନହଟାଇଲେ ଲୋକ ହସିବେ ସାର୍!
ଓଡ଼ିଶାର ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ସ୍କୁଲ ବହି ମୁଦ୍ରଣରେ ହୋଇଥିବା ମାତ୍ରାଧିକ ଭୁଲ୍ ପ୍ରସଙ୍ଗ ଏବେ ଅପରାଧିକ ତଦନ୍ତ ପରିସରଭୁକ୍ତ ହୋଇଛି। SCERT ନିର୍ଦ୍ଦେଶିକା ମଧୁସ୍ମିତା ସାହୁଙ୍କ ଲିଖିତ ଅଭିଯୋଗ ଆଧାରରେ କ୍ରାଇମବ୍ରାଞ୍ଚରେ ଏକ ଆଧିକାରିକ ମାମଲା ଦାୟର କରାଯାଇଛି। ଭାରତୀୟ ନ୍ୟାୟ ସଂହିତା ୨୦୨୩ (BNS) ର ଧାରା ୩୧୬(୫), ୨୦୧, ୩(୫) ଏବଂ ୬୧(୨) ଅନୁଯାୟୀ ରୁଜୁ ହୋଇଥିବା ଏହି ସମ୍ବେଦନଶୀଳ ମାମଲାର ପ୍ରତ୍ୟକ୍ଷ ତତ୍ତ୍ୱାବଧାନ କ୍ରାଇମବ୍ରାଞ୍ଚ ଏସପି କରୁଥିବା ବେଳେ ଡିଏସପି ନରେନ୍ଦ୍ର […]
Continue readingଆମ ଦଳରେ ବିବାଦ ନାହିଁ କି ଝଗଡା ନାହିଁ
ଝାରସୁଗୁଡାରେ ବିଜେପି କନ୍ଦଳ ପ୍ରସଙ୍ଗରେ ଏବେ ଚର୍ଚା ଜୋର ଧରିଛି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ରଖିଛନ୍ତି । ବିଜେପିରେ ସମସ୍ତେ ଏକ ହୋଇ କାମ କରୁଥିବା କହିଛନ୍ତି । ମନମୋହନ କହିଛନ୍ତି ଏକ ହୋଇ ନଥିଲେ ଖଣ୍ଡେ ଭୋଟ୍ ମିଳିନଥାନ୍ତା । ଏକାଠି ଅଛୁ ବୋଲି ସରକାର କରିଛୁ ଓ ୨୦ ସାଂସଦ ଜିତିଛୁ ବୋଲି ମନମୋହନ କହିଛନ୍ତି । ମନମୋହନ କହିଛନ୍ତି, ଆମ ଦଳରେ ବିବାଦ ନାହିଁ କି ଝଗଡା […]
Continue reading









