ଚାନ୍ଦିପୁରରୁ ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା। ବାଲେଶ୍ୱର ଜିଲ୍ଲା ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜ (ଆଇଟିଆର)ରୁ ମଧ୍ୟମ ଦୂରତା ବିଶିଷ୍ଟ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ଅଗ୍ନି-୪ର ସଫଳ ପରୀକ୍ଷା କରିଛି। ଏହି ପରୀକ୍ଷା ରଣନୀତିକ ବାହିନୀ କମାଣ୍ଡର ତତ୍ତ୍ୱାବଧାନରେ କରାଯାଇଥିବାବେଳେ କ୍ଷେପଣାସ୍ତ୍ରର ସମସ୍ତ ପରିଚାଳନାଗତ ଓ ପ୍ରଯୁକ୍ତିଗତ ମାନଦଣ୍ଡ ସଫଳତାର ସହ ପରୀକ୍ଷିତ ହୋଇଛି। ଏହା ନିୟମିତ ‘ୟୁଜର ଟ୍ରାଏଲ୍’,ଦେଶର ରଣନୀତିକ ପ୍ରତିରୋଧ କ୍ଷମତାର ପ୍ରସ୍ତୁତି ଓ ନିର୍ଭରଯୋଗ୍ୟତାକୁ ପୁଣିଥରେ ଯାଞ୍ଚ କରିବା ଉଦ୍ଦେଶ୍ୟ ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ […]
Continue readingDaily Archives: August 6, 2026
ଭୁବନେଶ୍ୱରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ,୧୩ ତମ BRICS ଶିକ୍ଷାମନ୍ତ୍ରୀ ସମ୍ମିଳନୀରେ ଦେବେ ଯୋଗ
୧୩ ତମ BRICS ଶିକ୍ଷାମନ୍ତ୍ରୀ ସମ୍ମିଳନୀରେ ଯୋଗଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେ କହିଛନ୍ତି ଯେ, BRICS ଶିକ୍ଷାମନ୍ତ୍ରୀ ସମ୍ମିଳନୀ ଗୁରୁତ୍ୱପୂର୍ଣ୍ଣ ବୈଶ୍ୱିକ ମଞ୍ଚ। ସମ୍ମିଳନୀରେ ଚାରିଟି ଦେଶର ପ୍ରତିନିଧି ପ୍ରତ୍ୟକ୍ଷ ଭାବେ ଏବଂ ତିନିଟି ଦେଶର ପ୍ରତିନିଧି ଭର୍ଚୁଆଲ୍ ମାଧ୍ୟମରେ ଯୋଗଦେଉଛନ୍ତି।ଭାରତ ସରକାର ଏହି […]
Continue readingବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି ତଥା ସାଂସଦ ମନମୋହନ ସାମଲ
ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ କାର୍ଯ୍ୟାଳୟରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍ କଲେ ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ। ଏହି ଅବସରରେ ବିଭିନ୍ନ ସାଙ୍ଗଠନିକ ଏବଂ ସମସାମୟିକ ପ୍ରସଙ୍ଗ ଉପରେ ବିସ୍ତୃତ ଆଲୋଚନା ହୋଇଥିବା ନେଇ ନିଜ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି ବିଜେପି ରାଜ୍ୟ ସଭାପତି ତଥା ରାଜ୍ୟସଭା ସାଂସଦ ମନମୋହନ ସାମଲ। ସେ ଆହୁରି ଲେଖିଛନ୍ତି ଏହି ବୈଠକରେ ଓଡ଼ିଶାରେ ସଂଗଠନକୁ ଆହୁରି ସୁଦୃଢ଼ କରିବା, କାର୍ଯ୍ୟକର୍ତ୍ତାଙ୍କ ସକ୍ରିୟ […]
Continue reading


