ଆଜି ରାଜ୍ୟ ମନ୍ତ୍ରିମଣ୍ଡଳର ୪୫ତମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୬ଟି ବିଭାଗର ୧୧ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଆଜିର କ୍ୟାବିନେଟ୍ ମଞ୍ଜୁରୀ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି ବୋଲି […]
Continue readingDaily Archives: August 1, 2026
ଦେଶର ବିଭିନ୍ନ ରାଜ୍ୟରେ ବନ୍ୟା ପରିସ୍ଥିତି,ଓଡ଼ିଶାକୁ ୫୦୦ କୋଟିର ସହାୟତା ରାଶି ଘୋଷଣା କଲେ କେନ୍ଦ୍ର ସରକାର
ଦେଶର ବିଭିନ୍ନ ରାଜ୍ୟରେ ଜାରି ରହିଥିବା ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବନ୍ୟା ପ୍ରଭାବିତ ରାଜ୍ୟକୁ କେନ୍ଦ୍ର ସରକାର ଅର୍ଥିକ ସହାୟତା ଜାରି କରିଛନ୍ତି। କେନ୍ଦ୍ର ଗୃହ ତଥା ସହକାରିତା ମନ୍ତ୍ରୀ ଅମିତ ଶାହ ‘ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି’ (SDRF) ରୁ ୨,୧୧୭.୮୫ କୋଟି ଟଙ୍କାର ଆଗୁଆ ସହାତା ରାଶି ମଞ୍ଜୁର କରିଛନ୍ତି। ଓଡ଼ିଶାକୁ ୫୦୦ କୋଟିର ସହାୟତା ରାଶି ଘୋଷଣା କରାଯାଇଛି। ଓଡ଼ିଶା ସମେତ ୭ଟି […]
Continue readingପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅପଶବ୍ଦ ବ୍ୟବହାର,ହାତ ଯୋଡି ସମଗ୍ର ଦେଶବାସୀଙ୍କୁ କ୍ଷମା ମାଗିଲେ ୧୫ ବର୍ଷର ନାବାଳିକା
ଦିଲ୍ଲୀ ଜନ୍ତରମନ୍ତରରେ ୨୩ ଜୁଲାଇରେ ହୋଇଥିବା ପ୍ରଦର୍ଶନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅପଶବ୍ଦ ବ୍ୟବହାର କରିଥିବା ମାମଲାରେ ନୂଆ ମୋଡ଼ ଆସିଛି । ଏହି ମାମଲାରେ ନାବାଳିକାଙ୍କ କ୍ଷମା ଭିଡିଓ ସାମ୍ନାକୁ ଆସିଛି । ନାବାଳିକା ଜଣକ କହିଛନ୍ତି, ମୁଁ ମାତ୍ର ୧୫ ବର୍ଷର… ଏହା ମୋର ପ୍ରଥମ ଓ ଶେଷ ଭୁଲ୍ । ହାତ ଯୋଡି ସମଗ୍ର ଦେଶବାସୀଙ୍କୁ କ୍ଷମା ମାଗିଥିବା ନଜର ଆସିଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ଅଶ୍ଳୀଳ ମନ୍ତବ୍ୟ କରିଥିବା ଝିଅ କ୍ଷମା ପ୍ରାର୍ଥନା ଭିଡିଓରେ […]
Continue reading


