ବିଶ୍ୱର ସବୁଠୁ ଧନୀ ନେତା ଋଷିଆ ରାଷ୍ଟ୍ରପତି ଭ୍ଲାଦିମୀର ପୁଟିନ,

ବିଶ୍ୱର ସବୁଠୁ ଧନୀ ନେତା ଋଷିଆ ରାଷ୍ଟ୍ରପତି ଭ୍ଲାଦିମୀର ପୁଟିନ,

ଅନ୍ତର୍ଜାତୀୟ ରାଜନୀତିରେ ଯେବେବି ପ୍ରଭାବ ଓ କ୍ଷମତାର ଉଲ୍ଲେଖ ହୁଏ ସେତେବେଳେ ବିଶ୍ୱର ଶୀର୍ଷ ରାଷ୍ଟ୍ରମୁଖ୍ୟଙ୍କ ନାମ ସାମ୍ନାକୁ ଆସିଥାଏ। ତେବେ ବୈଶ୍ୱିକ ମଞ୍ଚର ଏହି ଶକ୍ତିଶାଳୀ ଲୋକେ କେବଳ ରାଜନୈତିକ ନିଷ୍ପତ୍ତି ଓ କୂଟନୀତି ଲାଗି ନୁହେଁ ବରଂ ସେମାନଙ୍କ ଅଚଳାଚଳ ସମ୍ପତ୍ତି ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାଆନ୍ତି। ନିକଟରେ ସାମ୍ନାକୁ ଆସିଥିବା ବିଶ୍ୱର ସବୁଠୁ ଧନୀ ନେତାଙ୍କ ନୂଆ ସୂଚୀରେ ଶାସନ ଓ ସମ୍ପତ୍ତିର ତାଳମେଳକୁ ଉଜାଗର କରିଛି। ଏହି ତାଲିକାରେ ଋଷିଆ ରାଷ୍ଟ୍ରପତି […]

Continue reading
ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଡ଼ା ସୁରକ୍ଷା ବଳୟରେ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ବିମାନ ବନ୍ଦରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ପ୍ରମୁଖ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ । ଭୁବନେଶ୍ବରରେ ପହଞ୍ଚିବା ପରେ ଲୋକଭବନ ଯାଇଥିଲେ ରାଷ୍ଟ୍ରପତି । ସେଠାରୁ ସଡ଼କ ଯୋଗେ ରାଷ୍ଟ୍ରପତି କଟକ ବାଆଁରା ଅଭିମୁଖେ ବାହାରିଥିଲେ । ସେଠାରେ ଜଗତଗୁରୁ କୃପାଳୁଜୀ ବିଶ୍ୱବିଦ୍ୟାଳୟର […]

Continue reading
ବନ୍ୟା ପ୍ରଭାବିତଙ୍କ ପାଇଁ ପ୍ରାରମ୍ଭିକ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କାର ସହାୟତା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ବନ୍ୟା ପ୍ରଭାବିତଙ୍କ ପାଇଁ ପ୍ରାରମ୍ଭିକ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କାର ସହାୟତା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଚଳିତ ବନ୍ୟା ପରିସ୍ଥିତିରେ ପ୍ରଭାବିତ ପ୍ରତ୍ୟେକ ପରିବାରଙ୍କ ପାଖରେ ରାଜ୍ୟ ସରକାର ଦୃଢ଼ତାର ସହ ଛିଡ଼ା ହୋଇଛନ୍ତି। ବନ୍ୟା ମୁକାବିଲା, ଉଦ୍ଧାର, ରିଲିଫ୍ ଓ ପୁନର୍ବାସ କାର୍ଯ୍ୟକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଜାରି ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଜେ ଆକାଶମାର୍ଗରୁ ବନ୍ୟାଞ୍ଚଳ ଅନୁଧ୍ୟାନ କରିବା ପରେ ମନ୍ତ୍ରୀମାନଙ୍କୁ ବିଭିନ୍ନ ଜିଲ୍ଲାର ରିଲିଫ ଓ ଉଦ୍ଧାର କାର୍ଯ୍ୟ ତଦାରଖ କରିବା ପାଇଁ ଦାୟିତ୍ୱ ଦେଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବନ୍ୟା […]

Continue reading